Latest Odisha News
Browsing Category

ଓଡିଶା

Odisha

ରାଜ୍ୟରେ କଲବଲ କରିବ ତାତି: ୧୩ ଓ ୧୪ରେ ବଢ଼ିବ ଗ୍ରୀଷ୍ମ ପ୍ରକୋପ, ୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ତାତି। ତାତିର ତାଉରେ ଜଳିବ ପଶ୍ଚିମ ଓଡ଼ିଶ । ରାଜ୍ୟରେ ପ୍ରଚଣ୍ଡ ଖରା ସହ କଲବଳ କରାଣି ତାତି। ୩ରୁ ୪ ଦିନ ହେବ ତାତି ସାମାନ୍ୟ କମ ଥିବା ବେଳେ ଗତକାଲିଠାରୁ ପୁଣି ବଢିଛି ତାତି। ଏନେଇ ହିଟୱେବ ବା ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ପାଣିପାଗ ବିଭାଗ।…

ପୋଲିସ ଓ ଗୋ ଚାଲାଣକାରୀଙ୍କ ମଧ୍ୟରେ ଗୁଳିବିନିମୟ, ୨ ଅପରାଧୀ ଆହତ

ସମ୍ବଲପୁର: ପୋଲିସ ଓ ବେଆଇନ ଗୋ ଚାଲାଣକାରୀଙ୍କ ମଧ୍ୟରେ ଗୁଳିବିନିମୟ। ସମ୍ବଲପୁର ସିଟି ଷ୍ଟେସନ ଅଞ୍ଚଳରେ ପୋଲିସର ଏନ୍‌କାଉଣ୍ଟର। ଏହି ଏନ୍‌କାଉଣ୍ଟରରେ ୨ ଜଣ ଅପରାଧୀ ଆହତ ହୋଇଥିବା ସୂଚନା ରହିଛି। ଏଥିମଧ୍ୟରୁ ଜଣଙ୍କ ବାମ ଗୋଡ଼ ଓ ଜଣଙ୍କ ଡାହାଣ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଦୁଇ…

ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ, ୯୬ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି କ୍ରମରେ ବାଲି ବୋଝେଇ…

ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ନିର୍ଯାତନା ଘଟଣାରେ ରିପୋର୍ଟ ଦାଖଲ

ଭୁବନେଶ୍ୱର: ଗତ ବର୍ଷ ଭୁବନେଶ୍ୱରର ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯାଇଥିବା ଘଟଣାର ଚୂଡାନ୍ତ ରିପୋର୍ଟ ସୋମବାର ଓଡ଼ିଶା ସରକାରଙ୍କ ନିକଟରେ ଦାଖଲ କରାଯାଇଛି। ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ…

ମାତ୍ର ୯ ମାସରେ ୨୧ ହଜାର କୋଟି ଋଣ କଲେଣି ମୋହନ ସରକାର

ଭୁବନେଶ୍ୱର: ମୋହନ ସରକାର ଗତ ୯ ମାସ ମଧ୍ୟରେ ୨୧ହଜାର କୋଟିରୁ ଅଧିକ ଟଙ୍କା ଋଣ କରିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୪ ଜୁନ ମାସରୁ ଫେବ୍ରୁଆରି ୨୦୨୫ ମଧ୍ୟରେ ୨୧ ହଜାର ୧୭୭ କୋଟି ୯୭ ଲକ୍ଷ ଟଙ୍କା ଋଣ କରିଛନ୍ତି। ବିଜେଡି ବିଧାୟକ ଗୌତମ…

ଇମ୍ଫା ପକ୍ଷରୁ ସୌନକ୍ ଗୁପ୍ତାଙ୍କୁ ସିଏଫଓ ଭାବେ ନିଯୁକ୍ତି ପ୍ରଦାନ

ଭୁବନେଶ୍ୱର: ଦେଶର ଅଗ୍ରଣୀ ଫେରୋ ଆଲଏଜ୍ ଉତ୍ପାଦକ କମ୍ପାନୀ ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ୍ ଲିମିଟେଡ଼ (ଇମ୍ଫା) ପକ୍ଷରୁ ଆଜି ସୌନକ୍ ଗୁପ୍ତାଙ୍କୁ କମ୍ପାନୀର ମୁଖ୍ୟ ବିତ୍ତୀୟ ଅଧିକାରୀ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଦୁଇ ଦଶକ ଧରି ସିଏଫଓ ଏବଂ କମ୍ପାନୀ ସଚିବ ଭାବେ ଦାୟିତ୍ଵ…

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ, ଅଳ୍ପକେ ବର୍ତ୍ତିଲେ ଚକ୍ଷୁ ରୋଗୀ

ରାୟଗଡା: ରାୟଗଡାରୁ କୋରାପୁଟ ଯାଇଥିବା କେଆର ରେଳ ଲାଇନର କଞ୍ଜାମଯୋଡି ନିକଟରେ ଏକ ଆମ୍ବୁଲାନ୍ସକୁ ମାଲବାହୀ ଟ୍ରେନ ଧକ୍କା ଦେଇଛି। ଆମ୍ବୁଲାନ୍ସରେ ଥିବା ଆଶା ଦିଦିଙ୍କ ସହ ୮ ରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରାୟଗଡା ଠାରୁ କୋରାପୁଟ ଅଭିମୁଖେ ଯାଉଥିବା କେଆର ରେଳ ଲାଇନରେ ଅନନ୍ତ ଚକ୍ଷୁ…

ଉମରକୋଟ ଓ ରାଇଘରରେ ଆଉ ରହିବନି ଭୋଲ୍ଟେଜ ସମସ୍ୟା, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଏଭିଆର ସ୍ଥାପିତ

ବ୍ରହ୍ମପୁର: ଉପଭୋକ୍ତାଙ୍କୁ ଭରସାଯୋଗ୍ୟ ତଥା ଗୁଣାତ୍ମକ ବିଜୁଳି ସେବା ଯୋଗାଇବାରେ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ-ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପ୍ରତିବଦ୍ଧ ରହିଛି। କୃଷି ପାଇଁ ଆବଶ୍ୟକୀୟ ବିଦ୍ୟୁତ ସମେତ ବର୍ଦ୍ଧିଷ୍ଣୁ ବିଜୁଳି…

ରାଜ୍ୟରେ ରହିଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ ଦ୍ୱାରା ଭୁବନେଶ୍ୱରରେ ଦଶ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିବା ପରେ ରାଜ୍ୟରେ ଏକ ବଡ଼ ଧରଣର ଅନୁପ୍ରବେଶ ରାକେଟ୍ କାର୍ଯ୍ୟ କରୁଥିବାର ସମ୍ଭାବନା ଦେଖାଦେଇଛି। ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ରାଜ୍ୟରେ ଅବୈଧ ଭାବରେ…

ହୋଲି ସମୟରେ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍, ଜାଣନ୍ତୁ… 

ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ଟ୍ରେନ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ତିନି ଯୋଡି…