Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଯୁବବର୍ଗଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ସରକାର’: SI ନିଯୁକ୍ତିରେ ବିଳମ୍ବକୁ ନେଇ ବର୍ଷିଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଥିବା ପୋଲିସ ସବ୍-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ବିବାଦକୁ ନେଇ ଏବେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି । ପୋଲିସ ଏସଆଇ ପରୀକ୍ଷା ପରିଚାଳନାରେ ଅନିୟମିତତା ଏବଂ ଏଥିରେ ହେଉଥିବା ଅହେତୁକ ବିଳମ୍ବକୁ ନେଇ ଶାସକ ବିଜେପି ସରକାରଙ୍କ ଉପରେ କଡ଼ା ପ୍ରହାର କରିଛନ୍ତି…

ଟ୍ରାଫିକ୍ ସମସ୍ୟାରୁ ମିଳିବ ମୁକ୍ତି: କଟକ, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧାକୁ ଯୋଡିବ ୧୨୯ କିମି ଆଉଟର ରିଙ୍ଗ୍ ରୋଡ୍

ଭୁବନେଶ୍ୱର: ଟୁଇନ୍ ସିଟି ଭୁବନେଶ୍ୱର ଓ କଟକ ସମେତ ଏହାର ଆଖପାଖ ସହରଗୁଡ଼ିକରେ ବଢ଼ୁଥିବା ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଏକ ବୃହତ୍ ଏବଂ ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ସହରରେ ଗାଡ଼ିମୋଟର ଭିଡ଼ ନିୟନ୍ତ୍ରଣ କରିବା ତଥା ଯୋଗାଯୋଗ ବ୍ୟବସ୍ଥାକୁ…

Nuakhai Lagna Finalised:ଚଳିତ ବର୍ଷ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ;କେତେବେଳେ ଲାଗି ହେବ ନବାନ୍ନ ଜାଣନ୍ତୁ

ସମ୍ବଲପୁର:ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇର ଲଗ୍ନ ନିର୍ଦ୍ଧାରଣ ହେଲା । ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ନୂଆଁଖାଇ ପର୍ବ ପାଳନ ହେବ। ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା’ ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବ। ଏଥି ପାଇଁ ଆଜି ଲଗ୍ନ ସ୍ଥିର ହୋଇଛି। ସ୍ଥିର ହୋଇଥିବା ଲଗ୍ନ ଅନୁସାରେ…

ଜାତୀୟ ଶିକ୍ଷକ ପୁରସ୍କାର: ଓଡିଶାରୁ ୪ ଶିକ୍ଷକ ପୁରସ୍କୃତ

ଭୁବନେଶ୍ବର: ଗୁରୁ ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସାରା ଦେଶର ଅସାଧାରଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ବିଦ୍ୟାଳୟ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ବୈଷୟିକ ତାଲିମ କ୍ଷେତ୍ରରେ ୮୨ ଜଣ…

୨୧ ଦିନ ପରେ ଥମିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣାରୁ ଓହରିଲା ସମନ୍ଵୟ ସମିତି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଶିକ୍ଷକମାନେ ଧାରଣାରୁ ଓହରିବାକୁ ନିଷ୍ପତ୍ତି…

ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍‌ ଡିଭିଜନ୍‌ AEE ଅନୁପମା ସାହୁ

କେନ୍ଦ୍ରାପଡା: ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର (AEE) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଏନ୍‌ଏଚ୍‌…

ଛାତ୍ରଛାତ୍ରୀଙ୍କୁ ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ; ଗୁରୁ ଦିବସରେ ଶିକ୍ଷକ…

ଭୁବନେଶ୍ୱର:ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ…

ଗୁରୁଦିବସରେ ଆନ୍ଦୋଳନ: ମନ୍ତ୍ରୀଙ୍କ ଆଶ୍ୱାସନା ସତ୍ତ୍ୱେ ବି ଆନ୍ଦୋଳନରେ ଶିକ୍ଷକ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ଗୁରୁଦିବସ। ଗୁରୁ ନଥିଲେ ଶିଷ୍ୟ ନାହିଁ ଏବଂ ଶିଷ୍ୟ ନଥିଲେ ଗୁରୁ ନାହିଁ। ଗୋଟିଏ ପଟେ ସାରା ଦେଶ ଗୁରୁଦିବସ ପାଳନ ପାଇଁ ସଜେଇ ହେଉଛି, ଅନ୍ୟପଟେ ନିଜ ହକ୍ ପାଇଁ ରାଜଧାନୀ ରାଜରାସ୍ତାରେ ବସିଛନ୍ତି ଶିକ୍ଷକ। ଭୁବନେଶ୍ୱର ଗାନ୍ଧୀମାର୍ଗରେ ଦୀର୍ଘଦିନ ଧରି…

ଅସାଧାରଣ ସାହାସ: କାମୁଡିଥିବା ବିଷାକ୍ତ ସାପକୁ ଧରି ମେଡିକାଲ ପହଞ୍ଚିଲେ ଯୁବକ

ଉଦଳା: ସାପ କାମୁଡ଼ିବା ପରେ ଭୟଭୀତ ନହୋଇ ସାପଟିକୁ ଧରି ମେଡିକାଲରେ ପହଞ୍ଚିଲେ ଯୁବକ। ଯୁବକଙ୍କ ସତର୍କତା ଓ ସାହସ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ଏଭଳି ଏକ ଘଟଣା ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳରେ ଘଟିଛି। ମୋଚିରାମ ଟୁଡୁ ଏକ ସରକାରୀ କାର୍ଯ୍ୟାଳୟରେ କାମ କରନ୍ତି। ରାତିରେ ସେ ଅଫିସ୍‌ ରୁମ୍‌…

ପୁଣି ଏକ ଲଘୁଚାପ, ୧୦ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କୌଣସି ବର୍ଷା ନାହିଁ। କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୮ ତାରିଖରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ୯ରୁ ବର୍ଷା…