Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ହେମା ମାଳିନୀ 

ଭୁବନେଶ୍ୱର: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପୁରୀରେ ହୋଲି ପାଳନ କରି ନିଜକୁ ଧନ୍ୟ ମନେ କରୁଛି। ସୁବ୍ୟବସ୍ଥା ପାଇଁ ମୁଁ ଓଡ଼ିଶା…

ଝିଅ ଘର ସାମ୍ନାରେ ଚାଲିଗଲା ବାପା, ମା’ ଓ ଭାଇର ଜୀବନ

କେନ୍ଦୁଝର: ହୋଲିରେ ବଡ଼ ଅଘଟଣ। ମର୍ମନ୍ତୁଦ ଦୁର୍ଘଟଣାରେ ନିଶ୍ଚିନ୍ନ ହୋଇଗଲା ପରିବାର। ଝିଅ ଘର ସାମ୍ନାରେ ଟ୍ରକ ଧକ୍କାରେ ଚାଲିଗଲା ବାପା, ମାଆ ସମେତ ପୁଅର ଜୀବନ । କେନ୍ଦୁଝର ଯୋଡ଼ାରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

ରାଜଧାନୀରେ ଚାଞ୍ଚଲ୍ୟ; ବନ୍ଦ ଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ଵର: ସାରା ରାଜ୍ୟରେ ହୋଲିର ଉତ୍ସାହ ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ଵରରୁ ଆସିଛି ଚାଞ୍ଚଲ୍ୟକର ଖବର । ଘର ଭିତରୁ ପତିପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଘଟିଛି ଏହି ଅଭାବନୀୟ ଘଟଣା । ଘର ଭିତରୁ ଝୁଲନ୍ତା ଅବସ୍ଥାରେ…

ସ୍ତ୍ରୀକୁ ମାରି ଶବ ପାଖରେ ବସି ରହିଲା ସଇତାନ ସ୍ବାମୀ

ବାରିପଦା: ସ୍ତ୍ରୀକୁ ଜୀବନରୁ ମାରିଦେଲା ସଇତାନ ସ୍ବାମୀ । ସ୍ତ୍ରୀକୁ ମାରି ଶବ ପାଖରେ ବସି ରହିଲା ସ୍ବାମୀ । ଚାନ୍ଦୁଆ ଥାନା ଟାଙ୍ଗଶୋଳ ଗାଁରେ ଦେଖିବାକୁ ମିଳିଛି ଏହି ଘଟଣା ? ଖବର ପାଇ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖିଲା ପୋଲିସ । ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପ୍ରାଥମିକ…

ଦୋଳ ବିମାନ ଯିବା ସମୟରେ ଗୋଷ୍ଠୀ ସଂଘର୍ଷ, ମାରଣାସ୍ତ୍ରରେ ଆକ୍ରମଣ

କଟକ: ରଙ୍ଗର ପର୍ବ ହୋଲି ପାଇଁ ଚାରିଆଡେ ଉତ୍ସବର ମାହୋଲ ଥିବା ବେଳେ କଟକରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଦୋଳ ବିମାନ ଯିବାବେଳେ ଏହି ମାରପିଟ୍ ହୋଇଛି। ଉତ୍ତମାପୁର-ସୁଭଦ୍ରାପୁର ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଜଣାପଡିଛି। ଦୋଳ ବିମାନ ଯିବା ସମୟରେ ଢେଲା ପଥର ମାଡରୁ ଦୁଇ…

ରଙ୍ଗର ପର୍ବ ହୋଲି; ଉତ୍ସବମୁଖର ସାରା ଦେଶ

ଭୁବନେଶ୍ବର: ଆଜି ରଙ୍ଗର ପର୍ବ ହୋଲି। ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । କିଏ କାହାକୁ ପିଚକାରୀ ଧରି ରଙ୍ଗ ମାରୁଛି ତ ପୁଣି କିଏ ଅବିରରେ…

ଖରାରେ ସିଝୁଛି ଓଡ଼ିଶା, ୧୮ ଯାଏ ସିଭିୟର ହିଟ୍ ୱେଭ୍ ଜାରି

ଭୁବନେଶ୍ୱର: ଖରାରେ ସିଝୁଛି ଓଡ଼ିଶା । ରାଜ୍ୟରେ ଏବେଠୁ ତାତିର ପ୍ରକୋପ ବଢ଼ିଲାଣି। ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡିଲାଣି। ଭୀଷଣ ଖରା ଚାଲିଛି। ଉପକୂଳରୁ ଉପାନ୍ତ ଅଞ୍ଚଳରେ ପ୍ରବଳ ତାତି । ୧୮ ତାରିଖ ଯାଏ ସିଭିୟର ହିଟ ୱେଭ ଓ ଉଷ୍ମରାତି ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ବର…

ବୃନ୍ଦାବନ ମହୋତ୍ସବରେ ଆକର୍ଷଣ ସାଜିଲା ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ଭାରତନାଟ୍ୟମ୍ ନୃତ୍ୟ

ଭୁବନେଶ୍ୱର: ରାଜଧାନୀର ରବୀନ୍ଦ୍ର ମଣ୍ଡପ ଠାରେ ଆଜି ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲିଉଡ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ ଭାରତନାଟ୍ୟମ୍ ନୃତ୍ୟ ପରିବେଶଣ କରିଥିଲେ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ…

୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ

ନବରଙ୍ଗପୁର: ଅନ୍ୟ ଜାତିରେ ବିବାହ କରି ବାସନ୍ଦ ହେଲେ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ ମାଝୀ। ୧୨ ବର୍ଷ ପାଇଁ ନିଜ ଜାତିର ସମାଜିକ ବାସନ୍ଦର ଶିକାର ହୋଇଛନ୍ତି ପ୍ରଦୀପ  ଓ ତାଙ୍କ ପରିବାର। ଆଦିବାସୀ ଭାତରା ସମାଜର କେନ୍ଦ୍ରୀୟ କମିଟି, ଧାମନାଗୁଡା ଠାରେ ଅନୁଷ୍ଠିତ ବୈଠକରେ  ନିଆଯାଇଛି…

ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ବାରମ୍ବାର ରାଜଧାନୀରେ ମୋ ବସ୍ ଦୁର୍ଘଟଣା ରୋକିବାକୁ ବଡ ପଦକ୍ଷେପ ନେଲେ ସରକାର । ଏବେ ବସ୍‌ ର ଆଗରେ ଓ ପଛରେ ଲଗାଯିବ କ୍ୟାମେରା । ଦୁର୍ଘଟଣା ବେଳେ କ୍ୟାମେରାର ଫିଡ୍ କୁ ଯାଞ୍ଚ କରାଯିବ ଯାହାର ଭୁଲ ଥିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦେଇଛନ୍ତି ନଗର ଉନ୍ନୟନ…