Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ଥିର ରହିଛି ଅଭିନେତା ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ବର: ସ୍ଥିର ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା। ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି। ଶନିବାର ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର…

ଗାଡି ଚାଳକ ହୁସିଆର: ଟ୍ୱିନ ସିଟିରେ ଗାଡି ଚେକିଂ କଡାକଡି

ଭୁବନେଶ୍ବର: ଆଜିଠୁ ଟ୍ୱିନ ସିଟିରେ ପୁଣି ଆରମ୍ଭ ହେବ ଗାଡି ଚେକିଂ। ଗାଡି ଚେକିଂ କଡାକଡି ହେବ ବୋଲି କମିଶନରେଟ୍ ପୋଲିସ ପୂର୍ବରୁ ସଚେତନ କରିଛି। ଚେକିଂ ପୂର୍ବରୁ ବିକଟାଳ ହର୍ଣ୍ଣ, କଳା କାଚ ନଲଗାଇବାକୁ ତାଗିଦ କରିଛି କମିଶନରେଟ୍ ପୋଲିସ। ଚେକିଂ ପୂର୍ବରୁ କାଢି ଦିଅନ୍ତୁ ନଚେତ୍ ଧରାପଡିଲେ…

ଫ୍ଲଡ ଲାଇଟ ବିଭ୍ରାଟକୁ ନେଇ କ୍ରୀଡା ମନ୍ତ୍ରୀଙ୍କ ବଡ଼ ବୟାନ: ଓସିଏକୁ ମଗାଯିବ ସ୍ପଷ୍ଟୀକରଣ

ଭୁବନେଶ୍ୱର: ଫ୍ଲଡ ଲାଇଟ ବିଭ୍ରାଟକୁ ନେଇ କ୍ରୀଡା ମନ୍ତ୍ରୀଙ୍କ ବଡ଼ ବୟାନ। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି, ଫ୍ଲଡ ଲାଇଟ୍ ଲିଭିବା ପ୍ରସଙ୍ଗରେ ଓସିଏ ପାଖରୁ ରିପୋର୍ଟ ମଗାଯିବ। ଓସିଏକୁ ମଗାଯିବ ସ୍ପଷ୍ଟୀକରଣ। ଅନ୍ୟପଟେ ବିଧାୟିକା ସୋଫିଆ ଫିରଦୋସ ମଧ୍ୟ ଏହି ଘଟଣାକୁ ନେଇ ତଦନ୍ତ…

ରାଜ୍ୟରେ ଖସିବ ପାରଦ: ୨ ଦିନ କୁହୁ଼ଡି ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ। ଏହାସହ କଲବଲ କରିବ ଘନ କୁହୁଡ଼ି। ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ମାର୍ଚ୍ଚ ୧ରେ ଦୁଲୁକିବ ବାରବାଟୀ, ଆସୁଛନ୍ତି ସଂଗୀତର ଜାଦୁଗର ଅରଜିତ୍ ସିଂ

ଭୁବନେଶ୍ୱର: ଓଡ଼ିଶାର ସଂଗୀତ ପ୍ରେମୀମାନଙ୍କୁ ନିଜ ରୋମାଣ୍ଟିକ ସଙ୍ଗରେ ହଜେଇବାକୁ ଆସୁଛନ୍ତି ଅରଜିତ୍ ସିଂ । ସେ ମାର୍ଚ୍ଚ ୧ ତାରିଖରେ ସିଲଭର ସିଟି ଭାବେ ପରିଚିତ କଟକରେ ଏକ ଲାଇଭ୍ କନସର୍ଟ କରିବେ । ଆୟୋଜକଙ୍କ ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମ ତାରିଶ ଏଣ୍ଟରଟେନମେଣ୍ଟ ଏବଂ ଆନନ୍ଦ…

ବାରବାଟୀ ଫାଇଟ୍: ମ୍ୟାଚ୍‌ ସହ ସିରିଜ୍‌ ହାତେଇଲା ଟିମ୍‌ ଇଣ୍ଡିଆ, ୪ ଓ୍ୱିକେଟ୍‌ରେ ଇଂଲଣ୍ଡକୁ କଲା ପରାସ୍ତ

କଟକ: ବାରବାଟିରେ ଭାରତର ବଡ଼ ବିଜୟ । ଇଂଲଣ୍ଡ ବିପକ୍ଷ ଦ୍ଵିତୀୟ ଦିନିକିଆ ମ୍ୟାଚକୁ ଭାରତ ୪ ୱିକେଟ୍‌ରେ ଜିତି ନେଇଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୩୦୪ ରନ କରି ଭାରତ ସାମ୍ନାରେ ୩୦୫ ରନର ଟାର୍ଗେଟ ରଖିଥିଲା । ଏହାକୁ ପିଛା କରି ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ପାର…

ସେଲ୍‌ଫି ନେବାବେଳେ ଗୋଡ଼ ଖସି ଯୁବକ ନିଖୋଜ

କଳାହାଣ୍ଡି: ସେଲଫି ନେବା ହେଲା କାଳ । ସେଲ୍‌ଫି ନେବାବେଳେ ଗୋଡ ଖସିଯିବାରୁ ଜଳପ୍ରପାତରେ ପଡି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକାରିଚଞ୍ଚରା ଜଳପ୍ରପାତରେ । ଯୁବକ ଜଣକ ହେଲେ ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା…

ଯାଜପୁରକୁ ୧ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଯଯାତି-୨୦୨୫ର ଉଦଘାଟନ ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ଉଦଘାଟନୀ ଉତ୍ସବରେ ସାମିଲ ହୋଇ ଯାଜପୁର ପାଇଁ ବଡ଼ ଘୋଷଣା କରିଛନ୍ତି । ଏହି ଅବସରରେ ଯାଜପୁରକୁ ୧ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୫୦ କୋଟି ଟଙ୍କାରେ ମା' ବିରଜା ମନ୍ଦିରର…

ସ୍ବାସ୍ଥ୍ୟକ୍ଷେତ୍ରକୁ ନେଇ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ବକ୍ତବ୍ୟ ଦେଇଥିଲେ ମୁଖ୍ୟମନ୍ତ୍ରୀ ।…

ବିଦ୍ୟୁତ ଆଘାତରେ ୨ ଦାଦନ ଶ୍ରମିକ ମୃତ

ସିନ୍ଧେକେଲା: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ବାପ ପୁଅ  ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଖଟିବାକୁ ଯାଇ ଜୀବନ ହାରିଛନ୍ତି। ବିଦ୍ୟୁତ ଆଘାତରେ ବାପା ପୁଅଙ୍କ ଜୀବନ ଯାଇଥିବା ଜାଣିବାକୁ ମିଳିଛି। ଏପଟେ ଘଟଣାକୁ…