Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ

କଟକ: କଟକ ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍‌ । ଜାନୁଆରୀ ୨୩ରେ କଟକ ଆସିବା ନେଇ ଉପରାଷ୍ଟ୍ରପତି ସହମତି ଦେଇଛନ୍ତି । ଉପରାଷ୍ଟ୍ରପତି ନେତାଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ନେତାଜୀ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନୂଆ ଗ୍ୟାଲେରୀର ଉଦଘାଟନ କରାଯିବ ।…

ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍‍କୋର ‘ପ୍ରୋଜେକ୍ଟ ଶକ୍ତି’ 

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‍ କମ୍ପାନୀ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ମହାଶକ୍ତି ଫାଉଣ୍ଡେସନକୁ ଏହାର ଅଗ୍ରଣୀ ମହିଳା ସଶକ୍ତିକରଣ ଏବଂ ଜୀବିକା ପ୍ରୟାସ ‘ପ୍ରୋଜେକ୍ଟ ଶକ୍ତି’ ଜରିଆରେ ସମର୍ଥନ ଯୋଗାଇଦେଇ ସମ୍ବଲପୁରର ହୀରାକୁଦ ପୌରପାଳିକାରେ ମହିଳାମାନଙ୍କୁ ଉଦ୍ୟୋଗୀ, କାରିଗର…

Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର କରିବା ସହ କର୍ମୀଙ୍କ ପ୍ରତି ନିଲମ୍ବିତ ବିଧାୟକ ଅରବିନ୍ଦ ମହାପାତ୍ର ବିଶ୍ୱାସଘାତକତା କରିଛନ୍ତି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ତଥା ପାଟକୁରାର ଯୁବ ସଂଗଠକ ଅମରେଶ ପତ୍ରୀ…

ବାଣ ଭିଡୁଥିଲା ବେଳେ ବିସ୍ଫୋରଣ, ଜଣେ ମୃତ

କଟକ: କଟକ ସଦର ଥାନା ଅଧୀନରେ ଥିବା ଖଲର୍ଦ୍ଦା ନିକଟସ୍ଥ ହାତୀଗଡ଼ାରେ ରବିବାର ଦିନ ଏକ ଘରେ ବେଆଇନ ଭାବରେ ବାଣ ତିଆରି ହେଉଥିବା ସମୟରେ ବିସ୍ଫୋରଣ ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବୈକୁଣ୍ଠ ସାମଲ ନାମକ ବ୍ୟକ୍ତିଙ୍କ ଘରେ ଏହି ବିସ୍ଫୋରଣ ଘଟିଥିଲା। ଏଥିରେ ତାଙ୍କର…

Rourkela Plane Crash: ବିମାନ ଦୁର୍ଘଟଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି

ରାଉରକେଲା: ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗଙ୍କ ଘୋଷଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ନିଯୁକ୍ତି । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ।…

Sports Awards: ପ୍ରୀତିସ୍ମିତା, କାଳୁଚରଣ, ଏମଜିଏମ୍‌କୁ ‘ଓସଜା’ ପୁରସ୍କାର

ଭୁବନେଶ୍ବର:ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ, ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀ ଏବଂ କ୍ରୀଡ଼ା ପ୍ରୋତ୍ସାହନରେ ବିଶେଷ ଅବଦାନ ରଖୁଥିବା ଏମଜିଏମ୍‌ ଗ୍ରୁପ୍‌କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଛି। ରବିବାର…

ଗଞ୍ଜାମର ୨୫ରୁ ଊର୍ଦ୍ଧ୍ବ ସ୍ଥାନରେ ଇଡି ଚଢ଼ାଉ; ୨.୬୩ କୋଟି ଜବତ

ଭୁବନେଶ୍ୱର: ବେଆଇନ ଖଣି ଏବଂ ସମ୍ପୃକ୍ତ ମନି ଲଣ୍ଡରିଂ କାର୍ଯ୍ୟକଳାପର ତଦନ୍ତ କରିବାକୁ ଯାଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗଞ୍ଜାମ ଜିଲ୍ଲାର ୨୫ରୁ ଅଧିକ ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨.୬୩ କୋଟି ଟଙ୍କା ନଗଦ ଏବଂ ଅନେକ ବେନାମୀ ଯାନ ଜବତ କରିଛି। କେନ୍ଦ୍ରୀୟ…

Subhadra Yojana: ବଡ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ, ଜାନୁଆରୀ ୧୮ ପରିବର୍ତ୍ତେ ଏହି ଦିନ ମିଳିବ ସୁଭଦ୍ରା ଟଙ୍କା..

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ପୂର୍ବରୁ ଜାନୁଆରୀ ୧୮ ଅର୍ଥାତ୍ ଆଜିର ଦିନରେ ସୁଭଦ୍ରା ଟଙ୍କା ମିଳିବାକୁ ଥିବାବେଳେ, ଏଥିରେ ପରିବର୍ତ୍ତନ ହୋଇଥିବା ସେ କହିଛନ୍ତି । ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ…

ଚିଲିକା ଓ ହୀରାକୁଦରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର: ଚିଲିକା ହ୍ରଦ ଏବଂ ହୀରାକୁଦ ଡ୍ୟାମ ସମେତ ଓଡ଼ିଶାର ପ୍ରମୁଖ ଆର୍ଦ୍ରଭୂମି ସ୍ଥାନରେ ପ୍ରବାସୀ ଏବଂ ସ୍ଥାନୀୟ ପକ୍ଷୀ ସଂଖ୍ୟା ଆକଳନ ପାଇଁ ବାର୍ଷିକ ପକ୍ଷୀ ଗଣନା ରବିବାରଠାରୁ ଆରମ୍ଭ ହୋଇଯାଇଛି। ଏହି ଗଣନା ମୁଖ୍ୟତଃ ଏସିଆର ସର୍ବବୃହତ ଲୁଣି ଜଳ ହ୍ରଦ ଭାବରେ ବିବେଚିତ ଚିଲିକା…

କିମ୍‍ସରେ ବର୍ଷକର ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ୧ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ସହ ବୃଦ୍ଧିରେ ବିଳମ୍ବ ହେଉଥିଲା। ପରିବାର ଲୋକେ ପିଲାଟିକୁ କିମ୍‍ସ…