Latest Odisha News
Browsing Category

ଓଡିଶା

Odisha

ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ-ଜାଗୃତି, ଦେଖନ୍ତୁ ଫଟୋ…

ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଲା। ସାମ୍ନାକୁ ଆସିଲା ସେମାନଙ୍କ ବିବାହର ଫଟୋ। ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା…

ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ରେକର୍ଡ ସଂଖ୍ୟକ ବୃଦ୍ଧି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଓଡ଼ିଶା ବନ ବିଭାଗ ଦ୍ୱାରା କରାଯାଇଥିବା ବାର୍ଷିକ ପକ୍ଷୀ ଗଣନାରେ ଏହା ଜଣାପଡିଛି । ଜାନୁଆରୀ ୨୦୨୪-୨୫ର ପ୍ରଥମ ୨ ସପ୍ତାହ ମଧ୍ୟରେ ହୋଇଥିବା ପକ୍ଷୀ ଗଣନା ଅନୁସାରେ ବର୍ତ୍ତମାନେ ରାଜ୍ୟର ବନ୍ୟ ଅଞ୍ଚଳ ଏବଂ…

ରାଜ୍ୟର ୫ ହଜାରରୁ ଅଧିକ ଗାଁରେ ନାହିଁ ସବୁଦିନିଆ ରାସ୍ତା: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୫ ହଜାରରୁ ଉର୍ଦ୍ଧ୍ବ ଗାଁକୁ ରାସ୍ତା ନାହିଁ । ଏନେଇ ଆଜି ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀଙ୍କ…

ନିର୍ବାଚନ ପ୍ରକ୍ରିୟା ହେବ ଆହୁରି ମଜବୁତ; ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଇସିଆଇ

ଭୁବନେଶ୍ୱର: ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଭାରତୀୟ ନିର୍ବାଚନ କମିଶନ । ସମସ୍ତ ଜାତୀୟ ଏବଂ ରାଜ୍ୟସ୍ତରୀୟ ରାଜନୈତିକ ଦଳଠାରୁ ଏପ୍ରିଲ ୩୦ ସୁଦ୍ଧା ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଇଆରଓ), ଜିଲ୍ଲା ନିର୍ବାଚନ ଅଧିକାରୀ (ଡିଇଓ) କିମ୍ବା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସ୍ତରରେ ସମାଧାନ…

ଇଂଲିଶ କୋର ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ

ମୟୂରଭଞ୍ଜ: ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା । ପଢିକି ଯାଇଥିଲେ ଇଂଲିଶ କୋର୍ ହେଲେ ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର । ଯାହା ଫଳରେ ୩୨ ଜଣ ଛାତ୍ରଛାତ୍ରୀ ଆଶ୍ଚର୍ଯ୍ୟ ହୋଇଯାଇ କିଛି ଉପାୟ ନପାଇ କାନ୍ଦି କାନ୍ଦି ଘରକୁ ଫେରିଛନ୍ତି । ଏହିଭଳି ଘଟଣା ସାମ୍ନାକୁ…

ପଖାଳ ଦିବସ ସେଲିବ୍ରେସନ ପାଇଁ ୨୨ ଦେଶକୁ ଓଡ଼ିଶା ସରକାରଙ୍କ ନିବେଦନ

ଭୁବନେଶ୍ୱର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳକୁ ଅଧିକ ଲୋକପ୍ରିୟ କରିବା ପାଇଁ ଓଡ଼ିଶା ସରକାର ଅତି କମରେ ୨୨ଟି ଦେଶର ଓଡ଼ିଆ ସଂଗଠନଗୁଡ଼ିକୁ ନିବେଦନ କରିଛନ୍ତି। ସବୁବର୍ଷ ମାର୍ଚ୍ଚ ୨୦ରେ ପଖାଳ ଦିବସ ପାଳନ କରାଯାଇଥାଏ। ବିଭିନ୍ନ ଦେଶରେ ରହୁଥିବା ଓଡ଼ିଶା ଲୋକଙ୍କ ସଂଗଠନକୁ 'ଓଡିଶା ପରିବାର'…

ଗୃହରୁ ସସପେଣ୍ଡ ହେଲେ ତାରା ବାହିନୀପତି

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ…

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ…

ଡିଏମକେ ବୈଠକ, ଯୋଗଦେବେ ନବୀନ

ନୂଆଦିଲ୍ଲୀ: ସରଗରମ ହେବାରେ ଲାଗିଛି ଲୋକସଭା ସିଟର ପରିସୀମନ ପ୍ରସଙ୍ଗ । ଦକ୍ଷିଣରୁ ଆରମ୍ଭ ହୋଇଥିବା ସ୍ବର ସପକ୍ଷରେ ସମର୍ଥନ ଯୋଗାଡ଼ ପାଇଁ ବିଭିନ୍ନ ଅଣଏନଡିଏ ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ଡିଏମକେ ନେତା । ପରିସୀମନ ପ୍ରକ୍ରିୟାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧକୁ ଜୋରଦାର କରିବାକୁ…

ଏହି ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା ନେଇ ସେମାନଙ୍କ ବିରୁଦ୍ଧରେ…