Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ କଲେଜ ଜୁନିଅର କ୍ଲର୍କ, ଛାତ୍ରଙ୍କଠାରୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରାପଡିଲେ ଦେବଗଡ଼ କଲେଜର ଜୁନିଅର କ୍ଲର୍କ ମଞ୍ଜୁଲା ପ୍ରଧାନ। ସେ ଜଣେ ପୂର୍ବତନ ଛାତ୍ର (ଅଭିଯୋଗକାରୀ)ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରାଡିଛନ୍ତି। ଅଭିଯୋଗକାରୀ ଏବଂ ଉକ୍ତ କଲେଜର ଅନ୍ୟ ଜଣେ ପୂର୍ବତନ ଛାତ୍ରଙ୍କ ନଷ୍ଟ ହୋଇଥିବା ମୂଳ…

ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର, ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ପ୍ରତି ବର୍ଷ…

ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ…

ଭୁବନେଶ୍ବର: ‘ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ । ପ୍ରଫୁଲ ଘଡାଇ ଜାଣିଥିବେ, କିଏ କେଉଁଠି ଷଡଯନ୍ତ୍ର କରିଥିଲା । ବିଜେଡି ଦଳ ଭିତରେ କିଛି ଷଡଯନ୍ତ୍ର ହୋଇନାହିଁ ।’ ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ ଘଡାଇଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ କିଛି ଏପରି କଡା…

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି ଗୃହ ଆରମ୍ଭରୁ ହିଁ କଡା ଆଭିମୁଖ୍ୟ ଦେଖାଇଥିଲେ…

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।…

ଚୋରର ଫିଟନେସ୍ ମନ୍ତ୍ର, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ ମ୍ୟାନ୍‌ ଭାବେ…

ଚାଲିପାରୁନି ଗୃହ, ପୁଣି ୪ଟା ଯାଏଁ ମୁଲତବି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନରେ ଆରମ୍ଭରୁ ହିଁ ଚାଲିପାରୁନି ଗୃହ । ପ୍ରଥମେ ପ୍ରଶ୍ନକାଳରେ ବିରୋଧୀଙ୍କ ହଙ୍ଗାମାରେ ୧୨ ଯାଏଁ ଗୃହକୁ ମୁଲତବି ରଖାଯାଇଥିବା ବେଳେ ଏବେ ପୁଣି ଥରେ ୪ ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢୀ । ତେବେ ବଜେଟ୍‌ ଅଧିବେଶନର…

ଗିରଫ ହେଲେ କୋଟପାଡ଼ ଏଡିଇଓ ପାର୍ଥ ସାରଥୀ ବିଶୋଇ

କୋରାପୁଟ : ଗିରଫ ହେଲେ କୋଟପାଡ଼ ଏଡିଇଓ ପାର୍ଥ ସାରଥୀ ବିଶୋଇ | କୋଟପାଡ଼ ଆକାଉଣ୍ଟାଣ୍ଟ୍ କମ ଡାଟା ଏଣ୍ଟ୍ରି ଅପରେଟର ପାର୍ଥ ସାରଥୀ ବିଶୋଇଙ୍କ ଘରେ ଗତକାଲି ଚଢାଉ କରିଥିଲା ଭିଜିଲାନ୍ସ | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପାର୍ଥସାରଥୀଙ୍କ ଘରେ ଚାଲିଥିଲା ଭିଜିଲାନ୍ସ ଚଢାଉ | ଜୟପୁର ଓ…

ବିଏସଏଫକୁ ବଡ଼ ସଫଳତା: ଜଙ୍ଗଲରୁ ମାଓ ଡମ୍ପ ଉଦ୍ଧାର

ମାଲକାନଗିରି: ବିଏସଏଫକୁ ବଡ଼ ସଫଳତା। ମାଲକାନଗିରି ଜିଲ୍ଲା ସିଲାକୋଟା ଜଙ୍ଗଲରୁ ମାଓ ଡମ୍ପ ଉଦ୍ଧାର ହୋଇଛି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ଯୋଜନା କରୁଥିଲେ। ଛତିଶଗଡ଼ ସୀମାନ୍ତକୁ ଲାଗିଛି ସିଲାକୋଟା ଜଙ୍ଗଲ। ତେଣୁ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ବଡ଼ ଯୋଜନା…

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଆରମ୍ଭ ହେଉ ହେଉ ଗୃହ ମୁଲତବୀ

ଭୁବନେଶ୍ଵର: ଆରମ୍ଭରୁ ଗୃହ ମୁଲତବୀ । ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ଚାଲିପାରିଲାନି ଗୃହ କାର୍ଯ୍ୟ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଗୃହର ମଧ୍ୟଭାଗରେ ବିଜେଡି ଓ କଂଗ୍ରେସର ପ୍ରବଳ ହଟ୍ଟଗୋଳ । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ କଂଗ୍ରେସ…