Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଦ୍ରକରେ ସେକ୍ସ ରାକେଟ୍ ଠାବ

ଭଦ୍ରକ: ଭଦ୍ରକର ଏକ ହୋଟେଲରେ ସେକ୍ସ ରାକେଟ ଚାଲିଥିବା ବେଳେ ଚଢଉ କରିଛି ପୋଲିସ। ଏଥିସହିତ ଦୁଇଜଣ ମହିଳାଙ୍କୁ ଉଦ୍ଧାର କରାଯାଇଥିଲା ବେଳେ ଦୁଇଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଜଣେ ପୋଲିସ ଅଧିକାରୀ ଗ୍ରାହକ ଭାବରେ ହୋଟେଲକୁ ଆସିଥିଲେ। ଦୁଇ ହଜାର ଟଙ୍କାରେ ଡିଲ୍ କରିବା ପରେ…

ସଂକଳ୍ପ ପଦଯାତ୍ରାରେ ଭାଙ୍ଗିଥିଲା ପିସିସି ସଭାପତିଙ୍କ ହାତ: ସରିଲା ଅସ୍ତ୍ରୋପଚାର

ଭୁବନେଶ୍ବର: ନୂଆ ପିସିସି ସଭାପତି ଭାବେଯୋଗ ଦେବା ପରେ କଂଗ୍ରେସର ପଦ ଯାତ୍ରା ସମୟରେ ଆହତ ହୋଇଥିଲେ ଭକ୍ତ ଦାସ । ଭୁବନେଶ୍ଵର - ପୁରୀ ସଂକଳ୍ପ ଯାତ୍ରା ସମୟରେ ଉତ୍ସାହୀ କର୍ମୀଙ୍କ ଭିଡ଼ରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କର ହାତରେ ଆଘାତ ଲାଗିଥିଲା । ଯାହାର ସଫଳ ଅସ୍ତ୍ରୋପଚାର…

‘ପରମ୍ପରା ଓ ଆଂଚଳିକ ଭାଷାର ମହତ୍ତ୍ୱ ଆମ ଅସ୍ମିତାକୁ ଦୃଢ଼ କରିବ’

ଭୁବନେଶ୍ୱର: ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱ ଆମର ଅସ୍ମିତାକୁ ଦୃଢ଼ କରିବାରେ ସମର୍ଥ । ଭାରତୀୟ ସାହିତ୍ୟରେ ଓଡ଼ିଆ ଭାଷାର ମର୍ଯ୍ୟାଦା ଉଲ୍ଲେଖନୀୟ ବୋଲି ସାହିତ୍ୟ ଏକାଡେମୀ ଉପସଭାପତି ପ୍ରଫେସର କୁମୁଦ ଶର୍ମା ଉଲ୍ଲେଖ କରିଛନ୍ତି । ଶନିବାର ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ…

ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି । ତେବେ ଏକାଦଶୀର ଦୁଇ ଦିନପରେ ପ୍ରସିଦ୍ଧ…

ନାନୋମେଡିସିନର ସଦ୍ୟତମ ବିକାଶ ଉପରେ କିଟରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ନାନୋମେଡିସିନର ସଦ୍ୟତମ ବିକାଶ ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ବହୁ ଗବେଷକ, ଛାତ୍ର, ଚିକିତ୍ସା ବୃତ୍ତିଧାରୀ, ସାମାଜିକ ବୈଜ୍ଞାନିକ ଏବଂ ଷ୍ଟାର୍ଟଅପ୍ ସମେତ ୫୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।…

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ…

ଶିକ୍ଷକଙ୍କୁ ଦରମା ନ ମିଳିବା ଘଟଣା; ଜିଲ୍ଲା ଶିକ୍ଷାଧିକାରୀଙ୍କ ଆକାଉଣ୍ଟକୁ ଗଲା ଦରମା ଟଙ୍କା

ବଲାଙ୍ଗୀର: ୩ ମାସ ଦରମା ନପାଇ ଶିକ୍ଷକ ମୂଲ ଲାଗିବା ଘଟଣା । ୩୦ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଆକାଉଣ୍ଟକୁ ଶିକ୍ଷକଙ୍କ ଦରମା ବାବଦ ଅର୍ଥ ମଞ୍ଜୁର କଲା ଶିକ୍ଷା ବିଭାଗ । ଓସେପା ପକ୍ଷରୁ ମୋଟ ୩୯୮ କୋଟି ୩୨ ଲକ୍ଷ ୮୨ ହଜାର ୩ ଟଙ୍କା ଡିଇଓଙ୍କ ଆକାଉଣ୍ଟକୁ ରିଲିଜ୍‌ କରିବାକୁ ବ୍ୟାଙ୍କକୁ ଚିଠି…

୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ; କୁମ୍ଭମେଳାରେ ପକାଇବେ ବୁଡ଼

ଭୁବନେଶ୍ୱର: ଆଜିଠୁ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭର ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାକୁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ…

ବ୍ୟକ୍ତିଙ୍କ ଉପରେ ଚଢିଗଲା ୩ଟି ଟ୍ରକ୍

ଭୁବନେଶ୍ୱର: ଜଣେ ବ୍ୟକ୍ତିଙ୍କ ଉପରେ ତିନୋଟି ଟ୍ରକ ଚଢିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଭୁବନେଶ୍ୱରରୁ । ଖବର ପାଇ ମଞ୍ଚେଶ୍ୱର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଖବର ମୁାତବକ,…

ଋଷିକୂଲ୍ୟା ବେଳାଭୂମିରେ ଅଲିଭରିଡେଲଙ୍କ ରେକର୍ଡ ସଂଖ୍ୟକ ଅଣ୍ଡାଦାନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଅଣ୍ଡାଦାନ କରିଛନ୍ତି ବିରଳ ପ୍ରଜାତିର ଅଲିଭରିଡେଲ କଇଁଛ । ଗତ ୩ରୁ ୪ ଦିନ ହେବ ଜାରି ରହିଥିବା ଏହି ଗଣଅଣ୍ଡାଦାନ ପ୍ରକ୍ରିୟାରେ ବର୍ତ୍ତମାନ ୬ ଲକ୍ଷ ୪୧ ହଜାର ଅଲିଭରିଡ୍‌ଲେ ଅଣ୍ଡାଦାନ କରିସାରିଛନ୍ତି । ଏହା ଅତୀତରେ…