Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇଡି ବିସ୍ଫୋରଣରେ ଯବାନ ଆହତ

ମାଲକାନଗିରି: ଆଇଡି ବିସ୍ଫୋରଣରେ ଜଣେ ଯବାନ ଆହତ । ଛତିଶଗଡ଼ ବିଜାପୁରରେ କୋବ୍ରା ବାହିନୀର କମ୍ବିଂ ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ଯବାନ ଆହତ ହୋଇଥିବା ସୁଚନା ମିଳିଛି । ଆହତ ଯବାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । କୋବ୍ରା ବାଟାଲିୟନ ଟିମ୍‌…

ଓଡ଼ିଶାର ପ୍ରଥମ ପ୍ରେସ ଫୋଟଗ୍ରାଫର ହୃଦୟନାଥ ଦାସଙ୍କ ପରଲୋକ

କଟକ: ଆଉ ନାହାଁନ୍ତି ଓଡିଶାର ପ୍ରଥମ ପ୍ରେସ ଫୋଟଗ୍ରାଫର ହୃଦୟ ନାଥ ଦାସ। ସେ କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ସୂତାହାଟ ସ୍ଥିତ ବାସଭବନରେ ୯୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଶେଷ ଶଯ୍ୟା ନିକଟରେ ତାଙ୍କର ୪ ପୁଅ ଦ୍ୱାରିକାନାଥ, ଗୋପୀନାଥ,…

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ

ନୀଳଗିରି: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ। ମିତ୍ରପୁର ଅଯୋଧ୍ୟା ରାସ୍ତା ସିନ୍ଦୁରାଗଉରା ନିକଟରେ ଭାଲୁଟିର ମୃତ୍ୟୁ ହୋଇଛି। ମହୁ ଖାଇବା ଆଶାରେ ଯାଇ ବିଦ୍ୟୁତ ଆଘାତରେ ଭାଲୁଟିର ଜୀବନ ଯାଇଥିବା ଜଣାପଡ଼ିଛି। ବିଳମ୍ବିତ ରାତିରେ ସ୍ବର୍ଣ୍ଣଚୂଡ ପାହାଡରୁ ଭାଲୁଟି ଖାଦ୍ୟ ଅନ୍ବେଷଣରେ…

ବିରଳ ଅଲିଭ ରିଡଲେଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ଆଜି ଭୋର୍ ସମୟରୁ ଧୀରେ ଧୀରେ ଅଲିଭ ରିଡଲେଙ୍କ ଆଗମନ ହୋଇଛି। ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗତବର୍ଷ ଜଳବାୟୁ…

ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟାକୁ ନେଇ ଉତ୍ତେଜନା: ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ, ଜଣେ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ପଟିଆସ୍ଥିତ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା। ଛାତ୍ରୀ ଆତ୍ମହତ୍ୟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଘରୋଇ ବିଶ୍ୱବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ହଷ୍ଟେଲ୍ କ୍ୟାମ୍ପସ ଭିତରେ ଆତ୍ମହତ୍ୟା କରିବା ପରେ ଛାତ୍ରଛାତ୍ରୀଙ୍କ ରାସ୍ତା…

ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍

ଭୁବନେଶ୍ୱର: ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍। ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଣ ଆସିବ ନୂଆ ଯୋଜନା। ପୂର୍ବ ଫ୍ଲାଗସିପ୍ ଯୋଜନାକୁ କେତେ ଅର୍ଥ ମିଳିବ। ଏ ଆକଳନ ଆରମ୍ଭ ହୋଇଛି। ସେପଟେ ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ…

ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ରାଜଧାନୀରେ ଏନକାଉଣ୍ଟର

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଆଜି ସକାଳୁ ସକାଳୁ ଏନକାଉଣ୍ଟର ହୋଇଛି। ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ଏନକାଉଣ୍ଟର ହୋଇଛି। ଭୋର୍‌ରେ ଲୁଟ୍ ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର କରିଛି। ଅର୍ଜୁନର ବାମ ପଟ ଆଣ୍ଠୁରେ ବାଜିଛି ଗୁଳି। ସୂଚନା ଅନୁସାରେ…

୧୩ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେପି, ସମ୍ବଲପୁରକୁ କେବେ?

ଭୁବନେଶ୍ବର:  ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ ପ୍ରଧାନଙ୍କୁ ସଭାପତି…

ଭୁବନେଶ୍ୱର ରାସ୍ତାରେ ରୋଡ ରୋମିଓଙ୍କ ଉତ୍ପାତ, ସିସିଟିଭିରେ କଏଦ ହେଲା ଅସଦାଚରଣ ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ରାସ୍ତାରେ ରୋଡ଼ ରୋମିଓଙ୍କ ଉତ୍ପାତ । କର୍ମଜୀବୀ ଯୁବତୀଙ୍କୁ ରାସ୍ତାରେ ଅସଦାଚରଣ କରିତିବା ଆସିଲା ଅଭିଯୋଗ। ସିସିଟିଭିରେ କଏଦ ହେଲା ଅସଦାଚରଣ ଦୃଶ୍ୟ ! ସକାଳୁ ଅଫିସ ଯାଉଥିବା ବେଳେ ଯୁବକ ଜଣଙ୍କ ଅସଦାଚରଣ କରିଥିଲେ। ଓଢଣୀ ଟାଣିବା ସହ ଟଣା ଓଟରା କରୁଥିବା ନେଇ…