Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ, ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ

ରାଉରକେଲା: ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ। ବାଇକ୍‌ରେ ୨ CRPF ଯବାନ ଆସୁଥିବା ବେଳେ ବିସ୍ଫୋରଣ ହୋଇଛି। IED ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ୨ ଯବାନ। ସୂଚନା ଅନୁସାରେ ଝାଡ଼ଖଣ୍ଡର ସିଆରପିଏଫ କ୍ୟାମ୍ପରେ ମହୁମାଛି ଆକ୍ରମଣରେ ଯବାନ ଆହତ ହୋଇଥିଲେ। ଯବାନଙ୍କୁ ଚିକିତ୍ସା ପାଇଁ…

କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର। ଓଡ଼ିଶା ସରକାର ଆଗାମୀ ପାଞ୍ଚ ବର୍ଷରେ କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ୪,୧୨୪ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର କେନ୍ଦୁଝରର…

ଥମୁନି ଯାତ୍ରା କଳି: ବାପି ପଣ୍ଡାଙ୍କୁ କ୍ଷମା ମାଗିବାକୁ ଦାବି କଲେ ଯାତ୍ରା ମାଲିକ

ଭୁବନେଶ୍ୱର: ଓଡ଼ିଶାରେ ଯାତ୍ରା କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡୁଛି। କଳାକାର ଓ ଯାତ୍ରା ପାର୍ଟି ମାଲିକମାନଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ଯାତ୍ରା ମାଲିକମାନେ କଳାକାରମାନଙ୍କୁ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ, ଶୁକ୍ରବାର ସୁଦ୍ଧା କ୍ଷମା ନ ମାଗିଲେ…

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ। ଆଜି ଅନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ମୋଟ ୧୪ ଜଣ କୃଷକ ଓ ୧୪ଜଣ ଅଫିସର ଏହି ଗସ୍ତରେ ଯାଉଛନ୍ତି।…

‘ଆଗାମୀ ୧୦୦ ବର୍ଷକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ଚାଲିଛି ମରାମତି’

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିବା ପରେ…

ନବମ ଥର ନବୀନ…ଆଗରେ ଏସବୁ ଚ୍ୟାଲେଞ୍ଜ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ଛଡା ଆଉ କେହି ନାମାଙ୍କନ ଭରିନଥିବାରୁ ସେ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ଏକପ୍ରକାର ନିଶ୍ଚିତ ହୋଇଛି । ତେବେ ଅପ୍ରତିଦ୍ବନ୍ଦ୍ବୀ ନବୀନଙ୍କ ଆଗରେ ଏଥର ଅନେକ ଚ୍ୟାଲେଞ୍ଜ । ୨୪ବର୍ଷ ଧରି କ୍ଷମତାରେ…

ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର

ନୟାଗଡ଼: ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜର ସୁନାଖଣିଆରେ ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ୭ଗୋଟି ଘଡିଆଳ କୁମ୍ଭୀର ମହାନଦୀରେ ଛଡାଯାଇଛି। ସେଥିରେ ୫ଗୋଟି…

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଏନେଇ ପ୍ରସ୍ତୁତି ସହିତ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ। ସେମାନଙ୍କୁ…

ରାଜ୍ୟର ଏହି ସହରରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର: ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍ ପରିଚାଳନର ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷପ ଦ୍ୱାରା…

ମାସକ ମଧ୍ୟରେ ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରର ମରାମତି ଏବଂ ସଂରକ୍ଷଣ ଏକ ମାସ ମଧ୍ୟରେ ସମାପ୍ତ ହେବ। ଏନେଇ ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଶୁକ୍ରବାର ସୂଚନା ଦେଇଛନ୍ତି। "ମନ୍ଦିର ପ୍ରଶାସନ ଏବଂ ଏଏସଆଇ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ସମସ୍ତ ପ୍ରୟାସ କରୁଛନ୍ତି।…