Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୋରଦାର ଚାଲିଛି ମାଓ ବିରୋଧୀ ଅଭିଯାନ, ପୁଣି ମାଓଡମ୍ପ ଉଦ୍ଧାର କଲେ ଯବାନ୍‌

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଜଂଗଲରୁ ସୁରକ୍ଷାକର୍ମୀ ମାଓ ଡମ୍ପକୁ ଉଦ୍ଧାର କରିଛନ୍ତି। ଜିଲ୍ଲାର ମର୍କରାଜଗୁଡା ନିକଟସ୍ଥ ଜଙ୍ଗଲରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ନକ୍ସଲଙ୍କର ଏକ ବଡ ବଙ୍କରକୁ ଉଦ୍ଧାର କରିଥିଲେ। ବଙ୍କର ଉପରେ କଂକ୍ରିଟ କରି…

ଓଡ଼ିଆ ପୁଅ ଓମ୍ ପ୍ରକାଶ ଜେଇଇ ମେନ୍ ଟପ୍ପର

ଭୁବନେଶ୍ବର: ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଓଡିଆ ପୁଅ ଓମ ପ୍ରକାଶ ବେହେରା । ଜେଇଇ ମେନ ୨୦୨୫ ଟପ୍ପର ହୋଇଛନ୍ତି ଓମ୍ । ସେ ଜେଇଇ ମେନ୍ ୨୦୨୫ (JEE Main 2025) ସେସନ୍-୨ରେ ସର୍ବଭାରତୀୟ ସ୍ତରରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି । ଓମ୍ ପ୍ରକାଶ ୩୦୦ ମାର୍କରୁ ୩୦୦ ଅର୍ଥାତ୍ ପରଫେକ୍ଟ ସ୍କୋର କରି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ଦେଇଛନ୍ତି ଗୁରୁତ୍ୱ ଆରୋପ। ଏହି…

ଆହୁରି ୫ ଦିନ ବର୍ଷିବ, ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହୁରି ୫ଦିନ କାଳବୈଶାଖୀ ଆଶଙ୍କା ରହିଛି। ଆଗାମୀ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା ଭିଜିଲାନ୍ସ ଆଜି…

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ…

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ…

କାହିଁକି ଦିଲ୍ଲୀ ଡେପୁଟେସନରେ ଯିବେ ଆଇଏଏସ ନିକୁଞ୍ଜ ବିହାରୀ ଧଳ ?

ନୂଆଦିଲ୍ଲୀ: ଦିଲ୍ଲୀ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ୧୯୯୩ ବ୍ୟାଚର ଆଇଏଏସ ନିକୁଞ୍ଜ ଧଳଙ୍କୁ କେନ୍ଦ୍ର ସଂସଦୀୟ ବିଭାଗ ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ରାଜ୍ୟ ପ୍ରଶାସନର ଅନ୍ୟତମ ପ୍ରଭାବଶାଳୀ ଅଧିକାରୀ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…