Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାର୍ଚ୍ଚ ୩ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ…

ଏଣିକି ପ୍ରାଣୀମାନଙ୍କର ହେବ ମାଗଣା ଚିକିତ୍ସା, ୟୁଜର୍ସ ଫି ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ଵର: ମାଗଣାରେ ହେବ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଚିକିତ୍ସା । ମାର୍ଚ୍ଚ ୧ରୁ ମାଗଣା ଚିକିତ୍ସା ଦେବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଏହାଦ୍ଵାରା ଗୋପାଳନରେ ନିୟୋଜିତ ଚାଷୀମାନେ ଉପକୃତ ହେବେ । ତେବେ ପ୍ରାଣୀ ସମ୍ପଦର…

ସେବାୟତ ଖସି ପଡିବା ଘଟଣା: ‘ଶ୍ୱେତପତ୍ର ଜାରି କରନ୍ତୁ ସରକାର’

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ମହାଦୀପ ସହ ସେବାୟତ ଖସି ପଡ଼ିବା ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଏହି ଅଘଟଣ ପାଇଁ ସେ ସରକାରଙ୍କୁ ସମ୍ପୂର୍ଣ୍ଣ ଦାୟୀ କରିଛନ୍ତି । ଆହତ ସେବାୟତଙ୍କୁ କ୍ଷତିପୂରଣ ଦିଆଯାଉ ବୋଲି ପିସିସି ସଭାପତି ଦାୟୀ କରିଛନ୍ତି…

ମାଟ୍ରିକ ପରୀକ୍ଷାରେ ଅବହେଳା; ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗୀର: ରାଜ୍ୟରେ ବର୍ତମାନ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହା ଭିତରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଝି ବ୍ଲକ ଅନ୍ତର୍ଗତ ମୁରିବାହାଲ ହଳଦୀ ହାଇସ୍କୁଲରେ ପରୀକ୍ଷା ସମୟରେ କପି ସହ ଅବ୍ୟବସ୍ଥା ଅଭିଯୋଗ ହୋଇଥିଲା । ଯେଉଁଥିରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ…

ଲିଙ୍ଗରାଜ ମନ୍ଦିର ପ୍ରସଙ୍ଗ: ମେୟରଙ୍କ ଉପରେ ବର୍ଷିଲେ ବାବୁ ସିଂ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ଗତକାଲି ମହାଦୀପ ଉଠିବା ବେଳେ ଘଟିଥିବା ଅଘଟଣ ପାଇଁ ମେୟର ସୁଲୋଚନାଙ୍କ ଉପରେ ଖୁବ୍ ବର୍ଷିଛନ୍ତି ବିଧାୟକ ବାବୁ ସିଂ । ଭୁବନେଶ୍ବର ମେୟର ସୁଲୋଚନା ଦାସ, ପୂରା ଘଟଣା ପାଇଁ ପ୍ରଶାସନକୁ ଦାୟୀ କରିଥିବା ବେଳେ ମେୟର ପ୍ରଶାସନର ଅଂଶ କି ନାହିଁ ପ୍ରଶ୍ନ…

ଖୋର୍ଦ୍ଧା କୁମାରବସ୍ତିରେ ବିସ୍ଫୋରଣ; ତିନି ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ଫୋରଣ । ଏଥିରେ ତିନିଜଣ ଗୁରୁତର ହୋଇଥିବା ବେଳେ, ଦୁଇ ଜଣଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତରିତ କରାଯାଇଛି ।  ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା ଅଛନ୍ତି । ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି ।…

ମାଲକାନଗିରି ପରେ ଯାଜପୁରରେ ଲଜ୍ଜା, ମାଆ ହେଲେ ମାଟ୍ରିକ ପରୀକ୍ଷାର୍ଥୀ

ଯାଜପୁର: ମାଲକାନଗିରି ପରେ ଯାଜପୁରରେ ଲଜ୍ଜା। ମାଆ ହେଲେ ମାଟ୍ରିକ ପରୀକ୍ଷାର୍ଥୀ। ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ମାଟ୍ରିକ ପରୀକ୍ଷାର୍ଥି ଜଣକ ଦୁଇଟି ପରୀକ୍ଷା ଦେଇଥିବା ବେଳେ ଗତକାଲି ଶିବରାତ୍ରି ଅବସରରେ ଉପବାସ କରି ଅସୁସ୍ଥ ଅନୁଭବ…

ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା

ଭୁବନେଶ୍ୱର: ସ୍ନାତକୋତ୍ତର (ପିଜି) ନାମଲେଖା ପାଇଁ ଆସନ୍ତା ମାର୍ଚ୍ଚ ୧୩ରୁ ଆରମ୍ଭ ହେବ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (ସିୟୁଇଟି)। ଏପ୍ରିଲ୍‌ ୧ ଯାଏ ଏହି ପରୀକ୍ଷା ଚାଲିବ। ୧୫୭ ବିଷୟରେ ହେବ ପରୀକ୍ଷା। ମୋଟ୍ ୪୩ଟି ସିଫ୍ଟରେ ପରୀକ୍ଷା ହେବ। ଗୋଟିଏ ସିଫ୍ଟ ପରୀକ୍ଷା ୯୦ ମିନିଟ୍‌ର…

ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ଵର: ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଗତ ରାତିରେ ଉଭୟଙ୍କୁ ମନ୍ଦିର ସାମ୍ନାରେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ,…

ସାଟେଲାଇଟ୍ ପଠାଇଲା ନାସା, ଚନ୍ଦ୍ରପୃଷ୍ଟରେ ଖୋଜିବ ପାଣି

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ପାଣି ଖୋଜିବ ନାସା। ଚନ୍ଦ୍ର ପୃଷ୍ଟରେ ପାଣି ଖୋଜିବାକୁ ଏକ ସ୍ବତନ୍ତ୍ର ଉପଗ୍ରହ ପଠାଇଛି ଆମେରିକା ମହାକାଶ ବିଜ୍ଞାନ ଗବେଷଣା କେନ୍ଦ୍ର ତଥା ନାସା। ଗତକାଲି ଏହାକୁ ଫ୍ଲୋରିଡ଼ାରୁ ଲଞ୍ଚ କରାଯାଇଛି । ସ୍ପେଶ୍ ଏକ୍ସ ଫାଲକନ୍‌ ନାଇନ୍ ରକେଟ୍ ସାହାଯ୍ୟରେ…