Latest Odisha News

BREAKING NEWS

Browsing Category

ଓଡିଶା

Odisha

ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର…

ଅପରେସନ ପରେ ଆହତ ନାଗସାପ ପେଟରୁ ବାହାରିଲା ୨୩ଟି ଅଣ୍ଡା

ଭୁବନେଶ୍ୱର: ଶୁକ୍ରବାର ସକାଳେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଏକ ଖାଲି ପ୍ଲଟ ସଫା କରିବା ବେଳେ ଆହତ ଅବସ୍ଥାରେ ଏକ ନାଗ ସାପ ଉଦ୍ଧାର ହୋଇଛି । କାମ କରୁଥିବା ଲୋକେ ସାପଟିକୁ ଉଦ୍ଧାର କରିବା ସ୍ନେକ ହେଲ୍ପ ଲାଇନ ର ସହାୟତା ଲୋଡିଥିଲେ । ଖବର ପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ପୂର୍ଣ୍ଣଚନ୍ଦ୍ର…

ପୁରୁଷଙ୍କୁ ୧୦ ଓ ମହିଳାଙ୍କୁ ୧୫ ଲକ୍ଷ ଟଙ୍କା ଦେୟମୁକ୍ତ ଚିକିତ୍ସା ସୁବିଧା ମିଳୁ: ବିଜେଡି

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା କାର୍ଡ ମଧ୍ୟ ବଣ୍ଟନ କରିଛନ୍ତି । ଏହି ପ୍ରରିପେକ୍ଷିରେ ବିଜେପିକୁ ଟାର୍ଗେଟ୍ କରିଛନ୍ତି ବିଜୁ…

ପାରାଦୀପରେ ମାଛଧରା ବୋଟରୁ ଗୁଆ ଜବତ

ପାରାଦୀପ: ଭାରତୀୟ ତଟରକ୍ଷୀ ବାହିନୀ (ଆଇସିଜି) ପକ୍ଷରୁ ପାରାଦୀପ ସମୁଦ୍ରରୁ ବିପୁଳ ପରିମାଣର ଗୁଆ ଜବତ କରାଯାଇଛି। ବାଂଲାଦେଶ ସହ ଜଡିତ ଭାରତର ଅନ୍ତର୍ଜାତୀୟ ସାମୁଦ୍ରିକ ସୀମା ରେଖା ନିକଟରେ ସନ୍ଦେହଜନକ ଭାବରେ ଗତି କରୁଥିବା ଏକ ମାଛଧରା ଡଙ୍ଗା ଅଟକାଇଥିଲେ ଡ୍ୟୁଟିରେ ଥିବା ଏକ ତଟରକ୍ଷୀ…

‘ମାଲିକଙ୍କୁ ଅଗ୍ରୀମ ଟଙ୍କା ଫେରାଇଲି, ଗାଡି ମୋ ପାଖରେ ରହିବ’

ଭୁବନେଶ୍ବର: ଯାତ୍ରା ପାର୍ଟି ମାଲିକଙ୍କୁ କଳାକାର ପୀୟୁଷ ତ୍ରିପାଠୀ ଅଗ୍ରୀମ ଟଙ୍କା ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଏକ ହୋଟେଲ୍‌‌ରେ ଦୁଇ ଯାତ୍ରା ପାର୍ଟି ‘ସୂର୍ଯ୍ୟମନ୍ଦିର’ ଓ ‘ସିଂହବାହିନୀ’ ମାଲିକଙ୍କୁ ସେମାନେ ଦେଇଥିବା ଅଗ୍ରୀମ ୧କୋଟି ୧୫ଲକ୍ଷ ଟଙ୍କା ଫେରାଇ ଦେଇଛନ୍ତି ବୋଲି ପୀୟୁଷ…

୩ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ବଡ଼ ସଫଳତା । ୩ ଜଣ ଦୁର୍ଦ୍ଦାନ୍ତ ମାଓବାଦୀକୁ ଗିରଫ କରିବାରେ ସଫଳ ହୋଇଛି ଜିଲ୍ଲା ପୋଲିସ । ଏମାନଙ୍କ ମଧ୍ୟରୁ ଜଣେ ଡିକେଏମଏସ୍ ଅଧ୍ୟକ୍ଷ ମାଡକମ ଭୀମା ବୋଲି ଜଣାପଡିଛି । ଭୀମା ଉପରେ ୨ ଲକ୍ଷ ଟଙ୍କାର…

ମୂଷାମରା ଔଷଧ ଖାଇ ୬ ଶିଶୁ ଗୁରୁତର

ଢେଙ୍କାନାଳ: ମୂଷାମରା ଔଷଧ ଖାଇ ୬ ଶିଶୁ ଗୁରୁତର । ଗୁରୁତର ଅବସ୍ଥାରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ସାମ୍ନାକୁ ଆସିଛି ଢେଙ୍କାନାଳ ଜିଲ୍ଲା ବେଲଟିକିରି ପଞ୍ଚାୟତ ଅନ୍ତର୍ଗତ ଜଙ୍ଖିରା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ । ମିଳିଥିବା ସୂଚନା…

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ…

ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭକୁ ଯିବା ବେଳେ ଦୁର୍ଘଟଣା; ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ, ପୋଲିସ ଏବଂ ଅଗ୍ନିଶମ…

କଫ ସିରଫ୍ ଓ ୩୦ କେଜି ଗଞ୍ଜେଇ ସହ ୩ ଗିରଫ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କା ଥାନା ପୋଲିସକୁ ସଫଳତା । ୩୦ କେଜି ଗଞ୍ଜେଇ, କଫ ସିରଫ ବିଭିନ୍ନ ପ୍ରକାର ନିଶା ବଟିକା ଜବତ କରିଛି । ଏହି ଘଟଣାରେ ଦୁଇ ଜଣ ମହିଳାଙ୍କ ସହ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀ ଜରିଆରେ ସୂଚନା…