Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମପୁରରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି

ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ମାର୍ଚ୍ଚ ୮ ରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବୀ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦ୍ଵୀତିୟ କିସ୍ତି ପ୍ରଦାନ କରାଯିବ । ଆନ୍ତର୍ଜାତିୟ ମହିଳା ଦିବସରେ ସଶକ୍ତ ହେବେ ମହିଳା। ଏକ…

ବିଦାୟ ଉତ୍ତମ: ଅଭିମାନ କରି ଆସିଥିଲେ ବିଦ୍ୟାରାଣ ପକାଇ ଚାଲିଗଲେ

ଭୁବନେଶ୍ଵର: ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ। ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଉଜ୍ଜ୍ବଳ ତାରକାଙ୍କ ଜୀବନ ଦୀପ । ଅନେକ ସୁପରହିଟ୍‌ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଏହି ମହାନ୍‌ ନାୟକଙ୍କ ଜୀବନ ଦୀପ ଆଜି ଲିଭିଯାଇଛି। ଓଡ଼ିଆ…

ରାଜ୍ୟରେ ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି । ଆଜି ଏହାକୁ ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଧରି ଚାଲିବ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…

ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ, ସତ୍ୟନଗରରେ ହେବ ଶେଷକୃତ୍ୟ

ଭୁବନେଶ୍ଵର: ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ। ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଉଜ୍ଜ୍ବଳ ତାରକାଙ୍କ ଜୀବନ ଦୀପ । ଦୁନିଆରୁ ବିଦାୟ ନେଇ ସମସ୍ତଙ୍କ ମନରେ ଗଭୀର ଆଘାତ ଦେଇଛନ୍ତି ଉତ୍ତମ । ଆଉ ଯେତେ ଖୋଜିଲେ ବି ମିଳିବେନି ଦଣ୍ଡା ବାଳୁଙ୍ଗା । ଉତ୍ତମଙ୍କୁ ହରାଇ ଭାଙ୍ଗି…

୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ-ବିମଳା ରାସ୍ତାରେ ଦୁର୍ଘଟଣା। ଖୁଣ୍ଟାପଡା ଗାଁ ନିକଟ ଲାଠିଗୋଡା ପୋଲର ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ସୂଚନା ମୁତାବକ, ତେଲକୋଇ -ବିମଳା ରାସ୍ତାରେ ଖୁଣ୍ଟାପଡା ଗାଁ ନିକଟସ୍ଥ ଲାଠିଗୋଡା ପୋଲର ଉଭୟ…

ସ୍ତ୍ରୀକୁ ପିଟିପିଟି ହତ୍ୟା କରି ଅଭିଯୁକ୍ତ ସ୍ୱାମୀ ଫେରାର୍

ଦେବଗଡ଼: ନୃଶଂସ ପାଲଟିଲା ସ୍ୱାମୀ। ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନିର୍ଦ୍ଦୟୀ ସ୍ଵାମୀ। ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନାଞ୍ଚଳ ଝରାଡିହି ଗ୍ରାମରେ ଘଟିଛି ଏଭଳି ଲୋମହର୍ଷଣକାରୀ ଘଟଣା। ମୃତକ ମହିଳା ହେଲେ ସେହି ଗ୍ରାମର ବିଭୂତି ଭୂଷଣ ପ୍ରଧାନଙ୍କ ସ୍ତ୍ରୀ ଚଞ୍ଚଳା ପ୍ରଧାନ।…

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ। ସୂଚନା ମୁତାବକ, ଦରଘାବଜାର ଅଞ୍ଚଳରେ ଅଳକା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସମ୍ପନ୍ନ ହେବ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସମ୍ପନ୍ନ ହେବ ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ। ଏନେଇ ସୂଚନା ଦେଇଛନ୍ତି ମୋହନ ଚରଣ ମାଝୀ। ଆଜି ଦିନ ପ୍ରାୟ ୧୧ଟାରେ ଉତ୍ତମ ମହାନ୍ତିଙ୍କ ମରଶରୀର ଭୁବନେଶ୍ୱରରେ ପହଁଚିବ। ଏହାପରେ ପାର୍ଥିବ ଶରୀରର ଶେଷ ଦର୍ଶନ ସହ…

ତୁହିନକାନ୍ତ ପାଣ୍ଡେ ‘ଏସଇବିଆଇ’ ମୁଖ୍ୟ

ନୂଆଦିଲ୍ଲୀ/ଭୁବନେଶ୍ବର: ଅର୍ଥ ସଚିବ ତୁହିନକାନ୍ତ ପାଣ୍ଡେଙ୍କୁ ପୁଞ୍ଜି ବଜାରର ନିୟାମକ ସଂସ୍ଥା ‘ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ’ (ଏସଇବିଆଇ)ର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଏହି ପଦରେ ସେ ତିନି ବର୍ଷ କାର୍ଯ୍ୟ କରିବେ।…

ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀର ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ତାଙ୍କ…