Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିବାସୀ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ: ୪ ଅଟକ

କୋରାପୁଟ: ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ଜଘନ୍ୟକାଣ୍ଡ। ଠାକୁରାଣୀ ଯାତ୍ରାରେ ନାଟକ ଦେଖିବାକୁ ଯାଇଥିବା ବେଳେ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ଥାନାରେ ୪ ଜଣ…

ରାଜ୍ୟରେ ବଢିବ ଏନସିସି କ୍ୟାଡେଟ ସଂଖ୍ୟା, ପ୍ରତିଷ୍ଠା ହେବ ୩ଟି ଟ୍ରେନିଙ୍ଗ୍ ସେଣ୍ଟର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ NCC ଡିଜି ଲେଫ୍ଟନନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ। ଓଡ଼ିଶାରେ ଏନସିସିର ସଂପ୍ରସାରଣ ସମ୍ପର୍କରେ କଲେ ଆଲୋଚନା। କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ହେବ ଟ୍ରେନିଂ ସେଣ୍ଟର। କୋରାପୁଟରେ ହେବ ଏନସିସି ଗ୍ରୁପ୍ ହେଡକ୍ବାର୍ଟର୍ସ ପ୍ରତିଷ୍ଠା।…

ଆସନ୍ତାକାଲି ଠାରୁ ଆରମ୍ଭ ହେବ ‘ଯୋରନ୍ଦା ମେଳା’: ଝାଡ଼ ଦୀପ ଜାଳି ବିଶ୍ୱର କଲ୍ୟାଣ ମନାସିବେ ମହିମା ସାଧୁ

ଢେଙ୍କାନାଳ: ମହିମା ଧର୍ମର ଉତ୍ପତ୍ତି ସ୍ଥଳ ଯୋରନ୍ଦା ମହିମାଗାଦି। ଏଥିପାଇଁ ସଜେଇ ହୋଇଛି ଢ଼େଙ୍କାନାଳର ଯୋରନ୍ଦା ସ୍ଥିତ ମହିମାଗାଦି, ଏହା ମହିମା ଧର୍ମର ମୁଖ୍ୟପୀଠ । ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା । ଏଠାରେ ମହଣ ମହଣ ଘିଅରେ ବିଶ୍ୱର କଲ୍ୟାଣ ପାଇଁ ଜଳିବ…

ଖେଳ ପରିଚାଳନାରେ ବିଭ୍ରାଟ; କ୍ରୀଡା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଆପ୍

ଭୁବନେଶ୍ବର: ଗତକାଲି ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା କ୍ରିକେଟ୍ ମ୍ୟାଚ ଅବସରରେ ଫ୍ଲଡ୍ ଲାଇଟ୍ ଅଚଳ ଯୋଗୁଁ ଦୀର୍ଘ ୨୬ ମିନିଟ୍ ଧରି ଖେଳ ବନ୍ଦ ରହିବା ଘଟଣାରେ କ୍ରୀଡା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ରାଜ୍ୟ ଆମ ଆଦମୀ ପାର୍ଟି । ଦଳ ପକ୍ଷରୁ କୁହାଯାଇଛି ଯେ, ଓସିଏ ଏବଂ କ୍ରୀଡା ବିଭାଗର…

କୃମି ଔଷଧ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ, ଚିକିତ୍ସା ଜାରି

ବାଲେଶ୍ବର: କୃମି ଔଷଧ ଖାଇ ଅସୁସ୍ଥ ହୋଇପଡିଛନ୍ତି ସ୍କୁଲର ୬ ଜଣ ଛାତ୍ରଛାତ୍ରୀ । କେଦାରପୁର ପଞ୍ଚାୟତ ଥାନେଶ୍ବର ସ୍ଥିତ ସ୍କୁଲରେ ଏଭଳି ଘଟଣା ସାମ୍ନାକୁ ଆସିଛି । ଅସୁସ୍ଥ ହେବା ପରେ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ସୋମବାର କେଦାରପୁର ପଞ୍ଚାୟତ…

ଭାରତୀୟ ଫ୍ୟାନ୍ସଙ୍କ ସମ୍ମୁଖରେ ଭାରତ ସହ ମୁକାବିଲା କରିବା ଆମ ପାଇଁ କଠିନ: ଜର୍ମାନୀ ମହିଳା ଦଳର କୋ-କ୍ୟାପଟେନ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଆଜି (ସୋମବାର) ଜର୍ମାନୀ ମହିଳା ହକି ଦଳ  ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । କୋ-କ୍ୟାପଟେନ୍ ଲିନିୟା ୱିଡେମାନ୍ ଏବଂ ସାରା ଷ୍ଟ୍ରସ୍ ଙ୍କ ନେତୃତ୍ୱରେ ଜର୍ମାନୀ ମହିଳା ଦଳ ୨୧ ଏବଂ ୨୨ ଫେବୃଆରୀରେ…

ଆସନ୍ତାକାଲି ଭୁବନେଶ୍ୱରରେ ହେବ ମହିଳା ଜନଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ମହିଳାମାନଙ୍କୁ ସଶକ୍ତ କରିବା ଏବଂ ତୃଣମୂଳ ସ୍ତରରେ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ ଜାତୀୟ ମହିଳା ଆୟୋଗ 'ଜାତୀୟ ମହିଳା କମିଶନ- ଆପଣଙ୍କ ଦ୍ୱାରରେ' ଶୀର୍ଷକ ନାମକ ଏକ ଜନ ଶୁଣାଣି ଆୟୋଜିତ ହେବ। ଏହି ଜନଶୁଣାଣି ୧୧ ଫେବୃଆରୀ ୨୦୨୫ ଦିନ ଅପରାହ୍ନ ୨ ଟାରେ ଭୁବନେଶ୍ୱର…

ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିକୁ ଓଡ଼ିଶାର ପ୍ରତିଟି ବ୍ଲକରେ ପହଞ୍ଚାଇବା ଆମର ଲକ୍ଷ୍ୟ: କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମ ଟେନିସ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଆୟୋଜିତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ନିମନ୍ତେ ପ୍ରସ୍ତାବିତ ହୋଇଥିବା ମାଷ୍ଟର ପ୍ଲାନ ସମ୍ବନ୍ଧରେ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଏହି…

୭୦ରୁ ଅଧିକ ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ନଳକୂପ: ମନ୍ତ୍ରୀ ରବି ନାରାୟଣ ନାଏକ 

ଭୁବନେଶ୍ୱର: ଗ୍ରୀଷ୍ମପ୍ରବାହ ପୂର୍ବରୁ ରାଜ୍ୟର ଗ୍ରାମାଞ୍ଚଳକୁ ବିଶୁଦ୍ଧ ପାନୀୟଜଳ ଯୋଗାଇବା ହେଉଛି ସରକାରଙ୍କ ପ୍ରାଥମିକତା। ଏଥିପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ। ବିଗତ ବର୍ଷମାନଙ୍କରେ ବିଦ୍ୟୁତ…

ଲୋକନାଥ ଦେବଙ୍କ ମହାଶିବରାତ୍ରୀ ଯେପରି ସୂଚାରରୂପେ ଶେଷ ହେବାନେଇ ବୈଠକ ଅନୁଷ୍ଠିତ

ପୁରୀ: ଚଳିତ ବର୍ଷ ଫେବୃଆରୀ ୨୬ ତାରିଖରେ ଅନୁଷ୍ଠିତ ହେବ ମହାଶିବରାତ୍ରୀ । ଲୋକନାଥ ପୀଠରେ ପ୍ରଭୁ ଲୋକନାଥ ଦେବଙ୍କ ଜାଗର ଯାତ୍ରାକୁ ସୁଚାରୁରୂପେ ପରିଚାଳନା ପାଇଁ ଏକ ବୈଠକ ଉପଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ଉପଜିଲ୍ଲାପାଳ ରାଜ କିଶୋର ଜେନା…