Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁଦୃଢ଼ ହେବ ୯୦ ଏଡ଼େଡ଼ କଲେଜର ଭିତ୍ତିଭୂମି, ଅନୁମୋଦନ ହେଲା ୧୦୪ କୋଟି

ଭୁବନେଶ୍ୱର: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ ଏଡ଼େଡ଼ କେଲଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ…

ସବୁ ବ୍ଲକରେ ନିର୍ମାଣ ହେବ ଷ୍ଟାଡିୟମ: ବିକଶିତ ହେବ କ୍ରୀଡ଼ା ଭିତ୍ତିଭୂମି ଓ ପ୍ରତିଭା

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ବ୍ଲକରେ ନିର୍ମାଣ ହେବ ଷ୍ଟାଡିୟମ। ଏନେଇ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ କ୍ୟାବିନେଟ। ରାଜ୍ୟର ସମସ୍ତ ବ୍ଲକରେ ହେବାକୁ ଥିବା ଷ୍ଟାଡିୟମ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୂପଣ କରିବା ପାଇଁ ବୁଧବାର କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ…

ଗୁରୁ କେଳୁଚରଣ ମହାପାତ୍ରଙ୍କ ୯୯ତମ ଜନ୍ମବାର୍ଷିକୀ ପାଳିତ

ଭୁବନେଶ୍ୱର: ଚଳିତ ବର୍ଷ ସୃଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ) ଫେବୃଆରୀ ୧୨ରେ ଭୁବନେଶ୍ୱରର ଉତ୍କଳ ରଙ୍ଗମଂଚ ଠାରେ ଗୁରୁଜୀଙ୍କ ୯୯ତମ ଜନ୍ମବାର୍ଷିକୀ ପାଳନ କରାଯାଇଛି। ଏଥିପାଇଁ ସୃଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ), ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ…

ଶିକ୍ଷକ ଅପହରଣ ଘଟଣାରେ ୩ ଗିରଫ, ଶିକ୍ଷକ ଉଦ୍ଧାର

ମୟୂରଭଞ୍ଜ: ବହୁ ଚର୍ଚ୍ଚିତ ଶିକ୍ଷକ ଅପହରଣ ଘଟଣାର ପର୍ଦ୍ଦାଫାସ ହୋଇଛି। ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ପୁଲିସ  ଅପହରଣ କରାଯାଇଥିବା ଶିକ୍ଷକଙ୍କୁ ଉଦ୍ଧାର କରିଥିବା ବେଳେ ଏହି ଘଟଣାରେ ସଂପୃକ୍ତ ୩ ଜଣ ଅଭିଯୁକ୍ତ ସୌଭାଗ୍ୟ ଦାସ, ପ୍ରଭାତ କୁମାର ମହାନ୍ତି ଓ ବ୍ରହ୍ମାନନ୍ଦ ନାଏକଙ୍କୁ ପୁଲିସ ଅଟକ…

ଡବଲ ଇଞ୍ଜିନ ସରକାରର ଅପାରଗତାକୁ ବିଜେଡି ମୁଖ୍ୟ ଆୟୁଧ କରିବ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଲେ ଯେ ଡବଲ ଇଞ୍ଜିନ ସରକାର ୮ ମାସ ହେଲା ଦାୟିତ୍ୱ ନେଲଣି, କିନ୍ତୁ ତାଙ୍କ ଦୃଷ୍ଟିଭଙ୍ଗୀ ଓ କାର୍ଯ୍ୟଧାରାରେ ଓଡିଶା…

ରାଜ୍ୟ ପର୍ଯ୍ୟଟନସ୍ଥଳୀ ସହ ଯୋଡି ହେଲା ଆଉ ୨୦ଟି ନୂଆ ସ୍ଥାନ

କେନ୍ଦୁଝର: ରାଜ୍ୟର ପର୍ଯ୍ୟଟନସ୍ଥଳୀ ସହ ଯୋଡି ହେଲା ଆଉ ୨୦ଟି ନୂଆ ସ୍ଥାନ । ଆଜି ରାଜ୍ୟର ୨୦ଟି ସ୍ଥାନକୁ ପର୍ଯ୍ୟଟନସ୍ଥଳୀ ଘୋଷଣା କଲେ ରାଜ୍ୟ ସରକାର । ଏଥିରେ କେନ୍ଦୁଝର ଜିଲ୍ଲାର ସର୍ବାଧିକ ୭ଟି ସ୍ଥାନ ରହିଛି । ନୂତନ ଭାବରେ ମାନ୍ୟତା ମିଳିଥିବା ପର୍ଯ୍ୟଟନ କେନ୍ଦ୍ରଗୁଡ଼ିକ ହେଲା…

ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍‌ ତଳୁ ଜଣେ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି । ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଦନ୍ତ କରୁଛି ପୋଲିସ । କେହି ଦୁର୍ବୁତ୍ତ ଯୁବତୀଙ୍କ ତଣ୍ଟି…

ବ୍ୟକ୍ତିଗତ ସଚିବଙ୍କୁ ହଟାଇବା ଲାଗି ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ତାଙ୍କ ବ୍ୟକ୍ତିଗତ ସଚିବ ତଥା ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ପରାଗ ହର୍ଷଦ ଗଭାଲିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ପରାଗ ହର୍ଷଦ ଗଭାଲି କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ…

କଟକ ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟ, ୩ଟି ଟ୍ରେନର ମାର୍ଗ ପରିବର୍ତ୍ତନ…

କଟକ: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଅନ୍ତର୍ଗତ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ନିର୍ମାଣ ଏବଂ ୟାର୍ଡ଼ ନବୀକରଣ ଓ ଅନ୍ୟାନ୍ୟ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ମାସକ ମଧ୍ଯରେ ତିନୋଟି ଦୂରଗାମୀ ଟ୍ରେନକୁ ମାର୍ଗ ପରିବର୍ତ୍ତନ କରିବାକୁ ଯୋଜନା…

ଆନନ୍ଦବଜାରରେ ମିଳିବ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ

ଭୁବନେଶ୍ୱର: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର…