Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସୁଛି ‘ସୁଭଦ୍ରା’ର ନୂଆ ରୂପ, ଏଣିକି ଗରିବ ଝିଅଙ୍କ ବିବାହ କରାଇବେ ସରକାର

ଭୁବନେଶ୍ୱର: ସରକାର ମହିଳା ଏବଂ ଝିଅମାନଙ୍କ ପାଇଁ ଅନେକ ନୂତନ ପଦକ୍ଷେପ ସହିତ 'ସୁଭଦ୍ରା ପ୍ଲସ୍' ଆରମ୍ଭ କରିବେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ୍ ଉପସ୍ଥାପନ ବେଳେ ପ୍ରକାଶ କରିଥିଲେ। ଯାହା ଫଳରେ ସରକାର 'କିଶୋରୀ ସୁଭଦ୍ରା', 'ସୁଭଦ୍ରା ସଂଚୟ', 'ସୁଭଦ୍ରା ସୁରକ୍ଷା', 'ସୁଭଦ୍ରା…

କ୍ଷମା ମାଗିଲା କିଟ୍, ଆନ୍ଦୋଳନ ବେଳେ ଦୁର୍ବ୍ୟବହାର ପାଇଁ ୩ କର୍ମଚାରୀ ନିଲମ୍ବିତ

ଭୁବନେଶ୍ଵର: କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାରକୁ ନେଇ କ୍ଷମା ମାଗିଛନ୍ତି କିଟ୍ କୁଳପତି ପ୍ରଫେସର ଶରଣଜିତ୍ ସିଂ । ଘଟଣାରେ ଦୁଇ ଜଣ ହଷ୍ଟେଲ ଅଧିକାରୀ ଓ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ କିଟ୍ କର୍ତ୍ତୃପକ୍ଷ ନିଲମ୍ବିତ କରିବା…

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ…

ରାଜ୍ୟ କଂଗ୍ରେସର ‘ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଙ୍ଗଳବାର ଦିନ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏକ 'ସଂକଳ୍ପ ପଦଯାତ୍ରା' ଆରମ୍ଭ କରିଛି। ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା ବେଳେ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟ ନେଇ…

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ କହିଛନ୍ତି,…

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମୋ ସ୍ତ୍ରୀ ଏବଂ ଝିଅ ଥିବା ବେଳେ ସିବିଆଇ…

ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ…

ଶ୍ରୀମନ୍ଦିରରେ ପୁଣି ପଶିଲେ ବିଦେଶୀ ପର୍ଯ୍ୟଟକ

ପୁରୀ: ପୁଣି ବଢିଲା ଶ୍ରୀମନ୍ଦିର ସୁରକ୍ଷା। ମନ୍ଦିର ଭିତରେ ବିଦେଶୀ ପର୍ଯ୍ୟଟକ ପ୍ରବେଶ କରି ଉତ୍ତରଦ୍ୱାରରେ ବାହାରକୁ ବାହାରିବା ବେଳେ ଶ୍ରୀମନ୍ଦିର କର୍ମଚାରୀଙ୍କ ହାତରେ ଧରାପଡ଼ିଥିଲେ। ସେହିଭଳି ଅନ୍ୟ ଜଣେ ବିଦେଶୀ ପର୍ଯ୍ୟଟକ ଉତ୍ତରଦ୍ୱାର ଦେଇ ପ୍ରବେଶ ଉଦ୍ୟମ କରୁଥିବା ବେଳେ କର୍ମଚାରୀ ଓ…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି । ବ୍ରିଜ୍‌ ଆଣ୍ଡ ରୁଫ୍‌ କମ୍ପାନୀରେ ହୋଇଥିବା…