Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା

ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବ‌ର୍ତ୍ତେ ଏପ୍ରିଲ୍‌ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି।…

ଚାଲିଛି ବିବାହ ଋତୁ: ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ସୁନା ଦର..

ଭୁବନେଶ୍ୱର: ସୁନା ଦର ଲଗାତାର ବୃଦ୍ଧି ହେବା ଏବେ ଗ୍ରାହକଙ୍କ ପାଇଁ ସମସ୍ୟା ହୋଇ ଛିଡା ହୋଇଛି। ଏବେ ବିବାହ ଋତୁ ଚାଲିଥିବାବେଳେ ସୁନା ଟିକେ କିଣିବାକୁ ମଧ୍ୟବିତ୍ତଙ୍କଠାରୁ ଧନୀ ସମସ୍ତେ ବାଧ୍ୟ। ହେଲେ ଏବେ ସୁନା ରେକର୍ଡ ସ୍ତରରେ ପହଞ୍ଚିବା କାରଣରୁ ବିଶେଷ କରି ମଧ୍ୟବିତ୍ତ ଓ ନିମ୍ନ…

ଗୁଣି ସନ୍ଦେହରେ ପିଟାପିଟି, ଜଣେ ମୃତ ଓ ୪ ଗୁରୁତର

ବଲାଙ୍ଗିର: ତୁଷୁରା ଥାନା ଆଠଗାଁରେ ଗୁଣି ସନ୍ଦେହରେ ଗୋଷ୍ଠୀ ସଂଘର୍ଷ। ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଓ ପିଟାପିଟିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଖବର ପାଇ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…

ଅସହ୍ୟ ଗରମ, ରାଜ୍ୟରେ ୩୯ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର: ଡରାଇଲାଣି ଅସହ୍ୟ ତାତି ସାଙ୍ଗକୁ ଗରମ ପବନ। ଏବେଠୁ ଜଳିଲାଣି ସମଗ୍ର ଭାରତ। ବାହାରକୁ ବାହାରିବା ମୁସ୍କିଲ ଲାଗିଲାଣି । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ୩୯ ଡିଗ୍ରୀ ଛୁଇଁଲା ପାରଦ। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୯ ଡିଗ୍ରୀ ଛୁଇଁଲା ତାପମାତ୍ରା। ଗତକାଲି…

ଛୁଟି ତାଲିକାରୁ ମାର୍ଚ୍ଚ ୫ ପଞ୍ଚାୟତିରାଜ ଦିବସକୁ ପ୍ରତ୍ୟାହାର କଲେ ସରକାର

ଭୁବନେଶ୍ବର: ଛୁଟି ତାଲିକାରୁ ହଟିଲା ମାର୍ଚ୍ଚ ୫ ପଞ୍ଚାୟତିରାଜ ଦିବସ । ରାଜ୍ୟ ସରକାର ସୋମବାର ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିବାକୁ ବିଧିବଦ୍ଧ ଭାବେ ନିଷ୍ପତ୍ତି ନେବା ପରେ ମଙ୍ଗଳବାର ରାଜ୍ୟ ସରକାର ଛୁଟି ତାଲିକାରୁ ପଞ୍ଚାୟତିରାଜ…

ନନ୍ଦନକାନନରେ ନୂତନ ପ୍ରାଣୀ ସଂଗ୍ରହ ପାଇଁ ‘ମେସର୍ସ ଗୀତାରାଣୀ ମହାନ୍ତି ଆଇରନ ଓର ମାଇନ୍ସ’ ପକ୍ଷରୁ ସହାୟତା ପ୍ରଦାନ

ଭୁବନେଶ୍ୱର: ନନ୍ଦନକାନନରେ ଜୈବ ବିବିଧତାକୁ ସମୃଦ୍ଧ କରିବା ପାଇଁ ଦେଶ ବିଦେଶର ବିଭିନ୍ନ ଚିଡ଼ିଆଖାନାରୁ ନୂତନ ପ୍ରାଣୀ ସଂଗ୍ରହ ପାଇଁ ପଦକ୍ଷେପ ନିଆଯାଉଛି । ଏଥିସହିତ ପୋଷ୍ୟ ପ୍ରାଣୀ କାର୍ଯ୍ୟକ୍ରମ ଜରିଆରେ ନନ୍ଦନକାନନ ପ୍ରାଣୀମାନଙ୍କର ଯତ୍ନ, ପାଳନପୋଷଣ ଏବଂ ଅନ୍ୟ ଚିଡ଼ିଆଖାନା ମାନଙ୍କରୁ…

ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି

ପୁରୀ: ପୁରୀ ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ ହୋଇଛି । ଏଥିପାଇଁ ମୋଟ ୧୦୮୩ ପଦବି ସୃଷ୍ଟି କରାଯାଇଛି । ଏଥିରେ ବିଭିନ୍ନ ବର୍ଗର ଅଧିକାରୀ ଓ…

ବିଜୁ ଜୟନ୍ତୀ ସମାରୋହରେ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପାଳନର ତାରିଖ ପରିବର୍ତ୍ତନକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଦିନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ମାର୍ଚ୍ଚ ୫ରେ ଜୟଦେବ ଭବନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ ପାଳନ…

୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ୨ ଆକାଉଣ୍ଟାଣ୍ଟ

ଅନୁଗୁଳ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଆକାଉଣ୍ଟାଣ୍ଟ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସର (ସିଏସ୍ଓ)ଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଅଭିଯୁକ୍ତ ମାନେ ହେଲେ ଜୁନିଅର…