Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଲମ୍‌‌ଡୁଙ୍ଗରୀ ନିକଟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ମହେଶ ନିକଟରୁ ବନ୍ଧୁକ ସହ ୪୦ ହଜାର ଟଙ୍କା ପୋଲିସ…

ଖରାଦିନେ ଉପୁଜୁଥିବା ବିଦ୍ୟୁତ୍ ଜନିତ ବିଭିନ୍ନ ସମସ୍ୟାର ପ୍ରତିକାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ସୋମବାର ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସଭା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା…

ଖାରବେଳ ଭବନ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗ ନୋଡାଲ ବିଭାଗ ଭାବରେ ମନୋନୀତ

ଭୁବନେଶ୍ୱର: ଓଡ଼ିଶା ସରକାର ଖାରବେଳ ଭବନରେ ଉପଲବ୍ଧ ସୁବିଧାଗୁଡ଼ିକର ସାମଗ୍ରିକ ତଦାରଖ ଏବଂ ପରିଚାଳନା ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନୋଡାଲ ବିଭାଗ ଭାବରେ ମନୋନୀତ କରିଛନ୍ତି। ଖାରବେଳ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କେନ୍ଦ୍ର ଭାବରେ କାର୍ଯ୍ୟ କରୁଛି। ସେଠାରେ ୧୧ଟି…

ଚଳିତ ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର ‘ଆପ୍‌’ ବ୍ୟବସ୍ଥା

ପୁରୀ: ରଥଯାତ୍ରା ପାଇଁ ପ୍ରଥମ ଜିଲ୍ଲାସ୍ତରୀୟ ବୈଠକ ଶେଷ ହେବାପରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ଆସନ୍ତା ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର 'ଆପ୍‌' ବ୍ୟବସ୍ଥା । ପ୍ରଥମ ପ୍ରସ୍ତୁତି ବୈଠକ ପରେ ସବୁ ବିଭାଗର ତଥ୍ୟକୁ ନେଇ 'ଆପ୍‌' ପ୍ରସ୍ତୁତ ହେବ କହିଲେ ଜିଲ୍ଲାପାଳ । ଏଥିରୁ ସାଧାରଣ…

ମାର୍ଚ୍ଚ ୫ରେ ଆଉ ପାଳନ ହେବନି ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର: ଏଣିକି ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି । ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି…

ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ: ଜୁନ୍ ୨୭ ତାରିଖରେ ଅନୁଷ୍ଠିତ ହେବ ଚଳିତ ବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଦେବସ୍ନାନ ପୂର୍ଣ୍ଣିମା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ…

ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ: ମନ୍ତ୍ରୀ

ଝାରସୁଗୁଡ଼ା: ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ଗଣମାଧ୍ୟକୁ ସୂଚନା ଦେଇ କହିଛନ୍ତି ଯେ, ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର । ଏନେଇ ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ…

ଅଷ୍ଟ୍ରେଲିଆରେ ବି ନାହିଁ ଏମିତି ସ୍ଥାନ, ଓଡ଼ିଶାର କାହ୍ନାକୁଣ୍ଡକୁ ନେଇ ଦେଶରେ ଚର୍ଚ୍ଚା

ଭୁବନେଶ୍ୱର:ଜାତୀୟ ପର୍ଯ୍ୟଟନ ମାନଚିତ୍ରରେ ଚମକିବ ସୁନ୍ଦରଗଡ଼ର କାହ୍ନାକୁଣ୍ଡ । ଇବ୍ ନଦୀର ପଥର ଶଯ୍ୟା ଏତେ ସୁନ୍ଦର ହୋଇପାରେ, ତାହା ଆଖିରେ ନ ଦେଖିଲେ ବିଶ୍ବାସ କରି ହେବନି । ଜଣେ ପର୍ଯ୍ୟଟକ କାହ୍ନାକୁଣ୍ଡର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ତାକୁ ରିପୋଷ୍ଟ କରି ପର୍ଯ୍ୟଟନ ବିଭାଗର…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୮୪ ପ୍ରତିଶତ ମାମଲାର ସମାଧାନ ହୋଇଛି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି । ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି । ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି । ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା…

ଓଏଏସ୍ ସ୍ତରରେ ଅଦଳବଦଳ; ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ 

ଭୁବନେଶ୍ୱର: ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ କାର୍ଯ୍ୟରତ ଅଛନ୍ତି।…