Latest Odisha News

BREAKING NEWS

Browsing Category

ଓଡିଶା

Odisha

କଳାହାଣ୍ଡିରୁ ଚାଲାଣ ହେଉଥିଲା କଇଁଛ..୮୩ଟି ଜୀବନ୍ତ କଇଁଛ ଜବତ, ଦୁଇ ଗିରଫ

ନବରଙ୍ଗପୁର: କଇଁଛ ଶିକାର ଓ ବେଆଇନ ଚାଲାଣର ପର୍ଦ୍ଦାଫାସ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେଞ୍ଜ ଅଧିନ ମୈଦଲପୁର ବନବିଭାଗ ୮୩ ଗୋଟି ଜୀବନ୍ତ କଇଁଛ ଉଦ୍ଧାର କରିଛ । ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିବା ସହ ବ୍ୟବହୃତ ବାଇକ ଜବତ କରାଯାଇଛି। ଖବରମୁତାବକ, ଏଗୁଡ଼ିକ କଳାହାଣ୍ଡି…

୮ ବିଭାଗର ୧୧ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର:ଆଜି ରାଜ୍ୟ କ୍ୟାବିନେଟର ୩୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

ପୋଲାଭରମ ସମସ୍ୟା ସମାଧାନ ନହେଲେ ରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଲା ବିଜେଡି

ଭୁବନେଶ୍ୱର: ଲୋକଙ୍କ ସରକାର ବୋଲି ଡିଣ୍ଡିମ ପିଟୁଥିବା ରାଜ୍ୟର ବିଜେପି ସରକାର ମାଲକାନଗିରି ଓ ଓଡିଶାର ଲୋକଙ୍କ ପ୍ରତି ସମ୍ପୂର୍ଣ୍ଣ ଭାବେ ଅସମ୍ୱେଦନଶୀଳ ହୋଇଯାଇଛି । ପୋଲାଭରମ ପ୍ରକଳ୍ପ ପାଣିରେ ଆଦିମ ଜନଜାତି ପରିବାର ଭାସି ଯିବାକୁ ବସିଲେଣି । କିନ୍ତୁ ନା ମୁଖ୍ୟମନ୍ତ୍ରୀ ନା ତାଙ୍କ ସରକାର…

ଚଳିତବର୍ଷ ରଥ ପାଇଁ ଆବଶ୍ୟକ ୮୬୫ ଖଣ୍ଡ କାଠ; ଡିଏଫଓ ଯୋଗାଇବେ ଚାରମାଳ କାଠ

ପୁରୀ: ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ରଥଯାତ୍ରା ପାଇଁ ଆଗୁଆ ପ୍ରସ୍ତୁତି ।ବୈଠକ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରଥ ପାଇଁ ଆବଶ୍ୟକ ୮୬୫ ଖଣ୍ଡ କାଠ ।ପୁର୍ବ ବର୍ଷର ବଳକା ୪୭ ଖଣ୍ଡ କାଠ କୁ ଛାଡ଼ି ଦେଲେ ୮୧୮ ଖଣ୍ଡ କାଠ ଆବଶ୍ୟକ । ଖପୁରିଆ ସମିଲ୍…

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସତ୍ତ୍ୱାଧିକାର ନେଇ ଆଇନ ମନ୍ତ୍ରୀଙ୍କୁ ଅନ୍ତରିଣ ରିପୋର୍ଟ ପ୍ରଦାନ କଲେ ଜଷ୍ଟିସ୍‌ ଡିପି…

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି, ସେବାପୂଜା, ବିଧି ଏବଂ ପର୍ବପର୍ବାଣିକୁ ଶୃଙ୍ଖଳିତ କରିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ମନ୍ଦିରର ରେକର୍ଡ ଅଫ୍‌ ରାଇଟସ୍‌ର ଅନୁଧ୍ୟାନ ଓ ବିଶ୍ଳେଷଣ କରିବା ପାଇଁ ଦୁଇ ଜଣିଆ କମିଟି ଗଠିତ ହୋଇଥିଲା । ଏହି ଦୁଇ…

ଘର ସୁରକ୍ଷା ସଚେତନତାକୁ ସୁଦୃଢ଼ କରିବାକୁ ବେଦାନ୍ତ ଆଲୁମିନିୟମର ‘ଅଗ୍ନି ଜାଗୃକ୍ତ ଅଭିଯାନ’ର ଶୁଭାରମ୍ଭ

ଝାରସୁଗୁଡା: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ 'ଅଗ୍ନି ଜାଗୃକ୍ତ ଅଭିଯାନ' ଆରମ୍ଭ କରିଛି । ଏକ ମାସିକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଯାହା କମ୍ପାନୀର ଦୃଢ ସୁରକ୍ଷା ସଂସ୍କୃତିକୁ କର୍ମକ୍ଷେତ୍ର ବାହାରେ ଏବଂ କର୍ମଚାରୀ ଏବଂ ବ୍ୟବସାୟିକ ଅଂଶୀଦାରଙ୍କ ଘରେ ଶେଷ…

ସରକାରୀ ମେଡିକାଲ କଲେଜରେ ଆଉ ୫୦୨ ପିଜି ସିଟ୍ ବୃଦ୍ଧି ଯୋଜନା

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସ୍ନାତକୋତ୍ତର (ପିଜି) ସିଟ୍ ବୃଦ୍ଧି କରିବା ପାଇଁ ଯୋଜନା କରୁଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟର ୧୨ଟି ସରକାରୀ ମେଡିକାଲ କଲେଜରେ ୫୦୨ଟି ଅତିରିକ୍ତ ପିଜି ସିଟ୍…

‘ଜାତୀୟ ବାଉଁଶ ସମ୍ମିଳନୀ ୨୦୨୬’ ଉଦଘାଟିତ; ବାଉଁଶ ସାମଗ୍ରୀର ଅନଲାଇନ୍ ବିକ୍ରୀ ପାଇଁ ସ୍ୱତନ୍ତ୍ର ୱେବସାଇଟ୍

ଭୁବନେଶ୍ୱର: ଓଡ଼ିଶାର ବାଉଁଶ କ୍ଷେତ୍ରକୁ ରାଜ୍ୟର ସବୁଜ ଅର୍ଥନୀତିର ଏକ ପ୍ରମୁଖ ସ୍ତମ୍ଭ ଭାବରେ ଗଢ଼ିତୋଳିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପଟିଆସ୍ଥିତ ହୋଟେଲ କ୍ରିଷ୍ଟାଲ କ୍ରାଉନଠାରେ ଜାନୁଆରୀ ୯ ତାରିଖରେ 'ଜାତୀୟ ବାଉଁଶ ସମ୍ମିଳନୀ ୨୦୨୬' ଅନୁଷ୍ଠିତ ହୋଇଯାଇଛି।…

Srimandir Bhakta Nivas: କମିବନି ଭକ୍ତ ନିବାସ ପାର୍କିଂ ଫି, ୫୦୦ ଟଙ୍କା ରହିବ:ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ । ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି, ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆ ଯାଉଛି । ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ…

Balangir Highway: ଅସୁରକ୍ଷିତ ବଲାଙ୍ଗୀର ରାଜପଥ, ୬ ବର୍ଷରେ ୧୦୩୮ଜଣଙ୍କ ମୃତ୍ୟୁ…

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ବିଗତ ୬ ବର୍ଷର ତଥ୍ୟକୁ ଦେଖିଲେ ଚଳିତ ବର୍ଷ ଜିଲ୍ଲାରେ ଏପର୍ଯ୍ୟନ୍ତର ସବୁଠୁ ଅଧିକ ଦୁର୍ଘଟଣା ଏବଂ ପ୍ରାଣହାନୀ ହୋଇଛି । ଏଥର ଜିଲ୍ଲାରେ ୩୬୨ଟି ମୃତ୍ୟୁ ଘଟିଥିବା ବେଳେ ୨୦୫ଜଣ ବିଭିନ୍ନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ମୋଟାମୋଟି ଭାବରେ ୬ବର୍ଷ ଭିତରେ…