Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜଳେଶ୍ବର: ରାସ୍ତାକଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର। ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ମୃତଦେହ ନିକଟରୁ ଗୋଟିଏ ମୋବାଇଲ ଏବଂ ବ୍ୟାଙ୍କ ଜମା ରସିଦ ଜବତ କରିଛି…

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା

ଭଦ୍ରକ: ମହାଶିବରାତ୍ରୀ ଅବସରରେ ଭଦ୍ରକର ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଖଣ୍ଡଳମଣି ପୀଠ ଉନ୍ନତିକରଣ ପାଇଁ ୧୦ କୋଟି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀଲିଙ୍ଗରାଜ…

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ…

କଲବଲ କରିବ ତାତି: ହିଟ୍ ୱେଭ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କତା ଜାରି

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିବ ତାତି। ଆସନ୍ତା ୩ ଦିନ ଯାଏ ପାଗ ପୂରା ଶୁଖିଲା ରହିବ। ଏହା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଦେଇଛି। ଆଗକୁ ବଢିବ ତାପମାତ୍ରା, ଅସମ୍ଭାଳ ହେବ ତାତି। ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ…

ଦୁର୍ଘଟଣା ପରେ ବ୍ରିଜରୁ ତଳକୁ ଖସିଲା ୨ ଟ୍ରକ୍‌: ୩ ଗୁରୁତର

ଭଦ୍ରକ: ବ୍ରିଜ୍ ଉପରୁ ତଳକୁ ଖସିଲା ଟ୍ରକ୍। ଭଦ୍ରକ ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଉଭୟ ଟ୍ରକର ଡ୍ରାଇଭର ସହ ଜଣେ ହେଲପର ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।…

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ବସ୍ତି: ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାକୁ ବାରଣ

ଭୁବନେଶ୍ୱର: ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି। ବିଷ୍ଣୁପଦଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନକୁ ବାରଣ କଲେ ହାଇକୋର୍ଟ। ସହ ତାଙ୍କ ପତ୍ନୀ ଏବଂ ଝିଅଙ୍କୁ ମଧ୍ୟ ମିଳିଲା ଆଶ୍ବସ୍ତି। ସିବିଆଇ ଚଢ଼ାଉକୁ ବିରୋଧ କରି ଦାଏର ହୋଇଛି ମାମଲା। ମାର୍ଚ୍ଚ ୪ରେ…

କୁଳପତିଙ୍କୁ ସାଇବର ଠକେଇ, ୧୪ ଲକ୍ଷ ଟଙ୍କା ଲୁଟ୍

ବ୍ରହ୍ମପୁର: ସାଇବର ଠକେଇର ଶିକାର ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ କୂଳପତି । ଭିସି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କ ଠାରୁ ଡିଜିଟାଲ ଆରେଷ୍ଟ ଜରିଆରେ ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ନେଇ ସାଇବର ଥାନାରେ ଅଭିଯୋଗ ହୋଇଛି । ଏସପିଙ୍କ ସୂଚନା ମୁତାବକ, ଏ ବିଷୟରେ ଜାଣିବା ପରେ, କୁଳପତି…

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର: ଏବେ ବର୍ଷକୁ ୨ ଥର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆୟୋଜନ କରିବ ସିବିଏସଇ । ଏନେଇ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି । ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି । ଏପରିକି ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠା ନୀତି…

ଯୁବକଙ୍କୁ ଘରୁ ୪ କେଜିରୁ ଉର୍ଦ୍ଧ୍ବ ଗଂଜେଇ ଜବତ, ଜଣେ ଗିରଫ

ବରଗଡ: ବରଗଡ ଜିଲ୍ଲାରେ ନିଶା ପ୍ରାଦୁର୍ଭାବ ରୋକିବା ଦିଗରେ ଅବକାରୀ ବିଭାଗର ଜୋରଦାର ପ୍ରୟାସ । ପାଟ୍ରୋଲିଂ ସମୟରେ ବରଗଡ଼ ବ୍ଲକ ଅନ୍ତର୍ଗତ କଟା ଟିକ୍ରା ଗ୍ରାମର ଦ୍ରୋତା ଖମାରି ନାମକ ବ୍ୟକ୍ତିଙ୍କ ଘରୁ ୪ କିଲୋ ୩୦୦ଗ୍ରାମ ଗଞ୍ଜେଇ ଜବତ କରିଛି ପୋଲିସ । ଏକ ବିଶେଷ ସୂତ୍ରରୁ ମିଳିଥିବା ଖବର…