Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଏଏସ୍ ସ୍ତରରେ ଅଦଳବଦଳ; ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ 

ଭୁବନେଶ୍ୱର: ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ କାର୍ଯ୍ୟରତ ଅଛନ୍ତି।…

ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ; ପାର୍ଲର ମାଲିକ ସହ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶୀ ମହିଳାଙ୍କ ଜଙ୍ଘରେ ପ୍ରଭୁ ଜଗନ୍ନାଥଙ୍କ ଟାଟୁକୁ ନେଇ ବ୍ୟାପକ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାରେ ଭୁବନେଶ୍ୱରର ଏକ ଟାଟୁ ପାର୍ଲରର ମାଲିକ ସହ ଟାଟୁ ଆଙ୍କୁଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ କମିଶନରେଟ୍ ପୋଲିସ ଏହି ଘଟଣା ସହିତ ଜଡିତ…

ନୂଆ ଏନକ୍ଲୋଜରକୁ ଯିବ ବାଘୁଣି ଜୀନତ

ବାରିପଦା: ଖୁବ୍‌ଶୀଘ୍ର ନୂଆ ଏନକ୍ଲୋଜରକୁ ଯିବ ବାଘୁଣି ଜୀନତ । ଜୀନତ ପାଇଁ ନୂଆ ଏନକ୍ଲୋଜର ତିଆରି ହୋଇଥିବା ନେଇ କହିଲେ ପିସିସିଏଫ୍ ପ୍ରେମ କୁମାର ଝା । ତେବେ ଏନ୍‌କ୍ଲୋଜରରେ ଖାପ ଖୁଆଇବା ପରେ ସ୍ଥିତି ଦେଖି ଜୀନତକୁ ଜଙ୍ଗଲରେ ଛଡ଼ାଯିବ । ଏବେ ଜୀନତ ପୂରା ସୁସ୍ଥ ଅଛି ଏବଂ ଶିକାର କରିପାରୁଛି…

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ…

ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ପକ୍ଷରୁ ଏକ…

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା । ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର…

ମାନୁନି ‘ମୋ ବସ୍’ : ଓଡିଶା ମାନବାଧିକାର କମିଶନ ପାଖରେ ପହଞ୍ଚିଲା ମାମଲା

ଭୁବନେଶ୍ବର: ଯେତେ ତାଗିତ୍ କଲେ ବି, ସୁଧୁରୁନି ମୋ ବସ୍ । ଆଏ ଦିନ କିଛି ନା କିଛି ଦୁର୍ଘଟଣା ଘଟାଉଛି । ଆଜି ପୁଣି କଟକ ପୁରୀଘାଟରୁ ଖାନନଗର ଆସୁଥିବା ମୋ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସିଟି କଲେଜ ରିଂରୋଡ୍ରେ ମୋ ବସ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିବା ଅଭିଯୋଗ…

ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌ । ସ୍କୁଲ ଓ ଗଣଶିକ୍ଷା  ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ  ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା ଗ୍ରୀଷ୍ମ…

ଆଉ ନାହାନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସତ୍ୟ ପ୍ରକାଶ ନନ୍ଦ

ଭୁବନେଶ୍ବର: ଆଉ ନାହାନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସତ୍ୟ ପ୍ରକାଶ ନନ୍ଦ । ୭୨ ବର୍ଷ ବୟସରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ପୂର୍ବରୁ ତାଙ୍କର ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କର ଦୁଇ ଜଣ ପୁଅ ରହିଛନ୍ତି । ତେବେ ଭୁବନେଶ୍ବର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷ…

ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଦାସ

ଭୁବନେଶ୍ଵର: ପୂର୍ବତନ ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ଦିବଂଗତ ନବ ଦାସ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଝିଅ ଦୀପାଳି ଦାସ ଏବଂ ପୁଅ ବିଶାଳ ଦାସ । ଆଜି ହାଜର ନ ହେବାକୁ ଫୋନ୍‌ରେ ଜଣାଇବା ସହ ସମୟ ମାଗିଛନ୍ତି ଦୀପାଳି । ତଦନ୍ତକାରୀ ଅଧିକାରୀଙ୍କୁ ଫୋନ୍‌ କରି ସମୟ ମାଗିଥିବା…