Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାତ୍ର ୬ ମିନିଟ୍ ଚାଲିଥିଲା ଗୃହ: ପୁଣି ୪ଟା ଯାଏଁ ମୁଲତବି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହିଁ ବିରୋଧୀ ଗୃହରେ ହଲ୍ଲାବୋଲ କରିଥିଲେ । ବିଜୁ ବାବୁଙ୍କ ପ୍ରତି ଅସମ୍ମାନ ଏବଂ ନାରୀ ସୁରକ୍ଷାକୁ ନେଇ ଉଭୟ ବିଜେଡି କଂଗ୍ରେସ ଗୃହରେ ହଙ୍ଗାମା କରିଥିଲେ । ପରିସ୍ଥିତି ଏପରି ହୋଇଥିଲା ଯେ, ମାତ୍ର ୬ ମିନିଟ ଚାଲିପାରିଥିଲା…

ଆରମ୍ଭରୁ ହଟ୍ଟଗୋଳ: ବାଚସ୍ପତିଙ୍କ ପୋଡ଼ିଅମ୍ ଆଡ଼କୁ ମାଡ଼ିଗଲେ ବିରୋଧୀ, ମାତ୍ର ୬ ମିନିଟ୍ ଚାଲିଲା ଗୃହ

ଭୁବନେଶ୍ୱର: ଆରମ୍ଭରୁ ହିଁ ବିରୋଧୀଙ୍କ କଡ଼ା ଆଭିମୁଖ୍ୟ। ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଥମ ଦିନରେ ହିଁ ବିରୋଧୀଙ୍କ ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିଜେଡ଼ି ଏବଂ କଂଗ୍ରେସର ପ୍ପ୍ରବଳ ହଟ୍ଟଗୋଳ ଯୋଗୁଁ ୧୨ ଯାଏଁ ଗୃହ ମୁଲତବି ରଖିଛନ୍ତି ବାଚସ୍ପତି। ତେବେ ଆଜିଠୁ ବଜେଟ୍ ଅଧିବେଶନ…

ଦୁର୍ଘଟଣା ରୋକିବାକୁ ବଡ଼ ପଦକ୍ଷେପ: ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ

ଭୁବନେଶ୍ୱର: ଦୁର୍ଘଟଣା ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଏଣିକି ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ। ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟରେ ଗାଡି…

କୋଟିଏ ସୁଭଦ୍ରା, କୋଟିଏ ଦୀପ: ସନ୍ଧ୍ୟାରେ ହିତାଧିକାରୀ ଜାଳିବେ ସୁଭଦ୍ରା ଦୀପ

ଭୁବନେଶ୍ଵର: ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି ହେବ। ଗୁରୁବାର ସୁଭଦ୍ରା ଟଙ୍କା ବାଣ୍ଟିବା ପରେ ‘ଗୋଟିଏ ସୁଭଦ୍ରା, ଗୋଟିଏ ଦୀପ’ ଆହ୍ୱାନ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ…

ଏଣିକି ଘରେ ବସି ପାଇପରିବେ କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ୍

ଭୁବନେଶ୍ୱର: ରାଜସ୍ୱ ବିଭାଗର ବଡ଼ ନିଷ୍ପତ୍ତି। କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ ପାଇଁ ଆଉ ତହସିଲ ଅଫିସକୁ ଯାଇ ଘଣ୍ଟା ଘଣ୍ଟା ଛିଡା ହେବାକୁ ପଡ଼ିବନି। ଘରେ ବସି ମୋବାଇଲରେ ସାର୍ଟିଫିକେଟ ପାଇଁ ଆବେଦନ କରିପାରିବେ। ଓଡ଼ିଶା ସରକାର ଖୁବ୍‌ଶୀଘ୍ର ଏକ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରିବେ।…

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ସୁରୁଖୁରୁରେ ହେବ ଶ୍ରୀଜିଉଙ୍କ ଦୋଳପୂର୍ଣ୍ଣିମା ନୀତି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଆସନ୍ତା ୧୩ ଓ ୧୪ ତାରିଖରେ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳପୂର୍ଣ୍ଣମୀ…

ସାମାନ୍ଯ ଖସିଲା ତାପମାତ୍ରା, କାଲିଠୁ ୨ରୁ ୩ ଡିଗ୍ରୀ ବଢିପାରେ 

ଭୁବନେଶ୍ୱର: ସାମାନ୍ଯ ଖସିଲା ତାପମାତ୍ରା। କାଲିଠୁ ୨ ରୁ ୩ ଡିଗ୍ରୀ ବଢିପାରେ ପାରଦ। ପଶ୍ଚିମା ଝଡ଼ ଉତ୍ତର ପଶ୍ଚିମ ଭାରତକୁ ପ୍ରବାହିତ କରିବାର ସମ୍ଭାବନା ଥିବାରୁ ଥଣ୍ଡା ବାୟୁର ପ୍ରଭାବ କମିବା ସହ ରାଜ୍ୟରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭାରତୀୟ…

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, କଟିଗଲା ବାମ ହାତ

ରାୟଗଡ଼ା: ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି । ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେସନ ଠାରେ ଖସିପଡିଲେ ଯବାନ ଜଣକ । ତାଙ୍କୁ ପ୍ରଥମେ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅଶୋକଙ୍କର ପ୍ରାଥମିକ…

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ । ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି । ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି । ମାର୍ଚ୍ଚ ୯ରେ…