Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରକାଶ ପାଇଲା ଓସିଏସ୍‌ ପ୍ରିଲିମ୍ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା ଓସିଏସ୍‌ ପ୍ରିଲିମ୍ ରେଜଲ୍ଟ । ମେନ୍ ପାଇଁ ୪ ହଜାର ୭୯୯ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭୩ ମହିଳା ମେନ୍ସ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଓସିଏସ୍-୨୦୨୩ ପ୍ରିଲିମ ରେଜଲ୍ଟ ପ୍ରକାଶ ପାଇଛି । ସୂଚନା ଯୋଗ୍ୟ,…

୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ଥରୀୟ ନିଯୁକ୍ତି ମେଳା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂତନ ଭାବେ ମନୋନୀତ…

ରାଜଧାନୀରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ ସହ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର: ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସେହିଭଳି ମନ୍ତ୍ରୀ ଶ୍ରୀ ମହାପାତ୍ର ଖଣ୍ଡଗିରିରେ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ରର ଉଦ୍ଘାଟନ କରିଥିଲେ । ସ୍ମାର୍ଟ ସିଟି…

ପୁଣି ବଢ଼ିପାରେ ଧାନର ସହାୟକ ମୂଲ୍ୟ

ଭୁବନେଶ୍ୱର: ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର। ଡାଲି ଓ ତୈଳଜାତୀୟ ଦ୍ରବ୍ୟର ବି ବଢ଼ିପାରେ ସହାୟକ ମୂଲ୍ୟ। ଆଜି କେନ୍ଦ୍ର ଆଗରେ ପ୍ରସ୍ତାବ ରଖିଲେ ପୂର୍ବ ଭାରତ ରାଜ୍ୟର ପ୍ରତିନିଧି ମଣ୍ଡଳ। ରାଜ୍ୟ ଅତିଥି ଭବନରେ ବସିଥିବା ବୈଠକରେ ପ୍ରସ୍ତାବ ରଖିଲେ ରାଜ୍ୟ ଗୁଡ଼ିକର…

ମୋ ବସ୍ ଦୁର୍ଘଟଣା ମାମଲା: ପରିବା ବୋଝେଇ ଲୁନା ଚାଳକଙ୍କର ଭୁଲ ଥିବା କହିଲା କ୍ରୁଟ

କଟକ: ଶୁକ୍ରବାର ସକାଳେ କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ମୋ ବସ ସହ ଏକ ପରିବା ବ୍ୟବସାୟର ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା…

ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚରେ ଟିକେଟ୍ ବ୍ଲାକରେ ବିକ୍ରି କରି ୭ ଗିରଫ, ୨୫ ଟିକେଟ୍ ଜବତ

କଟକ: ଓଡ଼ିଶାକୁ ଚଢିଲାଣି କ୍ରିକେଟ ଫିଭର। ସୁପର ସଣ୍ଡେରେ ସୁପର ସୋ । ଆଜି ଭୁବନେଶ୍ବର ଆସିବ ଟିମ ଇଣ୍ଡିଆ। ମେନ ଇନ୍ ବ୍ଲ୍ୟୁ କୁ ଭବ୍ୟ ସ୍ବାଗତ ଜଣାଇବ ଓଡ଼ିଶା। ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ସେହି ମ୍ୟାଚରେ ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା।…

ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍‌ରେ ଯିବନି ଗାଡି..

ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା…

‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି, ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ’

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।…

ସବୁଜ ଶକ୍ତି କ୍ଷେତ୍ରରେ ଯୁବପିଢିଙ୍କୁ ସଶକ୍ତ କରୁଛି ଟିପିଏସଓଡିଏଲ୍

ବ୍ରହ୍ମପୁର: ସବୁଜ ଶକ୍ତି ଏବଂ ପରିବେଶ ଅନୁକୂଳ ଜୀବନଶୈଳୀକୁ ପ୍ରୋତ୍ସାହିତ କରି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ "ହାଉସହୋଲ୍ଡ ସୋଲାର ଚାମ୍ପିଅନ" ଶୀର୍ଷକ ସାର୍ଟିଫିକେଟ କୋର୍ସ ଆରମ୍ଭ ହୋଇଛି । ଏଥିରେ ଯୁବପିଢିଙ୍କୁ ସୌର ଶକ୍ତି ସମ୍ବନ୍ଧୀୟ…

ଆସନ୍ତାକାଲି ଆସିବ ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଆସନ୍ତାକାଲି ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ। ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI…