Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ ହାବୁଡରେ ଗଞ୍ଜେଇ ମାଫିଆ, ଚୋରା ଚାଲାଣ ବେଳେ ୪ ଗିରଫ

ବରଗଡ଼: ବୌଦ୍ଧ ଜିଲ୍ଲାରୁ ରାୟପୁରକୁ ଗଞ୍ଜେଇ ଚାଲାଣ ହେଉଥିଲା ଗଞ୍ଜେଇ। ମାଡିବସିଲା ପୋଲିସ। ଚୋରା ଚାଲାଣ ଅଭିଯୋଗରେ ୪ ଗିରଫ। ବରଗଡ଼ ହଳଦୀପାଲି ଛକ ନିକଟରୁ ଏହି ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି। ବରଗଡ଼ରୁ ବିପୁଳ ପରିମାଣର…

ମାଟ୍ରିକ୍‌ ଆଡମିଟ୍‌ କାର୍ଡରେ ତ୍ରୁଟି ଥିଲେ କରିପାରିବେ ସଂଶୋଧନ, ଏହି ତାରିଖ ଯାଏ ଚାଲିବ ପ୍ରକ୍ରିୟା

କଟକ: ମାଟ୍ରିକ୍‌ ଆଡମିଟ୍‌ କାର୍ଡରେ ତ୍ରୁଟି ଥିଲେ କରିପାରିବେ ସଂଶୋଧନ। ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ସାର୍ଟିଫିକେଟ୍‌ ତ୍ରୁଟିଶୂନ୍ୟ କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ତରଫରୁ ଉଦ୍ୟମ ଜାରି ରହିଛି। ୨୦୨୫ ମାଟ୍ରିକ୍‌ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଆଡମିଟ୍‌ କାର୍ଡରେ ଯଦି…

୨୯ ଜଣ ଓଏଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ପଦୋନ୍ନତି ଦେଇଛନ୍ତି। ଏକକାଳୀନ ୨୯ ଜଣ ଓଏଏସ୍ ଅଧିକାରୀଙ୍କର ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ହୋଇଛି। ସେଥିମଧ୍ୟରୁ ୨୮ଜଣ ଅଧିକାରୀଙ୍କୁ ନିଜ ସ୍ଥାନରେ ପୁନଃ ଅବସ୍ଥାପିତ କରାଯାଇଥିବା ବେଳେ ଖାଦ୍ୟ ଯୋଗାଣ ଓ ଖାଉଟି…

ରଥଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର କାମ

ପୁରୀ: ରଥଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର କାମ। ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟ ସରିଛି। ସେହିପରି ବାହାର ରତ୍ନଭଣ୍ଡାର ମରାମତି କାମ ବି ପ୍ରାୟ ସରିବା ଉପରେ। ମହାପ୍ରଭୁଙ୍କ ଆଗାମୀ ରଥଯାତ୍ରା ପୂର୍ବରୁ ଏଏସଆଇ ରତ୍ନଭଣ୍ଡାର ମରାମତି କାମ ଶେଷ କରିବ ବୋଲି ଆଶା…

ଦାଦାକୁ ହାଣି କଟା ମୁଣ୍ଡ ଧରି ଫାଣ୍ଡିରେ ହାଜର ହେଲା ପୁତୁରା

କେନ୍ଦୁଝର: ସଦର ଥାନା ତଳପଇଁସାରି ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଦାଦାକୁ ହାଣି କଟା ମୁଣ୍ଡ ଧରି ଫାଣ୍ଡିକୁ ଗଲା ପୁତୁରା। ଦାଦାକୁ ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି ଅଲଗା କଲା ପୁତୁରା। ହତ୍ୟା ପରେ ଶୁଆକାଟି ଫାଣ୍ଡିରେ କଟା ମୁଣ୍ଡଧରି ପହଞ୍ଚିଲା। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ…

୧୦ କୋଟି ଟଙ୍କାର ଗଞ୍ଜେଇ ଜବତ: ରାଜସ୍ଥାନକୁ ଚାଲାଣ ହେଉଥିଲା ଚାଲାଣ

କୋରାପୁଟ: ଥମୁନି ଗଞ୍ଜେଇ ଚୋରା ଚାଲାଣ। କୋରାପୁଟ ଜିଲ୍ଲା ଲମତାପୁଟ ପୁଡିଙ୍ଗ ଜଙ୍ଗଲରୁ ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ସବୁ ରାଜସ୍ଥାନକୁ ଚାଲାଣ ହେଉଥିଲା। ଖବର ପାଇ ମାଡିବସିଲା ପୋଲିସ। ଗଞ୍ଜେଇ ଚାଲାଣ ବେଳେ ରାସ୍ ଛକ ନିକଟରେ ପୋଲିସ୍ ହାତରେ ଧରାପଡିଛି। ଘଟଣାରେ ପୋଲିସ୍…

ଆଜି ବି କାଳବୈଶାଖୀ ସମ୍ଭାବନା: ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା। ଆସନ୍ତା ୪ ଦିନ ଯାଏ କାଳବୈଶାଖୀ ଥିବା ନେଇ ଚେତାବନୀ ଦିଆଯାଇଛି। ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

ଦେଓମାଳିରେ କଟକଣା ଲାଗୁ; ଆସିଲା ଏହି ସବୁ ନିୟମ..

କୋରାପୁଟ: ‘ଦେଓମାଳି’ ରେ କଟକଣା ଲାଗୁ କଲା କେରାପୁଟ ଜିଲ୍ଲା ପ୍ରଶାସନ । ପ୍ରାକୃତିକ ପରିବେଶକୁ ସ୍ବଚ୍ଛ ରଖିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି । ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳିରେ ରାତି ୮ରୁ ଭୋର ୫ଟା ଯାଏଁ ପର୍ଯ୍ୟଟକଙ୍କ ଗତିବିଧି ଉପରେ କଟକଣା ଲାଗୁ କରାଯାଇଛି।…

ଚିତ୍ରକୋଣ୍ଡା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ; ୫ଲକ୍ଷରୁ ଉର୍ଦ୍ଧ୍ବ ନଗଦ ଜବତ

ମାଲକାନଗିରି: ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କୁ ଧରିଲା ଭିଜିଲାନ୍ସ। କାର୍‌‌ରେ ଟଙ୍କା ନେଇ ଯିବାବେଳେ ଗୋବିନ୍ଦପାଲିଠାରେ ଧରିଛି ଭିଜିଲାନ୍ସ ଟିମ୍ । ତାଙ୍କ ନିକଟରୁ ନଗଦ ୫.୦୭ ଲକ୍ଷ ଟଙ୍କା ମିଳିଥିଲା। ଖବରମୁତାବାକ, ଆଜି ଚିତ୍ରକୋଣ୍ଡା ବ୍ଲକର ସହକାରୀ…

ପୁରୀ ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କଲେ ରେଳମନ୍ତ୍ରୀ

ପୁରୀ: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ସନ୍ଧ୍ୟାରେ ପୁରୀ ରେଳ ଷ୍ଟେସନରେ ଚାଲୁରହିଥିବା ପୁନର୍ବିକାଶ କାର୍ଯ୍ୟର ନିରୀକ୍ଷଣ କରିଛନ୍ତି । ଅମୃତ ଷ୍ଟେସନ ଯୋଜନା ଅଧୀନରେ ସମଗ୍ର ଓଡ଼ିଶାରେ ପ୍ରମୁଖ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଭାରତୀୟ ରେଳର ପ୍ରତିବଦ୍ଧତାର ଏକ ଅଂଶ…