Latest Odisha News
Browsing Category

ଓଡିଶା

Odisha

ଆଦିତ୍ୟ ଆଲୁମିନା ରିଫାଇନିରୀ ପକ୍ଷରୁ କୌଶଳ ପ୍ରକଳ୍ପ ଉଦଘାଟିତ

ଟିକିରି: ରାୟଗଡା ଜିଲ୍ଲା ଟିକିରି ଅର୍ନ୍ତଗତ କନସାରିଗୁଡା ସ୍ଥିତ ଆଦିତ୍ୟ ଆଲୁମିନା ରିଫାଇନେରୀ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦତ୍ୟ ବିର୍ଲା ଗ୍ରୁପର ଏକ ସହଯୋଗୀ କମ୍ପାନୀ ପକ୍ଷରୁ କୌଶଳ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି । ଆଦିତ୍ୟ ଆଲୁମିନା ସିଏସଆର ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…

ଅସ୍ତିତ୍ୱ ବଞ୍ଚାଇବାକୁ ଓଡିଶାରେ ଡ୍ରାମାବାଜୀ କରୁଛି କଂଗ୍ରେସ: ବିଜେପି

ଭୁବନେଶ୍ୱର :  ଆନ୍ତର୍ଜାତିକ ମହିଳା ଦିବସ ଅର୍ଥାତ ଶନିବାର କର୍ଣ୍ଣାଟକରୁ ଆସିଥିଲା ଦୁଃଖଦ ଖବର। ପର୍ଯ୍ୟଟନ ପାଇଁ କର୍ଣ୍ଣାଟକ ଆସିଥିବା ଦୁଇ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିଲା। ଏହି ଘଟଣାକୁ ଦୃଢ ନିନ୍ଦା କରିଛି ଓଡ଼ିଶା ବିଜେପି। କଂଗ୍ରେସ ଦଳର ଦୋମୁହାଁ ନୀତିର ଅସଲ ଚେହେରା ପଦାରେ ପଡିଥିବା…

ଆନନ୍ଦପୁରରେ ୪୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪୨ କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଛନ୍ତି । ଏହା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପ୍ରାୟ ୧୧୮ କୋଟି ଟଙ୍କା ବ୍ୟୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।…

‘ଓଡିଶାରେ ମିଶିବା ଆମର ଭୁଲ୍’…କାହିଁକି ଏମିତି କହିଲେ ଜୟନାରାୟଣ?, ଘେରିଲେ ବିରୋଧୀ

ଭୁବନେଶ୍ବର: ଓଡିଶାରେ ମିଶିବା ଆମର ଭୁଲ୍ । ସମ୍ବଲପୁରରେ ଆୟୋଜିତ ସୁଭଦ୍ରା ସଭାରେ କିଛି ଏମିତି କହିଛନ୍ତି ଶାସକ ଦଳ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର । ଯାହାକୁ ନେଇ ଏବେ ତେଜିଛି ରାଜନୀତି । ସରକାର ଓଡିଶାର ସାର୍ବଭୌମତ ଚାହୁଁନାହାନ୍ତି କି? ବୋଲି ପ୍ରଶ୍ନ କରି ଘେରିଛନ୍ତି ବିରୋଧୀ ।…

ପ୍ରଚଣ୍ଡ ରୌଦ୍ର ତାପ: ଏହି ୬ ଜିଲ୍ଲାକୁ ସତର୍କ ଜାରି….

ଭୁବନେଶ୍ବର: ଜଳିବ ଓଡିଶା । ଆହୁରି ୩ ଡିଗ୍ରୀରୁ ୫ ଡିଗ୍ରୀ ବଢିବ ତାପମାତ୍ରା । ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଇଲା ଏସଆରସିଙ୍କ ଅଫିସ୍‌ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି । ଏଥିପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ…

ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀକୁ ଗଡିଲା ସ୍ବତନ୍ତ୍ର ଟ୍ରେନ

ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀ ଅଭିମୁଖେ ଗଡିଲା ସ୍ବତନ୍ତ୍ର ଟ୍ରେନ । ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରୁ ବାହାରିଲା ଏହି ଟ୍ରେନ୍ । ଉପମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ। ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ରବି ନାଏକ। ୭୧…

୭ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ

ପୁରୀ: ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ଦୃଷ୍ଟିରୁ ଛତିଶା ନିଯୋଗର ପରାମର୍ଶ କ୍ରମେ ଫଗୁ…

ମଟନ୍ ନାଁରେ ଗୋମାଂସ କାରବାର ମାମଲା: ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପିପିଲି: ଜୟା ହୋଟେଲ ପରିସରରେ ୧୬୩ ଲାଗୁ। ହୋଟେଲ ଠାରୁ ୧ କିମି ପରିଧି ମଧ୍ୟରେ କଟକଣା ଲାଗୁ କଲା ଜିଲ୍ଲା ପ୍ରଶାସନ। ମଟନ୍ ନାଁରେ ଗୋମାଂସ କାରବାର କରୁଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ।…

ଘରେ ପଶି ସମିତିସଭ୍ୟାଙ୍କୁ ଆକ୍ରମଣ କଲେ ୬ ଦୁର୍ବୃତ୍ତ

କଟକ: ରାତି ଅଧରେ ସମିତିସଭ୍ୟାଙ୍କୁ ଆକ୍ରମଣ। କଟକ ଜିଲ୍ଲା ମହାଙ୍ଗା ନିର୍ବାଚନମଣ୍ଡଳୀ ପଡ଼ାମରାଇ ପଞ୍ଚାୟତର ସମିତି ସଭ୍ୟା ଓ ତାଙ୍କ ସ୍ବାମୀଙ୍କୁ କିଛି ଦୁର୍ବୃତ୍ତ ରାଜନୈତିକ ଆକ୍ରୋଶ ରଖି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘରେ ପଶି ସମିତିସଭ୍ୟାଙ୍କୁ…