Latest Odisha News

BREAKING NEWS

Browsing Category

ଓଡିଶା

Odisha

ସହଦେବ ହତ୍ୟା ମାମଲା, ଗିରଫ ହେଲା ମାଷ୍ଟରମାଇଣ୍ଡ

ଭୁବନେଶ୍ଵର: ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକ ହତ୍ୟାକାଣ୍ଡ ମାମଲା । ମୁଖ୍ୟ ଅଭିଯୁକ୍ତ ରମା ନାଏକ ଗିରଫ । ରମା ନାଏକକୁ ଗିରଫ କଲା ମଞ୍ଚେଶ୍ୱର ଥାନାରେ ପୋଲିସ । ଆଜି ମଞ୍ଚେଶ୍ୱର ଥାନାରେ ସହଦେବ ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାଏକ ଆତ୍ମସମର୍ପଣ କରିଛି। ଘଟଣା ପରଠାରୁ…

ଡରାଇଲାଣି ଖରା, ଏସଓପି ଜାରି କଲା ଗୃହ ଓ ନଗର ଉନ୍ନୟନ ବିଭାଗ

ଭୁବନେଶ୍ଵର: ଅସାଧାରଣ ବର୍ଷା ଏବଂ ଅନିୟମିତ ଜଳବାୟୁ ଯୋଗୁଁ ଗ୍ରୀଷ୍ମ ଋତୁରେ ତାପମାତ୍ରା ଅସ୍ୱାଭାବିକ ଭାବରେ ବୃଦ୍ଧି ପାଇବା ଆରମ୍ଭ କରିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ ଏସଓପି ଜାରି କରାଯାଇଛି । ଏହାକୁ କଡା କଡ଼ି  ପାଳନ କରିବା ଏବଂ ସମସ୍ତ ପୌରାଞ୍ଚଳ…

ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତଛିଟା; ମହାପ୍ରଭୁଙ୍କର ବଡ଼ ମହାସ୍ନାନ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି । ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ଵାଭାବିକ ହେବ । ଆଜି ରୋଷ ହୋମ ନୀତି ସରି…

୨୦୨୪-୨୫ ଅର୍ଥନୈତିକ ସର୍ଭେ ରିପୋର୍ଟ: ମୁଣ୍ଡପିଛା ଆୟ ହିସାବରେ ଓଡିଶାର ସ୍ଥାନ ଏକାଦଶ

ଭୁବନେଶ୍ୱର: ସୋମବାର ବିଧାନସଭାରେ ୨୦୨୫-୨୬ ବର୍ଷ ନିମନ୍ତେ ରାଜ୍ୟ ବଜେଟ୍ ଉପସ୍ଥାପିତ ହେବ । ଏହା ପୂର୍ବରୁ ଗୃହରେ ଆସିଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୧୦ ପ୍ରତିଶତ ବଢି ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଯାହା…

ପୋଲିସକୁ ପ୍ରଶ୍ନ ପଚାରୁଛି ଲୁଟେରା ସ୍ପାଇଡର, କହୁଛି କେମିତି ଧରିଲ ମୋତେ ?

ଭୁବନେଶ୍ୱର: ସ୍ପାଇଡର ସତୀ । ଯାହାକୁ ନେଇ ଭୁବନେଶ୍ୱରରେ ଚହଳ ପଡ଼ିଛି । ଲୋକେ କହୁଛନ୍ତି ଏମିତି ବି ଉଡ଼ି ଉଡ଼ି କରୁଥିବା ଚୋର ଭୁବନେଶ୍ୱରରେ ବୁଲୁଛି । ଯାହାକୁ ଏବେ ଧରିଛି ପୋଲିସ । ଧରା ତ ପଡ଼ିଲା ହେଲେ ଏବେ ପୋଲିସକୁ କରାଉଛି ହରକତ । ନିରଞ୍ଜନ ପଟନାୟକଙ୍କ ଘରୁ ଲୁଟ୍‌ ଘଟଣାରେ ଗିରଫ…

ଢେଙ୍କାନାଳରେ ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ୩ ମୃତଦେହ

ଭୁବନେଶ୍ୱର: ଢେଙ୍କାନାଳରେ ଚାଞ୍ଚଲ୍ୟ । ବନ୍ଦ ଘର ଭିତରୁ ଗୋଟିଏ ପରିବାରର ତିନି ମୃତଦେହ ଉଦ୍ଧାର ହୋଇଛି । ବେକରେ ରଶି ଲଗାଇ ଏକା ସଙ୍ଗେ ଝୁଲିପଡ଼ିଲେ ପରିବାରର ବାପା ଓ ୪୦ ବର୍ଷୀୟ ଝିଅ ଓ ୧୬ ବର୍ଷୀୟ ନାତି । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଚାଉଳିଆ ଖମାର ଗାଁରେ ଘଟିଛି ଏଭଳି ଅଭାବନୀୟ…

ଏହି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…

କଂଗ୍ରେସକୁ ଫେରିଲେ ସୁର, ଆଗକୁ କିଏ?

ଭୁବନେଶ୍ବର: ୯ମାସ ପରେ କଂଗ୍ରେସକୁ ଫେରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ । ନିଲମ୍ବନ ହଟିବା ପରେ ସୁର ପୁଣି ଦଳକୁ ଫେରିଛନ୍ତି । ଭକ୍ତ ଦାସ ନୂଆ ପିସିସି ସଭାପତି ହେବା ପରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଥିଲା । ଏଥିରେ ଯେଉଁମାନଙ୍କୁ ଦଳରୁ ନିଲମ୍ବନ…

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଦଳ ଧ୍ବଂସ ହୋଇଯିବ । କଂଗ୍ରେସ ବରିଷ୍ଠ…

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିଲା । ଶ୍ରୀମନ୍ଦିର…