Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ ଲୋକ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଉପରେ…

ଓଏସଏସସି ଫିଜିକାଲ ଟେଷ୍ଟ ବେଳେ ଅଘଟଣ, ଚାଲିଗଲା ଛାତ୍ରଙ୍କ ଜୀବନ

ରାଉରକେଲା: ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ । ଦୌଡ଼ୁଥିବା ବେଳେ ଚାଲିଗଲା ଛାତ୍ର ଜୀବନ । ମୃତକ ଜଣକ ହେଉଛନ୍ତି ରାଉରକେଲାର ବ୍ୟାଚ୍ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା । ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ବେଳେ ଘଟିଛି ଏହି…

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି : ପୁଅ ବିବାହରେ ମୁହଁ ଖୋଲିଲେ ସୁର

ଭୁବନେଶ୍ଵର: 'ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି।' ଏ ଥିଲା ପୁଅ ମନ୍ମଥ ରାଉତରାୟଙ୍କ ବିବାହ ପରେ ବାପା ସୁର…

ବୁଧବାର ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ବୁଧବାର ଅର୍ଥାତ୍ ଆସନ୍ତାକାଲି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ…

ବିଜେଡି ନେତା ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଇଓଡବ୍ଲ୍ୟୁ ଓ ଏସଟିଏଫର ମିଳିତ ଚଢ଼ାଉ

କେନ୍ଦୁଝର: ବିଜେଡି ନେତା ରାଜା ଚକ୍ରଙ୍କର ୧୦୦ କୋଟି ଟଙ୍କାର ଆର୍ଥିକ ଅନିୟମିତତା ମାମଲାରେ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ରାଜା ଚକ୍ରଙ୍କ ୧୦ଟି ସ୍ଥାନରେଇଓଡବ୍ଲ୍ୟୁ ଓ ଏସଟିଏଫର ମିଳିତ ଚଢ଼ାଉ ହୋଇଛି। ରାଜ୍ୟର ସମସ୍ତ ମାଇନ୍ସ କରିଡର୍‌ର ଚେକ୍‌ ପଏଣ୍ଟରେ ଚାଲିଛି ରେଡ୍‌। ଓଡ଼ିଶା…

ତେଜିଲା ପଞ୍ଚାୟତିରାଜ ଦିବସ ରାଜନୀତି, ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ଵର: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ଗତକାଲି ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ଏବେ ତେଜିବାରେ ଲାଗିଛି ରାଜନୀତି । ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିରୋଧୀ ବିଜେଡି । ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଏକ…

ମନ୍ମଥଙ୍କ ଦ୍ଵିତୀୟ ଇନିଂସ, ପ୍ରଥମ ପତ୍ନୀଙ୍କ ବାନ୍ଧବୀଙ୍କ ସହ ପଡିଲା ହାତଗଣ୍ଠି

ଭୁବନେଶ୍ଵର: ଦ୍ୱିତୀୟଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି ମନ୍ମଥ । ତେବେ ଉଭୟଙ୍କର ପ୍ରେମ ବିବାହ ହୋଇଥିବା କୁହାଯାଉଛି। ଦୁଇ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।…

ପୁଅର ନାରକୀୟ କାଣ୍ଡ: ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା

ଜଗତସିଂହପୁର: ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼ ଗାଁରେ। ମୃତକ ହେଲେ ପ୍ରଶାନ୍ତ ସେଠୀ, କନକଲତା…

ମାର୍ଚ୍ଚ ଆରମ୍ଭରୁ କଲବଲ କଲାଣି ତାତି, ୫ ସହରରେ ୩୮ ଡିଗ୍ରୀ ପାର୍

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ଟାଇଁ ଟାଇଁ ଖରା। ୫ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ପାର୍। ଜନ ଜୀବନ ଅସ୍ତବ୍ୟସ୍ତ । ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରେକର୍ଡ ହୋଇଛି। ଆଗାମୀ ୨ଦିନ ଯାଏ ବଢିବ ତାପମାତ୍ରା। ବିଶେଷ କରି…

ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଲମ୍‌‌ଡୁଙ୍ଗରୀ ନିକଟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ମହେଶ ନିକଟରୁ ବନ୍ଧୁକ ସହ ୪୦ ହଜାର ଟଙ୍କା ପୋଲିସ…