Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆପାର୍ଟମେଣ୍ଟର ଏକ ଫ୍ଲାଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର

କଟକ: କଟକ ବାଦାମବାଡ଼ି ଥାନା ଅଞ୍ଚଳର ସ୍ନେହଲତା ଆପାର୍ଟମେଣ୍ଟରୁ ବାପ ଝିଅଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଫ୍ଲାଟ୍ ରେ ପଡିତିବା ଏକ ଖଟରୁଝିଅର ମୃତ ଦେହ ଉଦ୍ଧାର ହୋଇଥିବାବେଳେ, ବାପା ମାନସଙ୍କର ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ସ୍ନେହଲତା…

ବାଲୁକା କଳାରେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ

ପୁରୀ: ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ସାରା ଓଡିଶାବାସୀ ଦୁଃଖ ପ୍ରକାଶ କରିଛନ୍ତି । ଏହା ସହ କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ…

ବାଙ୍କୀରେ ବାଘୁଆ ମହୁମାଛି ଆକ୍ରମଣ; ଜଣେ ମୃତ ଓ ୩ ଆହତ

କଟକ: ଘଟିଯାଇଛି ଦୁଃଖଦ ଘଟଣା । ବାଘୁଆ ମହୁମାଛି ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ । ଆଜି ବାଙ୍କୀ ବ୍ଲକ କଳାପଥର ଅଞ୍ଚଳ ଲେମ୍ବେରୀ କୃଷ୍ଣପଲ୍ଲୀ ରାସ୍ତାରେ ବାଘୁଆ ମହୁମାଛି ଆତଙ୍କ ଦେଖାଯାଇଥିଲା। ମହୁମାଛି ଆକ୍ରମଣରେ ଜଣଙ୍କ ଜୀବନ ଚାଲିଯାଇଛି । ୩ ଜଣ ଆହତ ହୋଇଛନ୍ତି । ସୂଚନାମୁତାବକ,…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ ନଡ୍ଡା

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମହାପ୍ରଭୁଙ୍କ ଦର୍ଶନ ସହ…

ଅଫେରା ରାଇଜରେ ସରପଞ୍ଚ ବାବୁ: ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ସୀତା ଲୋ ଆଜି ଜଳୁଛି ଯାହାର ଚିତା ଲୋ… ଏଇ ଚିତା ଥିଲା କାଲି ତୋ ପାଦ ଅଳତା… ଏ ଅଳତା ପାଇଁ ନିତି ଜାଳୁଥିଲୁ ସଳିତା… ଜଳେ ଲୋ ଜଳି ପାଇଁଶ ହୁଏ ଏ ସଳିତା ଲୋ… ସୀତା ଲୋ ଆଜି ଜଳୁଛି ଯାହାର ଚିତା ଲୋ… ଏ ଥିଲା ସେ ଦିନର କ୍ୟାମେରା ପଛର କାହାଣୀ । ଆଉ ଏବେ…

୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍‌କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ । ଗିରଫ…

ଅଲବିଦା ବାଦଶାହା: ଅନ୍ତିମ ଯାତ୍ରାରେ ଉତ୍ତମ ମହାନ୍ତି

ଭୁବନେଶ୍ଵର: ଉଠିଲା କୋକେଇ, ଗୋବର ପାଣି ପକାଇ ଝାଡ଼ୁ କଲେ ବୋହୂ ତୃପ୍ତି । ସାଙ୍ଗରେ ଅଛନ୍ତି ପରିବାରର ଅନ୍ୟ ସଦସ୍ୟ । ଅନ୍ତିମ ଯାତ୍ରାରେ ବାହାରିଲେ ଉତ୍ତମ ମହାନ୍ତି । ସତ୍ୟନଗର ଶ୍ମଶାନ ଅଭିମୁଖେ ନିଆଯାଉଛି ପାର୍ଥିବ ଶରୀର । ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନ ନିଆଯାଉଛି ।…

ଅନ୍ତିମ ଯାତ୍ରାରେ ଉତ୍ତମ: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ…

ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ଅଫେରା ରାଇଜରେ ଓଲିଉଡର ମହାନାୟକ । ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ । ଦିଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି ଉତ୍ତମ ମହାନ୍ତିଙ୍କ ପାର୍ଥିକ ଶରୀର । ପାର୍ଥିବ ଶରୀରକୁ ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାରସ୍ଥିତି ବାସଭବନକୁ ନିଆଯାଇଛି । ସେଠାରେ ଅନ୍ତିମ ଦର୍ଶନ…

ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଲାଞ୍ଚ ନେବାବେଳେ ବ୍ରାଞ୍ଚ୍‌ ଇନଚାର୍ଜ୍‌ଙ୍କୁ ଧରିଲା ଭିଜିଲାନ୍ସ । କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ୍‌ କୁନ୍ଦୁଲି LAMPCS ବ୍ରାଞ୍ଚ୍‌ ଇନଚାର୍ଜ୍‌ ସତ୍ୟନାରାୟଣ ଚଲ୍ଲଣଙ୍କୁ ୩୦୦୦ ଟଙ୍କା ଲାଞ୍ଚ ନେବା ପାଇଁ ଅଟକ ରଖିଲା ଭିଜିଲାନ୍ସ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା…