Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ

ବାଲେଶ୍ବର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ…

କିଟ୍ ପକ୍ଷରୁ ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

ଭୁବନେଶ୍ୱର: କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଏହି ଅବସରରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରି ଗଭୀର ଦୁଃଖ ପ୍ରକାଶ କରିଥିଲେ। ଏଥିସହିତ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ…

ଆସିଲା ରିପୋର୍ଟ; ଜାଣନ୍ତୁ କେଉଁ ଜିଲାରେ ଅଛନ୍ତି କେତେ ହାତୀ?

ଭୁବନେଶ୍ୱର: ଆସିଲା ରାଜ୍ୟର ହାତୀ ଗଣନା ରିପୋର୍ଟ । ନଭେମ୍ବର ୨୦୨୪ରେ ରାଜ୍ୟରେ ହୋଇଥିବା ହାତୀ ଗଣନା ରିପୋର୍ଟ ଅନୁସାରେ, ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୨୯୫ ହାତୀ ଅଛନ୍ତି, ତା’ପରେ ଢେଙ୍କାନାଳରେ ୨୯୧ଟି ହାତୀ ଏବଂ ତୃତୀୟରେ ଅନୁଗୁଳ ଜିଲ୍ଲାରେ ୨୫୪ଟି ହାତୀ ରହିଛନ୍ତି । ଏହାପରେ…

ଗ୍ରୀନ୍ ପାୱାର ବ୍ୟାଙ୍କିଂ ପ୍ରଦାନ ପାଇଁ ଏମଓୟୁ

ଭୁବନେଶ୍ୱର: ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଆମୋନିଆ ବିକାଶ ପାଇଁ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ । ଅନୁକୂଳ ନୀତି, ବିକଶିତ ସାମୁଦ୍ରିକ ବନ୍ଦର ସହିତ ସବୁଜ ଶକ୍ତି ପାଇବା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି, ସାର, ଇସ୍ପାତ ଏବଂ ଅନ୍ୟାନ୍ୟ ଧାତୁ ଶିଳ୍ପ ଏବଂ ତୈଳ ବିଶୋଧନାଗାରରେ ସବୁଜ…

ନକଲି ହଲମାର୍କରେ ବିକ୍ରି ହେଉଛି ସୁନା; ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ନକଲି ହଲମାର୍କରେ ବିକ୍ରି ହେଉଛି ସୁନା। ସୁନା ଦୋକାନରେ ମାପକରେ ଗୁଣବତ୍ତା ପରୀକ୍ଷଣ ସମ୍ପର୍କରେ ବିଧାନସଭାରେ ଉଠିଲା ପ୍ରଶ୍ନ। ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ଉତ୍ତର ଦେବାକୁ ଯାଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ…

ଭାତୃହନ୍ତା ଭାଇକୁ ଆଜୀବନ କାରାଦଣ୍ଡାଦେଶ

ଯାଜପୁର: ସମ୍ପତି ଅଗରେ ତୁଛ ହେଲା ଭାଇ । ବଡ଼ ଭାଇକୁ ଗାଡି ଚଡାଇ ମାରିଦେଇଥିଲା ସାନ ଭାଇ । ଏହି ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଜିଲ୍ଲା ଦୌରାଜଜ୍ । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ବାଲିସାହି ଗ୍ରାମରେ ।…

ଓଡ଼ିଶା ପାଇବ ୨୫୫.୨୪ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତା

ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା ଉଚ୍ଚସ୍ତରୀୟ କମିଟି ୫ଟି ରାଜ୍ୟ ପାଇଁ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛି । ୨୦୨୪ ମସିହାରେ ଆନ୍ଧ୍ରପ୍ରଦେଶ, ନାଗାଲାଣ୍ଡ, ଓଡ଼ିଶା, ତେଲଙ୍ଗାନା ଓ ତ୍ରିପୁରାରେ…

କିଟ୍ ଘଟଣାରେ ନେପାଳ ସରକାରଙ୍କ ଧମକ; ନ୍ୟାୟ ନ ମିଳିଲେ ଏନଓସି ଦେବୁନି

ଭୁବନେଶ୍ୱର: କିଟରେ ଛାତ୍ରୀ ଆତ୍ମହତ୍ଯା ଘଟଣାକୁ ଗୁରୁତର ଭାବେ ନେଇଛନ୍ତି ନେପାଳ ସରକାର। ଉପଯୁକ୍ତ ନ୍ୟାୟ ନମିଳିଲେ ଓଡି଼ଶାକୁ ପଢିବାକୁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କୁ ଏନଓସି ଦିଆଯିବନି ବୋଲି ଧମକ ଦେଇଛନ୍ତି ନେପାଳ ସରକାର। ଉଲ୍ଲେଖଯୋଗ୍ୟ, କିଟରେ ବି.ଟେକ୍ ପଢୁଥିବା ନେପାଳୀ ଛାତ୍ରୀ…

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା । ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ  ମତ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଜେଡି ବିଧାୟକ…

ମାଟ୍ରିକ ପରୀକ୍ଷା ପୂର୍ବରୁ ଆସନ୍ତାକାଲି ହେବ ଡ୍ରାଏ ରନ୍‌

ଭୁବନେଶ୍ଵର: ୧୦ମ ବୋର୍ଡ ପରୀକ୍ଷା ପୂର୍ବରୁ ଆସନ୍ତାକାଲି ହେବ ଡ୍ରାଏ ରନ୍‌ । ଡ୍ରାଏ ରନ୍‌ ହେବା ନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍‌ ଦେଖିପାରିବ ବୋର୍ଡ । ସବୁ ଷ୍ଟ୍ରଙ୍ଗ ରୁମ୍‌ରୁ ଲାଇଭ୍‌ ଫୁଟେଜ ଉପରେ ବୋର୍ଡ ନଜର ରଖିବ । ତେବେ ବର୍ଷା…