Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ; ଗାନ୍ଧିମୂର୍ତ୍ତୀ ତଳେ ସାମ୍ବାଦିକଙ୍କ ଧାରଣା

ଭୁବନେଶ୍ଵର: ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ । ଗତକାଲି ଗୃହରେ ଘଟିଥିବା ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି । ଯାହାର ପ୍ରତିବାଦରେ ଆଜି ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ସାମ୍ବାଦିକମାନେ । ଏହା ସହ ପ୍ରେସ ଗ୍ୟାଲେରୀକୁ ମଧ୍ୟ ବୟକଟ…

ତାରାଙ୍କ ଉପରୁ ନିଲମ୍ଵନ ହଟାଇବାକୁ ଦାବି; ବାଚସ୍ପତିଙ୍କୁ ଭେଟିଲା ବିଜେଡି ଟିମ୍

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯିବାକୁ ନେଇ ତାଙ୍କ ସମର୍ଥନରେ ବାହାରିଛନ୍ତି ବିଜେଡି ବିଧାୟକମାନେ । ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି । ଏହା ସହ…

ହୋଲି ରଙ୍ଗରୁ ଆଖିକୁ କରନ୍ତୁ ରକ୍ଷା, ଆପଣନ୍ତୁ ଏହି ଗୁରୁତ୍ବପୂର୍ଣ୍ଣ ଟିପ୍ସ..

ଭୁବନେଶ୍ବର: ଆଉ ଦିନ କେଇଟା ପରେ ପାଳନ ହେବ ରଙ୍ଗର ପର୍ବ ହୋଲି । ଏହି ସମୟରେ ରଙ୍ଗ ଫିଙ୍ଗିବା ସହ ଗାଢ଼ ରଙ୍ଗ ସହିତ ମଧ୍ୟ ହୋଲି ଖେଳନ୍ତି ଯାହା ଆପଣଙ୍କ ଚର୍ମ ପାଇଁ ବହୁତ କ୍ଷତିକାରକ ହୋଇଥାଏ । ହୋଲିର ପାଉଡର ଯୋଗୁଁ ଅନେକ ଲୋକଙ୍କର ଶ୍ୱାସକ୍ରିୟା ସମ୍ବନ୍ଧୀୟ ସମସ୍ୟା ମଧ୍ୟ ସୃଷ୍ଟି ହୁଏ ।…

ଟ୍ରେଣ୍ଡିଙ୍ଗରେ ରାଜନେତାଙ୍କ ଦ୍ଵିତୀୟ ଇନିଂସ୍, ଆଜି ବିବାହ କରିବେ ବିଜେଡି ନେତା ପ୍ରଦୀପ ମାଝୀ

ଭୁବନେଶ୍ଵର: ଟ୍ରେଣ୍ଡିଙ୍ଗରେ ଚାଲିଛି ରାଜନେତା ମାନଙ୍କର ଦ୍ଵିତୀୟ ଇନିଂସ୍ ତଥା ଦ୍ଵିତୀୟ ବିବାହ । କିଛି ଦିନ ତଳେ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଦ୍ଵିତୀୟ ବିବାହ କରିଥିବା ବେଳେ ଗତକାଲି ଜାଗ୍ରତିଙ୍କ ହାତ ଧରିଛନ୍ତି ବାଳୁଙ୍ଗା ଟୋକା ଅନୁଭବ । ଦିଲ୍ଲୀରେ ବାନ୍ଧବୀ…

ଆସିଲା ଡଲ୍‌‌ଫିନ୍‌‌ ଗଣନା ରିପୋର୍ଟ, ଚିଲିକା ଡିଭିଜନ୍‌‌ରେ ରହିଛି ସର୍ବାଧିକ

ଭୁବନେଶ୍ୱର: ଆସିଲା ରାଜ୍ୟର ଡଲ୍‌‌ଫିନ୍‌‌ ଗଣନା ରିପୋର୍ଟ। ରାଜ୍ୟରେ ମୋଟ ୭୧୦ ଡଲଫିନ୍‌‌ ରହିଛି ବୋଲି ସୂଚନା ମିଳିଛି। ଏନେଇ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଓଡ଼ିଶାରେ ଡଲ୍‌‌ଫିନ୍‌‌ ଗଣଣା ରିପୋର୍ଟ ଅନୁଯାୟୀ,…

ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଡିଗ୍ରୀ ଟପିବ ତାପମାତ୍ରା

ଭୁବନେଶ୍ୱର: ଆକାଶରୁ ହେବ ଅଗ୍ନିବର୍ଷା। ସାରା ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୨ ଦିନ ଅଗ୍ନିବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ୪୦ ଡିଗ୍ରୀ ଟପିବ ତାପମାତ୍ରା। ଆସନ୍ତା ଦୁଇ ଦିନ ହୋଇପାରେ…

ଅଭୟାରଣ୍ୟରେ ଅତର୍କିତ ଚଢ଼ାଉ: ୨ ଶିକାରୀ ଗିରଫ

ନୀଳଗିରୀ: କୁଳଡିହା ବନବିଭାଗ ପକ୍ଷରୁ ବାଘମପଡା ଵିଟ ଅଧିନରେ ଥିବା ଅଭୟାରଣ୍ୟରେ ଅତର୍କିତ ଚଢ଼ାଉ କରାଯାଇଛି। ଏହି ଘଟଣାରେ ଦୁଇ ଶିକାରୀଙ୍କୁ ଗିରଫ କରାଯାଇଛି। ଏଥିସହ ସେମାନଙ୍କଠାରୁ ୪ଟି ବନ୍ଧୁକ ଓ ବନ୍ୟଜନ୍ତୁ ହାଡ଼ ବନବିଭାଗ ଜବତ କରିଛି। ସୂଚନା ଅନୁସାରେ ହାତୀଖୁଲିଆ ନିକଟ ବାଘମପଡା…

କାରରେ ଲାଗିଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ

ପାରାଦୀପ: ପାରାଦୀପ ଲକ୍ ଥାନା କାଠଗଡ଼ା ନିକଟରେ ଅଘଟଣ। କାର୍ ସହ ଜଳିଗଲେ ଆରୋହୀ। ଗାଡ଼ି ଭିତରେ ଜୀବନ୍ତ ଦଗ୍ଧ ହୋଇଗଲେ ଡ୍ରାଇଭର। କାଠଗଡ଼ା ନିକଟରେ ଜଳିଗଲା କାର୍। ହଠାତ୍ କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ…

ରାଉରକେଲାରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଲକୁଆ ଆହତ

ରାଉରକେଲା: ରାଉରକେଲାରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଲକୁଆ ଆହତ । ବିଶ୍ରା ଥାନା ଅକ୍ଷୟଶିଳା ଜଳପ୍ରପାତ ଅଞ୍ଚଳରେ ହୋଇଛି ଏହି ଏନ୍‌କାଉଣ୍ଟର । ଆହତ ଅପରାଧୀକୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା…

୨୪ ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା…