Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ। ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ…

ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍

ଭବାନୀପାଟଣା: ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍। କଳାହାଣ୍ଡି ଜିଲ୍ଲା ଜୟପାଟଣା ଫରେଷ୍ଟ ରେଞ୍ଜ ଅଫିସର ଅଶୋକ ସାହୁଙ୍କ ଘରେ ଭୁବନେଶ୍ବର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡ୍ କରିଛି। ବେନାମୀ ଆକାଉଣ୍ଟ କାରବାର ନେଇ ରେଡ ହୋଇଥିବା ସୂଚନା ରହିଛି। ସର୍ଚ୍ଚରେ ଏକାଧିକ ଏଟିଏମ…

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଭୁବନେଶ୍ୱର: ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ। ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ। ନବଦାସଙ୍କ ପୁଅ-ଝିଅଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ୍। ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ମାମଲାରେ…

ବସ୍‌କୁ ଧକ୍କା ଦେଲା କଣ୍ଟେନର; ୧୦ରୁ ଉର୍ଦ୍ଧ୍ୱ ତୀର୍ଥଯାତ୍ରୀ ଆହତ

ଭଦ୍ରକ: ଜିଲ୍ଲାରେ ସିରିଜ୍ ଦୁର୍ଘଟଣା। ଏକ କଣ୍ଟେନରଟି ତୀର୍ଥଯାତ୍ରୀଙ୍କ ବସକୁ ପ୍ରଥମେ ଧକ୍କା ଦେବା ପରେ ପୁଣି କଣ୍ଟେନରଟି ପିଟିଛି। ଦୁର୍ଘଟଣାରେ ବସ୍‌ରେ ଥିବା ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଟାଟାରୁ ପୁରୀ ଯାଉଥିଲା ତୀର୍ଥଯାତ୍ରୀ ବସ୍‌। ରାସ୍ତାରେ ଟାୟାର୍‌ ବଦଳାଇବାକୁ ରହିଥିବା…

୩ ମାସ କଲବଲ କରିବ ଖରା, ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି

ଭୁବନେଶ୍ୱର: ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି। ମାର୍ଚ୍ଚରୁ ଆରମ୍ଭ ହୋଇ ମେ ଯାଏ ଏପରି…

ଆଇପିଏସ ସ୍ତରରେ ବଡ ଅଦଳ ବଦଳ; ବଦଳିଲେ ଟ୍ବିନ ସିଟିର ଡିସିପି

ଭୁବନେଶ୍ବର: ଶୁକ୍ରବାର ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବଦଳିଲେ ଭୁବନେଶ୍ବର ଓ କଟକ ଡିସିପି। କଟକ ଡିସିପି ଥିବା ଜଗମୋହନ ମୀନାଙ୍କୁ ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ମିଳିଛି। ସେହିଭଳି ଖିଲାରୀ ରିଷିକେଶ କଟକର ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବରର…

ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ

ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର ଉନ୍ନୟନ ବିଭାଗକୁ ୨ଏକର ଜମି ସହିଦନଗର ସ୍ଥାୟୀ ହାଟ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ଫଳରେ…

ମାର୍ଚ୍ଚ ୧ରୁ ଖୋଲିବ ରାସନ କାର୍ଡ ପୋର୍ଟାଲ; ଆବେଦନ କରିପାରିବେ ନୂଆ ହିତାଧିକାରୀ

ସମ୍ବଲପୁର: ମାର୍ଚ୍ଚ ୧ ଅର୍ଥାତ୍ ଆସନ୍ତାକାଲି ଠାରୁ ନୂଆ ରାସନ କାର୍ଡ ପାଇଁ ଆବେଦନ କରିପାରିବେ ହିତାଧିକାରୀମାନେ । କାଲିଠାରୁ ପୋର୍ଟାଲ ଖୋଲିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଶୁକ୍ରବାର ସମ୍ବଲପୁର ଗସ୍ତରେ ଥିବା ସମୟରେ ସର୍କିଟ ହାଉସ ଠାରେ ଧାନ…

ସରକାରୀ ଟଙ୍କା ଆତ୍ମସାତ୍ କରି ଜେଲ୍ ଗଲେ ପ୍ରାଥମିକ ଶିକ୍ଷକ

ବୌଦ୍ଧ: ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଜଣେ ସହକାରୀ ଶିକ୍ଷକ । ତାଙ୍କ ପରିଚୟ ହେଉଛି ତପନ କୁମାର କଁହର । ଫୁଲବାଣୀର ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି ତାଙ୍କୁ ଜେଲକୁ ପଠାଇ ଦେଇଛନ୍ତି । ସେ ବୌଦ୍ଧ ହରଭଙ୍ଗା ବ୍ଲକ କୁଟିବାରୀ ପ୍ରାଥମିକ ଶିକ୍ଷକ ଭାବରେ କାମ…

ଆସନ୍ତା ୨ରେ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାର୍ଚ୍ଚ ୨ରେ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ମୟୂରଭଞ୍ଜ ଜିଲ୍ଲାକୁ ୨ ଦିନ ପାଇଁ ଯାଇ ସେଠାରେ କାର୍ଯ୍ୟକ୍ରମ ସାରି ୨ ତାରିଖ ସକାଳ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କେନ୍ଦୁଝର ଯିବେ । ସେଠାରେ ହେବାକୁ ଥିବା ଆଞ୍ଚଳିକ କୃଷି…