Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗ୍ରେଟର ହେବ ଭୁବନେଶ୍ବର: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ତିଆରି ହେବ ଗ୍ରେଟର ଭୁବନେଶ୍ବର। ଏଥିରେ ପୁରୀ, କୋଣାର୍କ, କଟକ, ଖୋର୍ଦ୍ଧା, ପାରାଦୀପ ମିଶିବ। ଭୁବନେଶ୍ବର ସହ ମିଶି ହେବ ବଡ଼ ସହର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବିକଶିତ ଓଡିଶା ଭିଜନ ନେଇ ତିଆରି ହେବ ଗ୍ରେଟର…

ବଦଳିବ ସରକାରୀ ସ୍କୁଲର ରଙ୍ଗ

ଭୁବନେଶ୍ୱର: ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ରଙ୍ଗ ବଦଳାଇବା ପାଇଁ ଘୋଷଣା କରିଛନ୍ତି। ଓଡିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୩୦ ଜିଲ୍ଲାର…

ପୁଣି କେନ୍ଦ୍ରପଡା ଯିବେ ସାରଥି: ହାଇକୋର୍ଟ

କଟକ: କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ଜିଲ୍ଲାର ବାରିମୂଳକୁ ଯାଇ ଅସୁସ୍ଥ ଭାଇଙ୍କୁ ଦେଖା କରିବେ । ଏନେଇ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ସର୍ତ୍ତମୂଳକ ଅନୁମତି ମିଳିଛି । ୨ ମାସରେ କେବଳ ଥରେ ଯାଇ ଭାଇଙ୍କୁ ଦେଖା କରିବାକୁ ମିଳିଛି ଅନୁମତି । ହେଲେ ରାତିରେ…

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ଚାବି ହଜିବା ଘଟଣାର…

ବଞ୍ଚିତ ସୁଭଦ୍ରା ହିତାଧିକାରୀ ଚିହ୍ନଟ ପାଇଁ ଗାଁ ବୁଲିବେ ସରକାର

ଭୁବନେଶ୍ବର: ଯୋଗ୍ୟ ହିତାଧିକାରୀ ଯେପରି ସୁଭଦ୍ରା ଯୋଜନରୁ ବଞ୍ଚିତ ନେହେବେ ସେନେଇ ହିତାଧିକାରୀଙ୍କୁ ଖୋଜିବାକୁ କରାଯିବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ…

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ: କହିଲେ, ‘ହୃଦୟ ବଦଳାଇ ପାରିବେ ନାହିଁ’

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ…

ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ନେଲେ ଜଗନମୋହନ ମୀନା

ଭୁବନେଶ୍ବର: ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ଆଜି କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ଡିସିପି ମୀନା । ଦାୟିତ୍ବ ନେବା ପରେ ନିଜର ଅଭିଭାଷଣରେ ମୀନା କହିଛନ୍ତି, ଅପରାଧ ତଦନ୍ତ, ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ…

କିମ୍ସ, ହାଇଟେକ, ଆଉ ସମ୍ ହସ୍ପିଟାଲରେ ଏକାସାଙ୍ଗେ ଇଡି ଚଢାଉ

ଭୁବନେଶ୍ବର: ହଠାତ୍ କିମ୍ସ, ହାଇଟେକ୍ ଏବଂ ସମ୍ ହସ୍ପିଟାଲ ଉପରେ ଚଢାଉ ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡି ଟିମ୍ । ରାଉରକେଲା ସହ ଭୁବନେଶ୍ବର ହାଇଟେକ୍‌ରେ ଯାଞ୍ଚ ଆରମ୍ଭ କରିଛି ଇଡି । ତେବେ କାହିଁକି ରାଜ୍ୟର ବଡ ବଡ ଘରୋଇ ମେଡିକାଲ ସଂସ୍ଥା ଉପରେ ଇଡି ଚଢାଉ କରିଛି, ସେନେଇ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା ବେଳେ ବିଜୁ ବାବୁଙ୍କୁ ବିଜେପି ସରକାର ଅସମ୍ମାନ କରିଛି…

ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ। ମହିଳା ସଶକ୍ତିକରଣ ଓ ସାମାଜିକ…