Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୋଟିଏ ସପ୍ତାହରେ ସୁନା ଦର ବଢିଲାଣି ୨୧୮୦ଟଙ୍କା

ଭୁବନେଶ୍ବର: ଟେନସନ ବଢ଼ାଇ ଚାଲିଛି ସୁନା ଦର । ବର୍ତ୍ତମାନ ୮୬ ହଜାର ଉପରକୁ ଟପିଲାଣି ରେଟ୍ । ଗତ ସପ୍ତାହରେ ଦେଶରେ ୨୪ କ୍ୟାରେଟ ସୁନା ଦାମ ୨୧୮୦ ଟଙ୍କା ବଢିଯାଇଥିଲା । ସେହିଭଳି ୨୨ କ୍ୟାରେଟ ୨୦୦୦ ଟଙ୍କା ବଢିଥିଲା । ଆଜି ରବିବାର ୯ ଫେବୃୟାରୀରେ ଭୁବନେଶ୍ବରରେ ୨୪ କ୍ୟାରେଟ ୮୬,୬୭୦…

ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ…

ବାରବାଟୀ ଫାଇଟ୍: ଦର୍ଶକ ଉତ୍ସାହିତ, ଟିମ୍ ଇଣ୍ଡିଆକୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

କଟକ: ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। କଟକ ବାରବାଟୀରେ ହେବ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ । ଅପରାହ୍ନ ୧ଟା ୩୦ରେ ରୋହିତ ଶର୍ମାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ମେନ ଇନ ବ୍ଲୁ । ଏପଟେ ଫ୍ୟାନ୍ସଙ୍କ ପାଇଁ ଦିନ ୧୧ଟାରେ ଖୋଲିବ ବାରବାଟୀ ଷ୍ଟାଡ଼ିୟମ ଗେଟ୍। ଏପଟେ ସକାଳୁ ସକାଳୁ କ୍ରିକେଟ…

ରାଜ୍ୟରେ ପୁଣି କମିଲା ତାପମାତ୍ରା, କଲବଲ କରିବ ଘନ କୁହୁଡି

ଭୁବନେଶ୍ଵର: କିଛି ଦିନର ବିରତି ପରେ ରାଜ୍ୟରେ ପୁଣି କମିଲା ତାପମାତ୍ରା । ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ସେପଟେ ଗୁରୁଚାପ ବଳୟ ଦେଶର ମଧ୍ୟଭାଗକୁ ସ୍ଥାନାନ୍ତରଣ ହେତୁ ଏହି ପ୍ରକ୍ରିୟା ଆହୁରି ପ୍ରଶମିତ ହୋଇଛି ।…

ଉଦ୍‍ଘାଟନ ହେଲା ୨୧ତମ ଧଉଳୀ କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର: ଶୀତୁଆ ସନ୍ଧ୍ୟା ସାଙ୍ଗକୁ ଧଉଳି ପାଦ ଦେଶର ସୁଲୁସୁଲିଆ ପବନ। ଓଡ଼ିଶୀ ନୃତ୍ୟ ଶିଳ୍ପୀଙ୍କ ଘୁଙ୍ଗୁରର ପଦଧ୍ୱନୀରେ ମୁଖରିତ ହେଉଥିଲା ଚାରିଦିଗ। ଏଭଳି ଏକ ରୋମାଞ୍ଚକର ପରିବେଶ ମଧ୍ୟରେ ଉଦଘାଟିତ ହୋଇଛି ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ। ଐତିହାସିକ ଧଉଳି ଶାନ୍ତିସ୍ତୁପର ପାଦଦେଶରେ…

ରେଳବାଇ ଓଡ଼ିଶାରେ ୨୦୨୪-୨୫ ବଜେଟ୍ ଆବଣ୍ଟନର ୮୧% ଖର୍ଚ୍ଚ ସହ ରେକର୍ଡ କରିଛି…

ଭୁବନେଶ୍ୱର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ମୋଟ ବଜେଟ୍ ଆବଣ୍ଟନ ୧୦,୫୮୬ କୋଟି ଟଙ୍କା କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ୮୧.୭୮% ଖର୍ଚ୍ଚ କରି ରେକର୍ଡ କରିଛି। ଚଳିତ ୨୦୨୪-୨୫ ଆର୍ଥିକ ବର୍ଷର ଜାନୁଆରୀ ୨୦୨୫ ସୁଦ୍ଧା ୮୬୫୭.୨୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି।…

ଫେବୃଆରୀ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ 

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ…

ମେ’ ୪ରେ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା; ଓଡ଼ିଆ ଭାଷାରେ ରହିବ ପ୍ରଶ୍ନପତ୍ର

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ଛାତ୍ରଛାତ୍ରୀମାନେ…

ବାଜିଲା କ୍ୟାବିନେଟ ମୋହର; ୩୧୪ ବ୍ଲକରେ ହେବ ଷ୍ଟାଡିୟମ

ଭୁବନେଶ୍ୱର: ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଷ୍ଟାଡିୟମ ନିର୍ମାଣ ନେଇ ଏକ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି…

ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ଵର: ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର । କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ମିଳିବ । ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ମିଳିବ । ପଏମ୍ ଆବାସ ଯୋଜନାରୁ ବାଦ ଲୋକଙ୍କୁ ମଧ୍ୟ…