Latest Odisha News

BREAKING NEWS

Browsing Category

ଓଡିଶା

Odisha

କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି, ମହିଳା କର୍ମୀଙ୍କୁ ଉଠାଇ ନେଲେ ପୋଲିସ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ। ଆଠ ମାସ ଭିତରେ ରାଜ୍ୟରେ ମହିଳା ନିର୍ଯାତନା ବୃଦ୍ଧି ପାଇଥିବାରୁ ଏହାକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ। ରାଜ୍ୟରେ ନାବାଳିକା ଗର୍ଭବତୀ ହେବାକୁ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍‌ ଶୋ ବେଳେ ଲୋୟର…

ନୂଆ ପିସିସିଏଫ ଭାବେ ନିଯୁକ୍ତ ହେଲେ ସୁରେଶ ପନ୍ତ

ଭୁବନେଶ୍ବର: ପିସିସିଏଫର ନୂଆ ମୁଖ୍ୟ ହେଲେ ଆଏଫଏସ ସୁଶାନ୍ତ ପନ୍ତ । ୧୯୯୦ ବ୍ୟାଚ୍‌ର ଆଇଏଫଏପ ସୁରେଶ ପନ୍ତଙ୍କୁ ନୂଆ ପିସିସିଏଫ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆଇଏଫଏସ ସୁରେଶ ପନ୍ତ ହେଲେ ନୂଆ ପିସିସିଏଫ…

ବ୍ୟାଙ୍କ୍‌ରୁ ଝାମ୍ପି ଚମ୍ପଟ୍‌ ବେଳେ ମାଡ଼ି ବସିଲେ ଲୋକେ

ବରଗଡ଼: ବ୍ୟାଙ୍କ୍‌ରୁ ଝାମ୍ପି ଚମ୍ପଟ୍‌ ବେଳେ ମାଡ଼ି ବସିଲେ ଲୋକେ । ବରଗଡ ସହରର ଏସବିଆଇ ମୁଖ୍ୟ ଶାଖାରୁ ଝାମ୍ପି ଚମ୍ପଟ୍‌ ମାରିଲା ବେଳେ ମାଡି ବସିଲେ ଲୋକେ । ଜଣେ ଗ୍ରାହକ ୭୭ ହଜାର ଟଙ୍କା ଜମା କରିବା ବେଳେ ଝାମ୍ପିନେଲେ । ଲୁଟେରାକୁ ଧରି ନିସ୍ତୁକ ପିଟି ପୋଲିସ ଜିମା ଦେଲେ ଲୋକେ ।…

ପାଣ୍ଡିଆନଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ! ବ୍ୟକ୍ତିକେନ୍ଦ୍ରିକ ଭାବେ ପର୍ଯ୍ୟଟନ ଟଙ୍କା ଖର୍ଚ୍ଚ କରୁଥିଲେ ପୂର୍ବ…

ଭୁବନେଶ୍ୱର: ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କହିଲେ ବ୍ୟକ୍ତିକୈନ୍ଦ୍ରିକ ଭାବେ ଖର୍ଚ୍ଚ ଚାଲିଥିଲା ପର୍ଯ୍ୟଟନ ଟଙ୍କା। ପର୍ଯ୍ୟଟନ ବିକାଶକୁ ନେଇ ପୂର୍ବ ସରକାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ଏପରି ଟାର୍ଗେଟ କରି କହିଛନ୍ତି। ପ୍ରଭାତୀ ପରିଡା ପୂର୍ବ…

କେନ୍ଦୁଝରରେ ୬ଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ

ଚମ୍ପୁଆ: କେନ୍ଦୁଝରରେ ୬ଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ। ଚମ୍ପୁଆ ସ୍ଥିତ ଏକ ଆଶ୍ରମ ସ୍କୁଲରେ ଛାତ୍ରୀ ଜଣକ ପଢୁଥିଲେ। ତେବେ ମାସିକ ଡାକ୍ତରୀ ପରୀକ୍ଷା ବେଳେ ଏହି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଚଳିତ ବର୍ଷ ଜାନୁଆରୀ ମାସରେ ମକର ସଂକ୍ରାନ୍ତି ଛୁଟିରେ ଝିଅଟି ନିଜ ଘରକୁ…

ଦହିବରା-ଆଳୁଦମ ଦିବସ: ତିଆରି ହେଲା ବିଶ୍ବର ସବୁଠାରୁ ବଡ଼ ଦହିବରା

ଭୁବନେଶ୍ଵର: ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍‌‌ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍‌‌ ପ୍ରାୟ ସମସ୍ତଙ୍କ ପ୍ରିୟ ଖାଦ୍ୟ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ଦହିବରା ନାଁ ଶୁଣିଲେ ଯେମିତି ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି…

ଦହିବରା-ଆଳୁଦମ ଦିବସ, କଟକ ଦହିବରା ଯିଏ ଖାଇଛି ସିଏ ଜାଣିଛି

ଭୁବନେଶ୍ଵର: ଦହିବରା.. ନାମ ଯେମିତି ସ୍ବାଦ ସେମିତି । ନାଁ ଶୁଣିଲେ ହିଁ ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି ଆସିଯାଇଥାଏ । ସକାଳ ହେଉ କି ସନ୍ଧ୍ୟା ସବୁ ସମୟରେ ଲୋକେ ଦହିବରା ଖାଇବା ପାଇଁ ପସନ୍ଦ କରିଥାନ୍ତି । ଦହିପାଣିରେ ଡୁବିଥିବା ବରା ସାଙ୍ଗକୁ ଆଳୁଦମ, ପିଆଜ ଆଉ ସେଓ । ଫିକା ହଳଦିଆ ବରା…

ବିଚ୍ ରାସ୍ତାରେ ସହଦେବ ହତ୍ୟା ମାମଲା: ଆଉ ଜଣଙ୍କୁ ଧରିଲା ପୋଲିସ୍

ଭୁବନେଶ୍ବର: ରାଜଧାନୀ ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣା, ଆଉ ଜଣେ ମୁଖ୍ୟ ଅଭିଯୁକ୍ତକୁ ଧରିଲା ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତକୁ କଟକ କାନପୁରରୁ ଗିରଫ କରିଛି ମଞ୍ଚେଶ୍ବର ପୋଲିସ୍ । ପୂର୍ବରୁ ଏହି ମାମଲାରେ ପୋଲିସ୍ ୭ ଜଣଙ୍କୁ ଗିରଫ କରିଥିବା ବେଳେ…

ମାଟ୍ରିକ୍ ପରୀକ୍ଷା: ପ୍ରଶ୍ନ ପତ୍ରରେ ତ୍ରୁଟି

ଭୁବନେଶ୍ଵର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ ବି- ସେଟ୍‌ରେ ୪ ମାର୍କ କମ୍‌ ଥିବା ବେଳେ ସି-ସେଟରେ ମଧ୍ୟ କିଛି ତ୍ରୁଟି ଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ତ୍ରୁଟିକୁ ସ୍ବୀକାର କରିଛନ୍ତି ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ସେ ନେଇ…

ଘରେ ଶୋଇଥିବା ବେଳେ ଯୁବକଙ୍କୁ ଏସିଡ ମାଡ

ଭଦ୍ରକ: ଘରେ ଶୋଇଥିବା ବେଳେ ଏସିଡ ମାଡ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ରାମଚନ୍ଦ୍ରପୁର ଗାଁରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ ହୋଇଛି। ଯୁବକଙ୍କ ମୁହଁ ଆଖି ଓ ମୁଣ୍ଡ ପୋଡି ଯାଇଛି। ଗୁରୁତର ଅବସ୍ଥାରେ…