Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ 

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ 'ସୁଖ ଶାନ୍ତି ସରୋବର'କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ…

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ, ୭୯୭ ଖେଳାଳି ସାମିଲ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା…

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ

ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଉଭୟ ଭାଇଙ୍କ ବିରୋଧରେ ୭ ଲକ୍ଷ ୨୦ ହଜାର ଟଙ୍କା ହଡ଼ପ କରିଥିବା…

ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣା, ମିଳିଲା ବକେୟା ଦରମା

ବଲାଙ୍ଗିର: ଖବର ବାଜିଲା ପରେ ଶିକ୍ଷକଙ୍କୁ ଦରମା ଦେବାକୁ ଶିକ୍ଷା ବିଭାଗର ଚେତା ପଶିଲା । ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣାରେ ଶିକ୍ଷକଙ୍କୁ ବକେୟା ଦରମା ଦେଲା ଶିକ୍ଷା ବିଭାଗ । ୩୯୮ କୋଟି ୩୨ ଲକ୍ଷ ୮୨ ହଜାର ଟଙ୍କା ରିଲିଜ କଲା ବିଭାଗ । ପୁଇଁତଳା ବ୍ଲକର ୭୨ ଶିକ୍ଷକ ଦରମା…

ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ

ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଗତକାଲି ରାତିରେ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ମହିଳାଙ୍କ ସ୍ବାମୀ ।…

ହେବ ମାନସମନ୍ଥନ, କଂଗ୍ରେସ ନେତାଙ୍କୁ ଭେଟିବେ ରାଜ୍ୟ ପ୍ରଭାରୀ ଅଜୟ ଲଲୁ

ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତାଙ୍କ ସହ ବିଧାୟକଙ୍କୁ ଭେଟିବେ ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ଅଜୟ ଲଲୁ । ପିସିସି ସଭାପତିଙ୍କ ଉପସ୍ଥିତିରେ ସବୁ ନେତାଙ୍କୁ ଭେଟିବେ ଅଜୟ । ରାଜ୍ୟ କଂଗ୍ରେସର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିବେ । କାହିଁକି କଂଗ୍ରେସ କ୍ଷମତାକୁ ଆସୁନି, କ'ଣ କଲେ…

ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକକୁ ପଛରୁ ପିଟିଲା କାର୍, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଭୁବନେଶ୍ୱର: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍‌ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ…

ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣା: ୫ ସୁପାରୀ କିଲର ଗିରଫ

ଅନୁଗୁଳ: ବନ୍ତଳା ଥାନା କହ୍ନେଇ ନଗରରେ ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣାରେ ୫ ସୁପାରୀ କିଲର ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ଦୁଇଟି ରିଭରଭର, ଗୁଳି,ବାଇକ ଓ ଏଟିଏମ କାର୍ଡ ଜବତ କରିଛି ପୋଲିସ। ରାଜକିଶୋର ସାହୁ ସହ ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ଅନୁଗୁଳ ଏସପି ସୂଚନା…

ବିଦ୍ୟୁତ୍‌ ଖୁଣ୍ଟକୁ ପିଟି ଓଲଟିଲା ଓଏସଆରଟିସି ବସ୍‌: ୨୦ ଆହତ

ବଣାଇ: ବିଦ୍ୟୁତ୍‌ ଖୁଣ୍ଟକୁ ପିଟି ଓଲଟିଲା ଓଏସଆରସିଟି ବସ୍‌। ୨୦ ଯାତ୍ରୀ ଆହତ ହୋଇଥିବା ସୂଚନା। ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଓଏସଆରଟି ଜଗନ୍ନାଥ ନାମକ ବସଟି ସୁନ୍ଦରଗଡ଼ରୁ ପୁରୀ…