Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଲିଠୁ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ…

ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ: ଅନୁମୋଦନ ହେବ ଦୋଳ ଉତ୍ସବ ନୀତି ନିର୍ଘଣ୍ଟ

ପୁରୀ: ଆସନ୍ତା ୯ ତାରିଖରେ ଶ୍ରୀମନ୍ଦିରରେ ଦୋଳଯାତ୍ରା ଆରମ୍ଭ ହେବ। ଏହାସହ ଶ୍ରୀଜିଉଙ୍କ ଚାଚେରୀ ବେଶ। ତେଣୁ ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନୁମୋଦନ ହେବ ଦୋଳ ଉତ୍ସବ ନୀତି ନିର୍ଘଣ୍ଟ। ୧୩ ତାରିଖରେ ମେଣ୍ଢାପୋଡ଼ି, ୧୪ ତାରିଖରେ ଦୋଳପୂର୍ଣ୍ଣିମା ଓ…

ଆଜି ମିଳିବ ସୁଭଦ୍ରାର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୧ଲକ୍ଷ ୭୦ହଜାର ମହିଳାଙ୍କୁ ୫ହଜାର ଟଙ୍କା ଲେଖାଏଁ ମିଳିବ। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତିରେ ପ୍ରାୟ ୧ କୋଟି ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ…

ଆଜି-କାଲି କମ୍‌ ରହିବ ତାପମାତ୍ରା, ୮ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ବସ୍ତି। ଆଜି ଓ କାଲି କମ୍‌ ରହିବ ଖରା ପ୍ରକୋପ। ଆସନ୍ତା ତିନି ଦିନ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି। ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ। କିନ୍ତୁ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ। ଆସନ୍ତା ୮ରୁ ପୁଣି ବଢ଼ିବ…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ଏବେ ଠାରୁ ଗ୍ରୀଷ୍ମର ଅନୁଭବ ହେଲାଣି । ସକାଳ ୯ଟା ପରଠାରୁ ଖରାର ପ୍ରକୋପ ବଢିବାରେ ଲାଗିଛି । ବାହାରକୁ ବାହିରିବା ମୁସ୍କିଲ ହୋଇପଡୁଛି । ତେବେ ଖରାକୁ ଦୃଷ୍ଟିରେ ରଖି ପ୍ରାଣୀ ଉଦ୍ୟାନରେ ଥିବା ପଶୁପକ୍ଷୀମାନଙ୍କ ପାଇଁ ବ୍ୟାପକ ଭାବରେ ବନ୍ଦୋବସ୍ତ କରାଯାଇଛି ।…

୨୦୨୪-୨୫ ବର୍ଷ ପାଇଁ ସୁଷମା (ପାଣିଗ୍ରାହୀ) ରଥ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ୨୦୨୪-୨୫ ବର୍ଷ ଇଂରାଜୀରେ ସୃଜନଶୀଳ ଲେଖା ପାଇଁ ସୁଷମା (ପାଣିଗ୍ରାହୀ) ରଥ ପୁରସ୍କାର ଘୋଷଣା କରାଯାଇଛି। ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ଛତ୍ରପୁରର ଛାତ୍ରୀ ସୁଶ୍ରୀ ଏନ. ହରପ୍ରିୟା ରେଡ୍ଡିଙ୍କୁ ଭଲ ସୃଜନଶୀଳ ଲେଖା ପାଇଁ ପୁରସ୍କାର ଦିଆଯାଇଛି। ଏଥିସହିତ ତାଙ୍କୁ ୧୦,୦୦୦…

ଭୁବନେଶ୍ୱର ଭଳି ହେଉଛି ଝାରସୁଗୁଡ଼ା ବିମାନବନ୍ଦର, ଆଉ ଏକ ସହରକୁ ଯୋଡ଼ି ହେଲା ବିମାନ ସେବା

ଭୁବନେଶ୍ୱର:ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ସହ ଯୋଡ଼ି ହୋଇଛି ମୁମ୍ବାଇ । ମାର୍ଚ୍ଚ ୧ ତାରିଖରୁ ମୁମ୍ବାଇ ସହ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି । ପ୍ରଥମେ ଦିଲ୍ଲୀ, କୋଲକାତା, ଭୁବନେଶ୍ୱର, ହାଇଦ୍ରାବାଦ ଓ ରାୟପୁରକୁ ବିମାନ ଚଳାଚଳ ହୋଇଥିଲା । କୋଭିଡ ପରେ ଏଥିରେ କିଛି…

ମାର୍ଚ୍ଚ ୩୦ରୁ ଭୁବନେଶ୍ୱରରୁ ୨ ନୂଆ ରୁଟକୁ ବିମାନ ଉଡାଣ ଆରମ୍ଭ… 

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଖୁବ୍ ଶୀଘ୍ର ଉତ୍ତର ପ୍ରଦେଶର ଗାଜିଆବାଦ ଓ ଆଣ୍ଡାମାନ ଏବଂ ନିକୋବରର ପୋର୍ଟ ବ୍ଲେୟାର ଭଳି ଦୁଇଟି ରୁଟକୁ ବିମାନ କନେକ୍ଟିଭିଟି ହେବ। ଓଡିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବୁଧବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ…

ବିଜୁ ଜୟନ୍ତୀରେ କାହିଁକି ସାମିଲ ହେଲେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି। ରାଜଧାନୀର ଜୟଦେବ ଭବନରେ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସାମିଲ…

ସମ୍ବଲପୁର, ରାଉରକେଲା ଓ ପୁରୀରେ ଖୁବଶୀଘ୍ର ହେବ ପୌର ନିର୍ବାଚନ: ମନ୍ତ୍ରୀ

ଭୁବନେଶ୍ୱର: ପୁଣି ହେବ ପୌର ନିର୍ବାଚନ । ଏନେଇ ବଡ଼ ସୂଚନା ଦେଇଛନ୍ତି ମୋହନ ସରକାର । ସମ୍ବଲପୁର, ରାଉରକେଲା ଓ ପୁରୀରେ ପୁଣି ହେବ ପୌର ନିର୍ବାଚନ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ହାଇକୋର୍ଟଙ୍କ ଶୁଣାଣି ପରେ ହେବ ର୍ନିବାଚନ ପ୍ରକ୍ରିୟା । ଏନେଇ ସୂଚନା…