Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିସିସି ସଭାପତି ଭାବେ ଦାୟିତ୍ବ ନେବେ ଭକ୍ତଚରଣ ଦାସ, ସରିଲା ୩ ଦିନିଆ ସଂକଳ୍ପ ଯାତ୍ରା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ନୂଆ ମୁଖିଆ ଭାବେ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେବେ ଭକ୍ତଚରଣ ଦାସ। କଂଗ୍ରେସ କାର୍ୟ୍ୟାଳୟ ଆସି ଦାୟିତ୍ବ ଗ୍ରହଣ କରିବେ। ଖଡଗେ ଭକ୍ତ ଚରଣଙ୍କ ନାମରେ ମୋହର ମାରିଛନ୍ତି। ଗୁରୁବାର କଂଗ୍ରେସ ସଭାପତିଙ୍କ ୩ ଦିନିଆ ସଂକଳ୍ପ ପଦଯାତ୍ରା ଶେଷ ହୋଇଛି। ଭୁବନେଶ୍ବରରୁ…

ମହାପ୍ରଭୁୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ଗୁରୁବାର ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅମୃତ ଅନ୍ନ। ଝିଲି, ଗୋବିନ୍ଦ ଭୋଗ, କଳାଜିରା, ପଦ୍ମକେଶରୀ, ୧୦୧୪…

ନିଖୋଜ ନାବାଳିକାକୁ ଖୋଜୁଥିଲା ପୋଲିସ, ଧରାପଡିଲା ଦେହ ବ୍ୟବସାୟୀ ଗ୍ୟାଙ୍ଗ

ପୁରୀ: ତାଳବଣିଆ ପୋଲିସକୁ ବଡ଼ ସଫଳତା। ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଧରାପଡିଲା ଦେହ ବ୍ୟବସାୟ ଗ୍ୟାଙ୍ଗ। କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ। ଜୋରଜବରଦସ୍ତ ସେକ୍ସ ରାକେଟ ଚଳାଉଥିଲା ରଞ୍ଜୁଲତା । ଧରମ ମାଆ ସାଜି ଦୁଇ ନାବାଳିକାଙ୍କ ସହ ତାଙ୍କ ମାଆଙ୍କୁ…

ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ ଜିଲ୍ଲାରେ ଜାରି ରହିଛି ବର୍ଷା। ବିଜୁଳି…

ହାତୀ ଚଳପ୍ରଚଳ ଅଞ୍ଚଳରେ ଟ୍ରେନ ଯାତାୟାତ ସୁଗମ ପାଇଁ ରେଳବାଇ ଓ ବନବିଭାଗ ମଧ୍ୟରେ ସମନ୍ବୟ ବୈଠକ

ଭୁବନେଶ୍ବର: ହାତୀମାନଙ୍କର ସୁଗମ ଯାତାୟାତ, ଦୁର୍ଘଟଣାକୁ ଏଡାଇବା ଏବଂ ଅତ୍ୟଧିକ ହାତୀ ସତର୍କତା କାରଣରୁ ଟ୍ରେନ୍ ବିଳମ୍ବକୁ ହ୍ରାସ କରିବା ପାଇଁ ଖୋର୍ଦ୍ଧା ରୋଡ଼ ରେଳବାଇ କର୍ତ୍ତୃପକ୍ଷ ଏବଂ ବନ ଅଧିକାରୀଙ୍କ ମଧ୍ୟରେ ଘନିଷ୍ଠ ସମନ୍ୱୟ ରକ୍ଷା କରିବା ନେଇ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣା; ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି । ଗିରଫ ମାନେ ହେଲେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ରମାକାନ୍ତ ସେଠୀ, ବାଉନସର ଅଜୟ ସ୍ବାଇଁ, ସରୋଜ…

ବିଜୁ ପଟ୍ଟନାୟକ ବିମାନବନ୍ଦରେ ଖୁବଶୀଘ୍ର ଆରମ୍ଭ ହେବ ଟର୍ମିନାଲ-୩

ଭୁବନେଶ୍ୱର: ଖୁବଶୀଘ୍ର ତୃତୀୟ ଟର୍ମିନାଲ ଆରମ୍ଭ କରିବାକୁ ଯାଉଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ଆଗାମୀ ୨ରୁ ୩ ମାସ ମଧ୍ୟରେ ଟର୍ମିନାଲ ୩ର ନିର୍ମାଣ କାର୍ଯ୍ୟ ୩୦ ହଜାର ବର୍ଗ ମିଟର ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ୨୦୨୫ ଏପ୍ରିଲରେ…

ରାତି ପାହିଲେ ମ୍ୟାଟ୍ରିକ ପରୀକ୍ଷା; ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫.୧୨ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୨୧ରୁ ଆରମ୍ଭ ହେବାକୁ ଯାଉଛି ମ୍ୟାଟ୍ରିକ ପରୀକ୍ଷା । ସମଗ୍ର ରାଜ୍ୟରେ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ । ଏନେଇ ବୋର୍ଡର ସୂତ୍ରରୁ ଜଣାପଡ଼ିଛି । ରାଜ୍ୟର ୩୦ଟି…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ

ଭୁବନେଶ୍ବର: ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ବିଜେପି ସରକାର ଗଠନ କରିଛି । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ରେଖା ଗୁପ୍ତା । ଏହି ଅବସରରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଦୁଇ…

ଏସବିଆଇରୁ ୨୭ ଲକ୍ଷ ଲୁଟି ନେଲେ ଦୁର୍ବୁତ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବହଳଦା ଏସବିଆଇ ଶାଖାରୁ ୨୭ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟା ୧୫ମି. ସମୟରେ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଦୁଇଟି ମୋଟରସାଇକେଲରେ ଆସିଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ବ୍ୟାଙ୍କ ଭିତରକୁ ପ୍ରବେଶ କରିଥିଲେ…