Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମୋ ବସ୍‌’ ଏକ ଅହଂକାର ଶବ୍ଦ, ବଦଳିବ ‘ମୋ ବସ୍’ର ନାମ: କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ବଦଳିବ ‘ମୋ ବସ୍‌’ର ନାଁ । ‘ମୋ ବସ୍’ ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍‌’ । ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ‘ମୋ ବସ୍‌’ ଏକ ଅହଂକାର ଶବ୍ଦ । ମୋହନ ସରକାର ଲୋକଙ୍କ ସରକାର । ତେଣୁ ମୋ ବଦଳରେ ଆମର କହିବା ଠିକ୍‌ ହେବ ବୋଲି…

ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି

ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି । ଗତକାଲିଠାରୁ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଅଧିକ ଚିକିତ୍ସା…

ଭିସୁଟର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍‌ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ…

ବାଜିଲା କ୍ୟାବିନେଟ୍ ମୋହର, ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ଭୁବନେଶ୍ୱର: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍ । ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା…

ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା

କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି ୯ଟା ଏବଂ ରବିବାର ସକାଳ…

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି…

ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ…

ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ହଂସିତା-ଅନୀଲ୍‌

ଭୁବନେଶ୍ଵର: ଏଡିଜେ-୨ କୋର୍ଟଙ୍କ ଜାମିନ ଖାରଜ ପରେ ଏବେ ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଠକ ଦମ୍ପତ୍ତି ହଂସିତା-ଅନୀଲ୍‌ । ଇନ୍‌ଫୋସିଟି ଥାନାରେ ରୁଜୁ ହୋଇଥିବା ମାମଲାର ଜାମିନ ଆବେଦନ କରିଛନ୍ତି ଉଭୟ ହଂସିତା-ଅନୀଲ୍। ଭୁବନେଶ୍ୱର ଅତିରିକ୍ତ ଦୌରା ଜଜ୍ ଜାନୁଆରୀ ୧୮ ତାରିଖରେ…

ରାଜ୍ୟର ୧୮ ଲକ୍ଷ ମହିଳା ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା। ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ କରାଯିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ।…