Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ…

ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭକୁ ଯିବା ବେଳେ ଦୁର୍ଘଟଣା; ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ, ପୋଲିସ ଏବଂ ଅଗ୍ନିଶମ…

କଫ ସିରଫ୍ ଓ ୩୦ କେଜି ଗଞ୍ଜେଇ ସହ ୩ ଗିରଫ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କା ଥାନା ପୋଲିସକୁ ସଫଳତା । ୩୦ କେଜି ଗଞ୍ଜେଇ, କଫ ସିରଫ ବିଭିନ୍ନ ପ୍ରକାର ନିଶା ବଟିକା ଜବତ କରିଛି । ଏହି ଘଟଣାରେ ଦୁଇ ଜଣ ମହିଳାଙ୍କ ସହ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀ ଜରିଆରେ ସୂଚନା…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ; ଚୋରା ଚାଲାଣର ମିଳିବ ତଥ୍ୟ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ ନଅ ଜଣିଆ ଟିମ୍ ଆସି ବେଆଇନ…

ବିଜେଡିରେ ବିସ୍ଫୋରଣ ପରେ ବିସ୍ଫୋରଣ !

ନୂଆଦିଲ୍ଲୀ: ଆଗ ପ୍ରଭାତ ତ୍ରିପାଠୀ, ଏବେ ପ୍ରଫୁଲ୍ଲ ମଲ୍ଲିକ । ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି ବିଜେଡି କଳି । ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ମୁହଁ ଖୋଲୁଛନ୍ତି, ବିସ୍ଫୋରଣ କରୁଛନ୍ତି । ୨୪ବର୍ଷ ଧରି ବିଜେଡି କ୍ଷମତାରେ ରହିଥିବା ବେଳେ ନବୀନଙ୍କ କଥା ଉପରେ କେହି ପଦେ କହିବାକୁ…

ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ…

ପରଦାରେ ଶ୍ରୁତି ମହାପାତ୍ରଙ୍କ ସଂଘର୍ଷର କାହାଣୀ ‘ପାଦେ ଆକାଶ’

ଭୁବନେଶ୍ବର: ପରଦାରେ ‘ପାଦେ ଆକାଶ’ । ଶୁକ୍ରବାର ସିନେମା ହଲରେ ମୁକ୍ତିଲାଭ କରିଛି ଫିଲ୍ମ ‘ପାଦେ ଆକାଶ’ । ସତ୍ୟ ଘଟଣା ଉପରେ ଆଧାରିତ ସିନେମା ପାଦେ ଆକାଶ, ସମାଜସେବୀ ଶ୍ରୁତି ମହାପାତ୍ରଙ୍କ ସଂଘର୍ଷମୟ ଜୀବନର ଏକ ଅଲିଭା କାହାଣୀ । ଯେଉଁଥିରେ ଶ୍ରୁତିଙ୍କ ଚରିତ୍ରରେ ନଜର ଆସିଛନ୍ତି ଅଭିନେତ୍ରୀ…

ନବୀନଙ୍କୁ ଆଉ ଡରୁନାହାନ୍ତି ବିଜେଡି ନେତା? ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା ନୃସିଂହ ସାହୁ ମଧ୍ୟ କଡ଼ା ଓ ସ୍ପଷ୍ଟ ମନ୍ତବ୍ୟ…

ପୋଲିସ ହାବୁଡରେ କଫ୍ ସିରପ ମାଫିଆ, ୯ ଜଣଙ୍କୁ ଗିରଫ କରିବାରେ ସଫଳ

ସମ୍ବଲପୁର: ଦିନକୁ ଦିନ ବେଧଡକ ଚାଲିଛି କଫ ସିରପ ମାଫିଆ। ଗତ କିଛି ଦିନ ମଧ୍ୟ ଲଗାତାର ଏହି ମାମଲା ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ସମ୍ବଲପୁର ଜିଲ୍ଲା ପୋଲିସ କବଜାରେ ନିଶା କଫ୍ ସିରପ ମାଫିଆ। ଟାଉନ ଥାନା ଦ୍ୱାରା ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ଆଜି ସକାଳୁ ଭିଏସଏସ ମାର୍ଗରେ…

ସ୍ୱାମୀ ରାସ୍ତାରେ ସ୍ତ୍ରୀ: ଡାକ୍ତର ରାମଚନ୍ଦାନୀଙ୍କ ପତ୍ନୀ ବି ଖୋଲିଲେ ଟଙ୍କିକିଆ ଦନ୍ତ ଚିକିତ୍ସାଳୟ

ସମ୍ବଲପୁର: କୁହାଯାଏ ଘର ଚଳାଏ ସ୍ୱାମୀ । କିନ୍ତୁ ସ୍ୱାମୀକୁ ସହଯୋଗ କରିବାକୁ ଯାଇ ସ୍ତ୍ରୀ ବି ଯଦି ସହଯୋଗ କରେ ତାହାଲେ ଏହା ଆହୁରି ସଫଳ ହୋଇଯାଏ । ଓଡ଼ିଶାର ଘରେ ଘରେ ପରିଚିତ ଟଙ୍କିକିଆ କ୍ଲିନିକର ପ୍ରତିଷ୍ଠାତା ଡାକ୍ତର ରାମଚନ୍ଦାନୀଙ୍କ ପତ୍ନୀ ଶିଖା ରାମଚନ୍ଦାନ୍ଦୀ ଏହିଭଳି ଏକ କାମ…