Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ନବମ, ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

କଟକ: ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ମଙ୍ଗଳବାର କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ କେବଳ ମଧ୍ୟାହ୍ନ ଭୋଜନ ମିଳୁଥିବା ବେଳେ ଏଥିରେ ଏବେ ଏହି ଦୁଇ…

ସଡ଼କ ସୁରକ୍ଷା ଉପରେ ଗୁରୁତ୍ୱ; ନୂଆ ରାଜପଥରେ କାର୍ଯ୍ୟକ୍ଷମ ହେବ ଆଇଇଏମଏସ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଥିବା ସଡ଼କ ଦୁର୍ଘଟଣା ହ୍ରାସ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । ଏ ସଂକ୍ରାନ୍ତରେ ମଙ୍ଗଳବାର ଖାରବେଳ ଭବନରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଡ଼କ ଦୁର୍ଘଟଣା…

କ୍ଲବଫୁଟ ଅଭିଯାନକୁ ଆଉ ଦୁଇ ବର୍ଷ ସମ୍ପ୍ରସାରିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର କ୍ୟୋର ଇଣ୍ଡିଆ ଟ୍ରଷ୍ଟ ସହିତ ବୁଝାମଣା ପତ୍ର ସ୍ଵାକ୍ଷର କରି କ୍ଲବଫୁଟ ଅଭିଯାନକୁ ଆଉ ଦୁଇବର୍ଷ ସମ୍ପ୍ରସାରିତ କରିଛନ୍ତି । କ୍ଲବଫୁଟ ଦ୍ୱାରା ପ୍ରଭାବିତ ହେଉଥିବା ନବଜାତ ଶିଶୁମାନଙ୍କ ସମ୍ପୂର୍ଣ ମାଗଣା ଓ ଉତ୍ତମ ଚିକିତ୍ସା ଏହି ଚୁକ୍ତିନାମାର ପ୍ରଧାନ ଆଭିମୁଖ୍ୟ…

ଏକାଦଶ ଜଗଦୀଶ କଥା ସମ୍ମାନ ପାଇବେ ପବିତ୍ର ପାଣିଗ୍ରାହୀ

ଭୁବନେଶ୍ୱର: ଓଡ଼ିଆ କଥାସାହିତ୍ୟର ଟ୍ରେଣ୍ଡସେଟର ଜଗଦୀଶ ମହାନ୍ତିଙ୍କ ସ୍ମୃତିରେ ଗଠିତ ‘ଜଗଦୀଶ ମହାନ୍ତି ଟ୍ରଷ୍ଟ’ ତରଫରୁ ୨୦୨୫ ମସିହା ପାଇଁ ସମ୍ମାନଜନକ ‘ଜଗଦୀଶ କଥା ସମ୍ମାନ’ ଘୋଷଣା କରାଯାଇଛି। ଏହି ପୁରସ୍କାର ପାଇଁ ଏଥର ପ୍ରବୀଣ କଥାକାର ପବିତ୍ର ପାଣିଗ୍ରାହୀ ମନୋନୀତ ହୋଇଛନ୍ତି।…

ରାଜ୍ୟରେ ଖୋଲିବ ପ୍ରାକ ବିବାହ ପରାମର୍ଶ କେନ୍ଦ୍ର: ଜାତୀୟ ମହିଳା କମିଶନ

ଭୁବନେଶ୍ୱର: ଆଜି ଲୋକସେବା ଭାବନରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ସମୟରେ ସମାଜରେ ଅଧିକ ମାତ୍ରାରେ ହେଉଥିବା ବିବାହ ବିଛେଦକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ପ୍ରାକ ବିବାହ ପରାମର୍ଶ କେନ୍ଦ୍ର ଖୋଲାଯିବା ନେଇ…

ନୂଆ ପିସିସି ସଭାପତି ହେଲେ ଭକ୍ତଚରଣ ଦାସ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ। ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ନୂଆ ସଭାପତି ବନିଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସ। ଏଆଇସିସି ପକ୍ଷରୁ ତାଙ୍କୁ ନିଯୁକ୍ତ କରାଯାଇଛି। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପ୍ରେସ ବିଜ୍ଞପ୍ତି ଜରିଆରେ…

ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ହେବ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍!

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମରେ ଗତ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ମ୍ୟାଚ୍ ସମୟରେ ଷ୍ଟାଡିୟମର ୬ଟି ଫ୍ଲଡ୍ ଲାଇଟ୍ ମଧ୍ୟରୁ ଗୋଟିଏ ହଠାତ୍ ବନ୍ଦ ହୋଇଯିବା ଘଟଣା ଉପରେ ବିସ୍ତୃତ ସୂଚନା ଦେଇଛନ୍ତି ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ମନ୍ତ୍ରୀ…

ବାରବାଟୀରେ ଫ୍ଲଡଲାଇଟ ଅଚଳ ଘଟଣା; ଓସିଏକୁ ପରୋକ୍ଷରେ ଦୋଷ ଲଦିଲେ ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: କଟକ ବାରବାଟି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ହଠାତ୍ ଲାଇଟ୍ ଲିଭିଯିବା ରୁ ମ୍ୟାଚ୍ କିଛି ସମୟ ପାଇଁ ବନ୍ଦ ରହିଥିଲା । ଏହି ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଶକ୍ତି ମନ୍ତ୍ରୀ…

ଓଡ଼ିଶାର ଅକ୍ଷୟ ଶକ୍ତିରେ ୧ ବିଲିୟନ ଆମେରିକୀୟ ଡଲାର ନିବେଶ ପାଇଁ ଇଚ୍ଛୁକ ଏଚଆଇଏଫ

ଭୁବନେଶ୍ୱର: ସରିଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ । ହେଲେ ଏବେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କର ସୁଅ ଛୁଟୁଛି । ଚିଲିର ଏଚଆଇଏଫ୍ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏନେଇ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ…

ସୁଭଦ୍ରା ଯୋଜନା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହାକୁ ମିଶାଇ ବତ୍ତର୍ମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା କିସ୍ତି ପାଇସାରିଲେଣି । ଏହା ସତ୍ତ୍ବେ ଏବେ ସୁଦ୍ଧା ଅଢେଇ ଲକ୍ଷରୁ ଅଧିକ ଯୋଗ୍ୟ…