Latest Odisha News
Browsing Category

ଓଡିଶା

Odisha

ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା, ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍‌ଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ। ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ…

ବିଭିନ୍ନ ଦାବି ନେଇ ଲୋୟର ପିଏମଜିରେ ଗର୍ଜିବେ ଶିକ୍ଷକ ସଂଘ

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜଧାନୀ ଭୁବନେଶ୍ୱରରେ ଗର୍ଜିବେ ଶିକ୍ଷକ ସଂଘ। ଆସନ୍ତା ୧୦ ତାରିଖରେ ବିଭିନ୍ନ ଦାବି ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛି ସଂଘ । ସମସ୍ତ…

ଉପକୂଳ ଓଡ଼ିଶାରେ କଲବଲ କରିବ ତାତି, ରାଜ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର: ଖରାରୁ ମିଳିବନି ନିସ୍ତାର। ଆହୁରି କଲବଲ କରିବ ତାତି। ଉପକୂଳ ଓଡ଼ିଶାରେ କଲବଲ କରିବ ତାତି। ୧୨ରୁ ୧୬ ତାରିଖ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୦ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ। ଉପକୂଳ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ୩୮ ଡିଗ୍ରୀ ହୋଇପାରେ। ସୋଆ…

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଉ ନାହାଁନ୍ତି ଅନନ୍ତ ଦାସ । ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି…

ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ

ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ ଭର୍ତ୍ତି କରାଯାଇଛି।…

ଅନ୍ବେଷା ହଷ୍ଟେଲରେ ଅଷ୍ଟମ, ନବମ ଶ୍ରେଣୀ ଛାତ୍ରଙ୍କୁ ସହାପାଠୀଙ୍କ ମରଣାନ୍ତକ ଆକ୍ରମଣ

ରାୟଗଡ଼ା: ରାୟଗଡା ଜିଲ୍ଲା ଏକ ଆଦିବାସୀ ଅଧୁଷିତ ଜିଲ୍ଲା । ଆଦିବାସୀ ପିଲାଙ୍କୁ ଉଚ୍ଚ ଶିକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ହେଲେ ଗୁଣୁପୁର ତହସିଲ୍ ଅଫିସ୍ ନିକଟରେ ଥିବା ୧୦୦ ଶର୍ଯ୍ୟା ବିଶିଷ୍ଟ ଅନ୍ବେଷା ହଷ୍ଟେଲ୍ ରେ ସହପାଠୀ ଛାତ୍ରମାନେ ତିନି ଜଣ ଛାତ୍ରକୁ…

ପଶିଲା ଚେତା; ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ସୂଚନା ଦେଲେ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ହେବା ନେଇ ଯୋଜନା ରହିଥିବା କହିଲେ । ବିଜୁ ଜୟନ୍ତୀରେ ଏହାକୁ…

ଚାଲିଛି ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଦଶାହ କର୍ମ

ଭୁବନେଶ୍ଵର: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଆଜି ଦଶାହ । ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି । ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।…

ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା ଦେଶର…

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ନିଜ…