Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ। ତାଙ୍କ ସହ ଅନ୍ୟ ତିନି ଜଣ ପିଲା ଖେଳୁଥିବା…

ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ମାମଲା; ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ଆସିଲା ରାୟ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି । ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ବର ଏଡିଜେ କୋର୍ଟ-୨ ।…

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ ସେତେବେଳେ କେବଳ ଏହି ହସ୍ପିଟାଲ୍‌ର…

ବାରମ୍ବାର ବିଶୃଙ୍ଖଳା: ବିଧାନସଭାରୁ ନିଲମ୍ବିତ ହେଲେ କଂଗ୍ରେସର ୧୨ ବିଧାୟକ

ଭୁବନେଶ୍ବର: ନିଲମ୍ବିତ ହେଲେ କଂଗ୍ରେସର ୧୨ ବିଧାୟକ । ଓଡିଶା ବିଧାନସଭାରୁ କଂଗ୍ରେସର ୧୨ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଗୃହ ମଧ୍ୟରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସର ମୋଟ ୧୪ ବିଧାୟକରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି । ତେବେ ଉକ୍ତ ବିଧାୟକଙ୍କ ନିଲମ୍ବନ ପାଇଁ ସରକାରୀ…

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର ବ୍ଲକ୍ ଜ୍ଞାନ ପଞ୍ଚାୟତରେ। ଜଣେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ…

ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

ଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ୨୫ ମାର୍ଚ୍ଚ, ୨୦୨୫ ସୁଦ୍ଧା, ଓଡ଼ିଶାରେ ମୋଟ…

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ…

ଦୁର୍ଘଟଣାରେ ଚାଲିଗଲା ୩ଜୀବନ; ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ: କାମାକ୍ଷାନଗର ରେକୁଳା ଗାଁରେ ଦୁର୍ଘଟଣାରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା…

ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !

ପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗକାରୀ ଅଭିମନ୍ୟୁ ଜେନାଙ୍କ ଅଭିଯୋଗ…