Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦେବ ନାୟାରଣ ପଣ୍ଡା ମୃତ୍ୟୁ ମାମଲା: ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି

କଟକ: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଏନବିଡବ୍ଲୁ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଏସଡିଜେଏମ କୋର୍ଟ ଜାରି କରିଥିଲେ ଏନବିଡବ୍ଲୁ । ବ୍ୟକ୍ତିଗତ ସହାୟକ ଦେବ ପଣ୍ଡା ମୃତ୍ୟୁ ମାମଲାରେ ଜାରି ହୋଇଥିଲା ସମନ । ୨ ଥର ସମନ…

ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରିରୁ ତୁମୁଳକାଣ୍ଡ, ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଭଦ୍ରକ: ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରି କାରଣରୁ ତୁମୁଳକାଣ୍ଡ । ମହିଳା କନେଷ୍ଟବଳଙ୍କୁ ମଦ୍ୟପ ଯୁବକ ମାଡ଼ ମାରିଥିବା ଅଭିଯୋଗ । ଏହାପରେ ସଂପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମାଡ଼ ଖାଇଥିବା ଯୁବକଙ୍କ ସ୍ତ୍ରୀ। । ଭଦ୍ରକ…

ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ। ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ। ଆଜି ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ। ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨ ଓ ୩ ତାରିଖ ଏବଂ ଫେବୃଆରୀ ୫ ଓ ୬ ତାରିଖ…

ଭିଜିଲାନ୍ସ ରେଡ୍: ପିଡି ବାବୁଙ୍କ ସହ ୫ ଗିରଫ

ଭୁବନେଶ୍ୱର: ମାଲକାନଗିରି ଭିଜିଲାନ୍ସ ରେଡ୍ ମାମଲାରେ ପିଡି ବାବୁଙ୍କ ସହ ୫ ଜଣ ଗିରଫ ହୋଇଛନ୍ତି। ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ସରକାରୀ ଟଙ୍କା ହଡ଼ପ ମାମଲାରେ ଗିରଫ କରାଯାଇଛି। ସରକାରୀ ଅର୍ଥ…

ଆତଙ୍କ ଖେଳାଉଛି ଲାଲବାହିନୀ, ଗନ୍ଧମାର୍ଦ୍ଦନରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ

ବଲାଙ୍ଗିର: ଗନ୍ଧମାର୍ଦ୍ଦନରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ଭାନୁପୁର ପଞ୍ଚାୟତ ହନୁପାଲି ଗାଁ ଜଙ୍ଗଲରେ ଜାରି ରହିଛି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଜଙ୍ଗଲରେ ମାଓବାଦୀ ଲୁଚିଥିବା ନେଇ ଖବର ପାଇବା ପରେ କମ୍ବିଂ ଅପରେସନ ଜାରି ରଖିଛି ସୁରକ୍ଷାକର୍ମୀ ।…

ପୁଣି ଧକ୍କା ଦେଲା ମୋ ବସ୍, ପରିବା ବ୍ୟବସାୟୀ ଆହତ

କଟକ: ପୁଣି ମୋ ବସ୍ ଧକ୍କା । ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌ । କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ…

ଆଜିଠୁ କମିବ ରାତିର ତାପମାତ୍ରା, ପୁଣି ଅସ୍ତବ୍ୟସ୍ତ କରିବ ଘନ କୁହୁଡି

ଭୁବନେଶ୍ଵର: ଆଜିଠୁ କମିବ ରାତିର ତାପମାତ୍ରା । ଆସନ୍ତା ୩ଦିନ ଯାଏଁ ପାରଦ ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଦୁଇଦିନ ପରେ ଦିନର ତାପମାତ୍ରା ମଧ୍ୟ ସାମାନ୍ୟ କମିବ । ସେପଟେ ଆସନ୍ତା ୮ ତାରିଖରୁ ରାଜ୍ୟରେ ପୁଣି…

ଲିମ୍ଫାଟିକ ଫାଇଲେରିଆ ଦୂରୀକରଣ କାର୍ଯ୍ୟକ୍ରମ ଫେବୃଆରୀ ୧୦ରୁ ୧୯ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ୬ ଟି ଫାଇଲେରିଆ ପ୍ରବଣ ଜିଲ୍ଲାରେ ଲିମ୍ଫାଟିକ ଫାଇଲେରିଆ (ଏଲଏଫ) ଦୂରୀକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମଡିଏ) ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ କରାଯିବ । ସେଥିପାଇଁ…

ସଡ଼କ ଦୁର୍ଘଟଣା ହ୍ରାସ ନେଇ ବ୍ରହ୍ମପୁର ଏସପିଙ୍କୁ ଭେଟିଲା ଆଇଆଇଟି ମାଡ୍ରାସ ଟିମ୍

ଭୁବନେଶ୍ୱର: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ତତପରତା ଦେଖାଇଛନ୍ତି ସରକାର । ଏଥିପାଇଁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରୁଛନ୍ତି ସରକାର । ଏହିକ୍ରମରେ ସରକାରଙ୍କ ସହ ଚୁକ୍ତିବଦ୍ଧ ହୋଇଥିବା ଆଇଆଇଟି ମାଡ୍ରାସ ଟିମ୍ ବୁଧବର ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହ ଆଲୋଚନା…

ନିଜକୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବାରେ ବିତାଇଦେଲେ ୧୪ ବର୍ଷ, ଏବେ ଚାହୁଁଛନ୍ତି ଇଚ୍ଛାମୃତ୍ୟୁ

ବଲାଙ୍ଗୀର: ରାଷ୍ଟ୍ରପତିଙ୍କୁ ଇଚ୍ଛାମୃତ୍ୟୁ ପାଇଁ ଚିଠି ଲେଖିଲେ ପୂର୍ବତନ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ୍) ଯବାନ ସୁଧୀର ଦାସ । ଚାକିରିରୁ ବହଷ୍କୃତ ହୋଇ ଏବେ କଷ୍ଟକର ଜୀବନ ବିତାଉଥିବାବେଳେ ଆଉ ବଞ୍ଚିବାକୁ ଇଚ୍ଛା ନଥିବା ଭାବି ଶେଷରେ ପରିବାର ସହ ଇଚ୍ଛା ମୃତ୍ୟୁ ପାଇଁ ମହାମହିମ…