Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁଭଦ୍ରା ଯୋଜନା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହାକୁ ମିଶାଇ ବତ୍ତର୍ମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା କିସ୍ତି ପାଇସାରିଲେଣି । ଏହା ସତ୍ତ୍ବେ ଏବେ ସୁଦ୍ଧା ଅଢେଇ ଲକ୍ଷରୁ ଅଧିକ ଯୋଗ୍ୟ…

ଜଳ ସଙ୍କଟରୁ ପାଇବେ ମୁକ୍ତି, ଗ୍ରୀଷ୍ମପ୍ରବାହ ପୂର୍ବରୁ ସବୁ ଗାଁରେ ବିଶୁଦ୍ଧ ପାଣି ଯୋଗାଇ ଦେବେ ସରକାର

ଭୁବନେଶ୍ଵର: ଖୁବଶୀଘ୍ର ରାଜ୍ୟରେ ଦୁର ହେବ ଜଳ ସଙ୍କଟ । ପ୍ରତି ୭୦ ଲୋକଙ୍କ ପାଇଁ ରହିବ ଗୋଟିଏ ନଳକୂପ । ସେହିପରି ୭୦ରୁ ଅଧିକ ଲୋକ ଥିଲେ ହେବ ଦୁଇଟି ନଳକୂପ । ଏନେଇ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ । ଦୁର୍ଗମ ଓ ଉପାନ୍ତ…

ଆରମ୍ଭ ହେଲା ‘ଅରୁଣିମା ୨୦୨୫’; ପ୍ରଥମ ଦିନରେ ୭୪୫ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ

ବ୍ରହ୍ମପୁର: ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ (ଟିଏସ୍‌ଏଫ୍‌) ଓ ଟାଟା ଷ୍ଟିଲ୍ ସ୍ପେସିଆଲ୍ ଇକୋନମିକ୍ ଜୋନ୍ (ଟିଏସ୍‌ଏସ୍‌ଇଜେଡ୍‌) ଦ୍ୱାରା ‘ଅରୁଣିମା ୨୦୨୫’ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମ୍‌ରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ…

ଟ୍ବିନ ସିଟିରେ କଡ଼ାକଡି ଚେକିଂ: ମଦ ପିଇ ଗାଡି ଚଳାଇଲେ ଦେବାକୁ ପଡିବ ଏତିକି…

ଭୁବନେଶ୍ୱର: ଏବେ ସାବାଡ ହେବେ ଅମାନିଆ ଓ ମଦୁଆ ଡ୍ରାଇଭର । କାରଣ ଏମାନଙ୍କୁ ଧରିବାକୁ ଟ୍ବିନ ସିଟିରେ ଯୋରଦାର ହୋଇଛି ଚେକିଂ । ଉଭୟ ସହରର ଗଳି କନ୍ଦିରେ ଜଗି ରହିଛନ୍ତି ପୋଲିସ ଅଧିକାରୀ । ଯେଉଁମାନେ ଅମାନିଆ ନିୟମ ଉଲ୍ଲଙ୍ଘନ କରୁଛନ୍ତି ବା ନିୟମକୁ ଯାହାର ଖାତିର ନାହିଁ ସେମାନଙ୍କ ଉପରେ କଡା…

ପାଞ୍ଜିରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

ପୁରୀ: ପଞ୍ଜିକା ସମନ୍ବୟ ନେଇ ଶେଷ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ। ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଆଜିର ବୈଠକରେ ୫ଟି ପଞ୍ଜିକା ପ୍ରକାଶକ ଯୋଗଦାନ କରିଥିଲେ।…

ଓଡ଼ିଶା ସ୍ୱାସ୍ଥ୍ୟସେବା ନିୟମରେ ହେବ ପରିବର୍ତ୍ତନ, ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ (ମେଥଡ୍‌ ଅଫ୍‌ ରିକ୍ୟୁଟ୍‌ମେଣ୍ଟ ଆଣ୍ଡ କଣ୍ଡିସନ୍‌ସ ଅଫ୍‌ ସର୍ଭିସେସ) ଆମେଣ୍ଡମେଣ୍ଟ ରୁଲସ୍‌-୨୦୨୫ କରାଯିବ। ଅର୍ଥାତ ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ ଆମେଣ୍ଡମେଣ୍ଟ ରୁଲସ୍‌ ୨୦୧୭ରେ ପରିବର୍ତ୍ତନ ଅଣାଯିବ। ଏହାଦ୍ୱାରା ଡାକ୍ତରଙ୍କ…

ବଜେଟ ଅଧିବେଶନ ପାଇଁ ରାଜଧାନୀରେ ଜାରି ହେଲା ଟ୍ରାଫିକ କଟକଣା… 

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଆଗାମୀ ବଜେଟ୍ ଅଧିବେଶନକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଯାନବାହାନ ଚଳାଚଳ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ବିଧାନସଭାର ବଜେଟ୍ ଅଧିବେଶନ ଫେବୃଆରୀ ୧୩ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ…

୧୫ ଭିତରେ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ସରେଣ୍ଡର ନକଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାସନ୍‌କାର୍ଡ ଇ-କେୱାଇସି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ କରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ସୂଚନା ଅନୁସାରେ ଇ-କେୱାଇସି ପାଇଁ ରାସନ ହିତାଧିକାରୀଙ୍କ ପାଖରେ ଆଉ ମାତ୍ର ୪ ଦିନ ସମୟ ରହିଛି। ୧୫ ତାରିଖ ଭିତରେ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ସରେଣ୍ଡର…

ଉତ୍ତମ ମହାନ୍ତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହରି ଭିତରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ…

ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର

ଭୁବନେଶ୍ବର: ସନ୍ଧ୍ୟା ହେଲେ କନ୍ଦାଏ ବାଣୀବିହାର ଠାରୁ ଜୟଦେବ ବିହାର ଦେଇ ପଟିଆ ରାସ୍ତା ।  ଭିଡ , ଗାଡି ଜାମ୍ ନକହିବା ଭଲ । ଘଣ୍ଟା ଘଣ୍ଟା ଧରି ଜାମରେ ହନ୍ତସନ୍ତ ହୁଅନ୍ତି ରାଜଧାନୀବାସୀ । ହେଲେ ଏବେ ସେମାନେ ସୁରୁଖୁରୁରେ ଘରେ ପହଞ୍ଚିବେ । କାରଣ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ…