Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହଙ୍ଗା ପଡିଲା ଲାଞ୍ଚ ନେବା, ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ

ଭୁବନେଶ୍ଵର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ । ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ ଶୋଭାଯାତ୍ରା କରିବେ । ସମସ୍ତ ବ୍ଲକ…

ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ ହଳଦୀପଦା ଆଦି ଦୁଇଟି ସ୍ଥାନରେ ଶିଳ୍ପ…

ମୃତ୍ୟୁ ପରେ ବି ଜୀବନ୍ତ କରି ରଖିବାର ଇଚ୍ଛା, ସ୍ୱାମୀଙ୍କ ପ୍ରତିମୂର୍ତ୍ତି କରି ସେଥିରେ ପ୍ରାଣ ପ୍ରତିଷ୍ଠା କଲେ ସ୍ତ୍ରୀ

ରାୟଗଡ଼ା: ମୃତ୍ୟୁ ପରେ ବି ଅମର ସ୍ଵାମୀ । ନିର୍ମଳ ଚେହେରା, ସୁନ୍ଦର ଠାଣି ଏବଂ ସ୍ଵାମୀଙ୍କ ହସ ହସ ମୁହଁ ଦେଖି ସତେ ଯେମିତି ସବୁ ଦୁଃଖ ଭୁଲିଯାଉଛନ୍ତି ସ୍ତ୍ରୀ । ଏ ମୁର୍ତ୍ତି ହେଉଛି ରାୟଗଡା ଜିଲ୍ଲା ମୁନିଗୁଡ଼ାର ଜଣେ ଡାକ୍ତର ସମୀର ରାୟଙ୍କର । ସ୍ଵାମୀଙ୍କ ବିୟୋଗ ପରେ ଏତେ ବଡ ଦୁନିଆରେ…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର…

ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ୍ କ’ଣ?

ଭୁବନେଶ୍ବର: ବିଧାନସଭାରେ ପାରିତ ହୋଇଛି ବିଶ୍ବ ବିଦ୍ୟାଳୟ ସଂଶୋଧନ ବିଲ୍ । ସାରା ରାତି ବିଲ ଉପରେ ଚର୍ଚ୍ଚା ହୋଇଥିଲା । ୧୨ ଘଣ୍ଟାରୁ ଅଧିକ ସମୟର ଆଲୋଚନା ପରେ ଭୋର୍ ସାଢେ ୪ଟା ବେଳକୁ ଏହା ବାଚନିକ ଭୋଟରେ ପାରିତ ହୋଇଛି । ବିରୋଧୀ ଦଳ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରିଥିଲେ ।…

ପାଟଣାଗଡ଼ ପାର୍ସଲ ବୋମା ଘଟଣା; ପୁଞ୍ଜିଲାଲଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହେରଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ଏହା ପୂର୍ବରୁ ମାର୍ଚ୍ଚ ୬…

କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

ବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ…

ଓଡିଆ ପକ୍ଷ ପାଳନ କରି ଅପଲୋଡ କରନ୍ତୁ ସେଲଫି…

ଭୁବନେଶ୍ବର: ଓଡିଆ ପକ୍ଷ ପାଳନ କରନ୍ତୁ ଏବଂ ଓଡିଆ ପକ୍ଷ ଓ୍ବେବସାଇଟରେ ଅପଲୋଡ କରନ୍ତୁ ଆପଣଙ୍କ ସେଲଫି । କାରଣ ଏଥିପାଇଁ ଓଡ଼ିଆ ପକ୍ଷ ପାଳନ ପାଇଁ ସ୍ୱତନ୍ତ୍ର ୱେବସାଇଟ୍ https://odiapakhya.com ଖୋଲିଛନ୍ତି ଓଡିଶା ସରକାର । ଯେଉଁଥିରେ ଓଡିଶାବାସୀ ଓଡ଼ିଆ ପକ୍ଷ ସମ୍ବନ୍ଧୀୟ କୁଇଜରେ ଭାଗ…

ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନବମ ଶ୍ରେଣୀ ଛାତ୍ରଙ୍କ ନିର୍ଯାତନା ଅଭିଯୋଗ

ଉଦଳା: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନବମ ଶ୍ରେଣୀ ଛାତ୍ରଙ୍କ ନିର୍ଯାତନା ଅଭିଯୋଗ । ଖୁଣ୍ଟା ଥାନା ବାସିପିଠାସ୍ଥିତ ଏକ ଉଚ୍ଚ ବିଦ୍ୟାଳୟରେ ଛାତ୍ରଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି । ତେବେ ଛାତ୍ରଙ୍କୁ ମାଡ଼ ମାରିବା ସହ ବ୍ଲେଡ୍‌ରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଛାତ୍ରଙ୍କ…