Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ଭିତରେ ଅଣହିନ୍ଦୁ ପ୍ରବେଶ;ତାଙ୍କୁ ନେଇଥିବା ବ୍ୟକ୍ତି ଅଟକ…

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି ଅଣହିନ୍ଦୁ । ଢିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ମନ୍ଦିରରେ ପ୍ରବେଶ କଲେ ଜାପାନୀ ପର୍ଯ୍ୟଟକ । ସୂଚନାଥାଉକି, ଓଡ଼ିଆ ଲୋକଙ୍କ ସାହାଯ୍ୟରେ ପ୍ରବେଶ କରିଥିଲେ ଜାପାନୀ ପର୍ଯ୍ୟଟକ । ଅଣହିନ୍ଦୁ ପ୍ରବେଶ ପରେ ସେବାୟତ ମହଲରେ ଅସନ୍ତୋଷ ।…

କେଳୁଚରଣ କୀର୍ତ୍ତି ଶତକମ୍ :ଉନ୍ମୋଚନ ହେବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ

ଭୁବନେଶ୍ୱର:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସୃଜନ ଅନୁଷ୍ଠାନର ମିଳିତ ସହଯୋଗରେ ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯିବ।…

‘Atal Van’ at Lok Bhavan: ଲୋକଭବନରେ ‘ଅଟଳ ବନ’କୁ ଉଦଘାଟନ କଲେ ପୂର୍ବତନ…

ଭୁବନେଶ୍ୱର: ଭାରତର ପୂର୍ବତନ ମାନ୍ୟବର ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ 'ଅଟଳ ବନ'ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ…

ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରାକ୍ଟର;ଚାଲିଗଲା ୨ଜଣଙ୍କ ଜୀବନ

ସମ୍ବଲପୁର: ଏକ ହୋଟେଲ ଭିତରକୁ ଇଟା ବୋଝେଇ ଟ୍ରାକ୍ଟର ପଶିଯିବାରୁ ୨ ଜଣଙ୍କ ମୃତ୍ୟୁ । ସମ୍ବଲପୁର ଭାଲୁପାଲିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ନାବାଳକ ଗୁରୁତର ହୋଇଛନ୍ତି । ଗୁରୁତର ନାବାଳକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ,ଏକ ଇଟା ବୋଝେଇ…

ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି

ଭୁବନେଶ୍ବର: ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟରସ୍ ୱେଲଫେୟାର ଆସୋସିଏସନ୍ (ଏଓସିଡବ୍ଲ୍ୟୁଏ) ଏବଂ ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟରସ୍ ଆସୋସିଏସନ୍ (ଏଓସିଏ) ମିଳିତ ଭାବେ ୩ ଜାନୁଆରୀ ୨୦୨୬ରେ ପୂର୍ତ୍ତ ବିଭାଗର ମେମୋ ନମ୍ବର ୧୭୩/ଡବ୍ଲ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ନିୟମ ଅନୁଯାୟୀ,…

ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ସରକାରଙ୍କ ଏହି ଆକ୍ରୋଶମୂଳକ ପଦକ୍ଷେପକୁ ନେଇ ରାଜ୍ୟବାସୀଙ୍କ ମନରେ ସରକାରଙ୍କ ବିରୋଧରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।…

ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ

ଭଦ୍ରକ: ବେକରେ ସାପ ଧରି ବୁଲିବା ବେଳେ ଚୋଟ ଖାଇଲେ ଯୁବକ । ଏପରି ଏକ ଘଟଣା ଭଦ୍ରକ ଜିଲ୍ଲା ବନ୍ତ ଅଞ୍ଚଳରେ ଘଟିଛି । ଗୁରୁତର ଯୁବକ ହେଲେ ସୁବଳ ସାହୁ । ସୁବଳ ଏକ ବିରଳ ରଙ୍ଗୀନ ସାପକୁ ବେକରେ ଗୁଡ଼ାଇ ବୁଲୁଥିଲେ । ସୂଚନାଥାଉକି,ସାପକୁ ବେକରେ ଗୁଡ଼ାଇ ବୁଲୁଥିବା ସମୟରେ ତାଙ୍କ ଡାହାଣ ହାତକୁ…

ଜାନୁଆରୀ ୯ରୁ ଭୁବନେଶ୍ୱରରେ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତିନି ଦିନିଆ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ ୯ ଜାନୁଆରୀ ୨୦୨୬ ଠାରୁ ଆରମ୍ଭ ହୋଇ ଜାନୁଆରୀ ୧୧ ପର୍ଯ୍ୟନ୍ତ ଭୁବନେଶ୍ୱରର ଏକାମ୍ର କାନନଠାରେ ଅନୁଷ୍ଠିତ ହେବ। ଏନେଇ ଆଞ୍ଚଳିକ ଉଦ୍ଭିଦ ସମ୍ବଳ କେନ୍ଦ୍ର (RPRC) ଘୋଷଣା କରିଛି। ତେବେ ପ୍ରତିଦିନ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ…

Scbରେ ଅଘଟଣ; ସିଲିଂ ଖସି ରୋଗୀ ଆହତ

କଟକ: କଟକର ଏସସିବି ମେଡିକାଲର ପୁରୁଣା ମେଡିସିନ ୱାର୍ଡର ପ୍ରଥମ ମହଲାରେ ବୁଧବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଫଲ୍ସ ସିଲିଂର ଏକ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଯାହାଫଳରେ ସିଲିଂ ପ୍ଲାଷ୍ଟରର ଏକ ଖଣ୍ଡ ଜଣେ ବୃଦ୍ଧ ରୋଗୀଙ୍କ ମୁଣ୍ଡ ଉପରେ ପଡିଯିବାରୁ ସେ ଆହତ ହୋଇଯାଇଥିଲେ।ଘଟଣା ପରେ…