Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାଲିଛି ପୂଜାର୍ଚ୍ଚନା, ଭଲ ହୋଇ ଘରକୁ ଫେରିବେ ଉତ୍ତମ

ବାରିପଦା: ଚାଲିଛି ପୂଜାର୍ଚ୍ଚନା । ଖୁବ୍ ଶୀଘ୍ର ଭଲ ହୋଇ ଘରକୁ ଫେରିବେ ଉତ୍ତମ । ଦିଲ୍ଲୀରେ ଚାଲିଛି ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଚିକିତ୍ସା । ଉତ୍ତମଙ୍କ ସ୍ଵାସ୍ଥ୍ୟବସ୍ଥା ଏବେ ସ୍ଥିର ଥିବା ବେଳେ ତାଙ୍କର ଜନ୍ମ ମାଟିରେ ଉତ୍ତମଙ୍କ ଆଶୁ ଆରୋଗ୍ୟ କାମନା କରି ଚାଲିଛି ପୂଜାର୍ଚ୍ଚନା…

ରାଜ୍ୟରେ ୩ ଦିନ ଭିତରେ ଖସିବ ପାରଦ, କମିବ ତାତି

ଭୁବନେଶ୍ୱର: ରାଜ୍ୟରେ ଏବେ ଅନେକ ସ୍ଥାନରେ ଗରମ ଅନୁଭୂତ ହେବାରେ ଲାଗିଛି । ଫେବୃଆରୀ ମାସରେ ବି ଗ୍ରୀଷ୍ମର ଅନୁଭୂତ ହେଉଛି । ଯାହା ଫଳରେ ଏବେ ଠାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବାବେଳେ, ପାଣି ପାଗ ବିଭାଗ ପକ୍ଷରୁ ଆଶ୍ବସ୍ତି କଲା ଭଳି ଏକ ଖବର ସାମ୍ନାକୁ ଆସିଛି । ଭୁବନେଶ୍ବର ଆଞ୍ଚଳିକ…

କାଠଯୋଡିରୁ ମିଳିଲା ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ

କଟକ: କଟକର କାଠଯୋଡି ନଦୀ କୂଳରେ ବୁଧବାର ଦିନ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ପ୍ରତୀକ ଦାସ ବୋଲି ଜଣାପଡିଛି। ସେ ଭୁବନେଶ୍ୱରର ନୀଳାଦ୍ରି ବିହାରର ବାସିନ୍ଦା। ସୂଚନା ଅନୁଯାୟୀ, ପ୍ରତୀକ ମଙ୍ଗଳବାରଠାରୁ ନିଖୋଜ ଥିଲେ। ସେ ଘରକୁ ନ ଫେରିବାରୁ…

୧୬ରୁ କ୍ରିକେଟ୍ ଲିଗ୍; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବୋନି କପୁର ଏବଂ ଅର୍ଜୁନ କପୁର

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଛନ୍ତି ବଲିଉଡ୍ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନୀ କପୁର। ସୂଚନା ଅନୁଯାୟୀ, ଏନେଇ ଦୁହେଁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।…

ଓଡିଶାରୁ ହେଉଛି ସବୁଠୁ ଅଧିକ ମହିଳା ଓ ଶିଶୁ ଚାଲାଣ

ପୁରୀ: ଓଡିଶାରୁ ସର୍ବାଧିକ ମହିଳା ଓ ଶିଶୁ ଚାଲାଣ ହେଉଛି । ଆଜି ପୁରୀରେ ଆୟୋଜିତ ‘ମାନବ ଚାଲାଣ’ ସମ୍ପର୍କିତ ସଚେତନତା କର୍ମଶାଳାରେ କିଛି ଏପରି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି, ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକର । ଖାଲି ସେତିକି ନୁହେଁ, ଯେଉଁମାନଙ୍କୁ ବି ଉଦ୍ଧାର କରାଯାଉଛି,…

‘କଂଗ୍ରେସ କ୍ଷମତାକୁ ଆସିଲେ ମୁଁ ମୁଖ୍ୟମନ୍ତ୍ରୀ ହେବିନାହିଁ’

ଭୁବନେଶ୍ବର: କ୍ଷମତାକୁ ଫେରିଲେ ମୁଖ୍ୟମନ୍ତ୍ରୀ ହେବିନାହିଁ । ଯେଉଁମାନେ କଂଗ୍ରେସକୁ ଫେରିବେ ସେମାନଙ୍କୁ ବିନା ସର୍ତ୍ତରେ ଗ୍ରହଣ କରାଯିବ । ରାଜ୍ୟ କଂଗ୍ରେସର ମଙ୍ଗ ଧରିବା ପରେ ଆଜି କିଛି ଏମିତି ବଡ ବୟାନ ଦେଇଛନ୍ତି ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ । ବହୁ ଆଲୋଚନା ଏବଂ ସମାଲୋଚନା…

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ: ବୁଧବାର ରାଜ୍ୟ ସରକାରଙ୍କ ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଫେବୃଆରୀ ୧ରେ ବିଭାଗ ପକ୍ଷରୁ ଏହି…

ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଭୁବନେଶ୍ବର: କନିଷ୍ଠ ଶିକ୍ଷକଙ୍କ ପାଇଁ ବଡ ଖୁସି ଖବର ଦେଇଛନ୍ତି ସରକାର ।  କନିଷ୍ଠ ଶିକ୍ଷକ(ସ୍କିମାଟିକ୍)ଙ୍କର ଦରମା ବଢାଇଛନ୍ତି ।  ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ପାରିଶ୍ରମିକ ମାସିକ ୧୧ ହଜାର ଶହେ ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ସ୍କୁଲ ଏବଂ ଗଣଶିକ୍ଷା…

ପବିତ୍ର ମାଘ ପୂର୍ଣ୍ଣିମା; ଗଜୋଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ତେବେ ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ।…

ସ୍ମାର୍ଟ ହେବେ ବିଧାୟକ: ଏଣିକି ପେପର ନୁହେଁ ଟ୍ୟାବ୍‌ରେ ପଢ଼ିବେ

ଭୁବନେଶ୍ବର: ଏଣିକି ଆଉ ପେପର ଦେଖିବେ ନାହିଁ ବିଧାୟକ । ପେପର ଲେସ୍ ହେବ ବିଧାନସଭା । ସ୍ବାର୍ଟ ହେବେ ବିଧାୟକ । ଏବେ ପେପର ବଦଳରେ ଟ୍ୟାବରେ ପଢିବେ ବିଧାୟକ । ଏଥିପାଇଁ ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଟ୍ୟାବ୍ ଲାଗିଛି । ଏଥର ବିଧାନସଭାରେ କୌଣସି ପ୍ରଶ୍ନୋତ୍ତର କିମ୍ବା କୌଣସି…