Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲାରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଲକୁଆ ଆହତ

ରାଉରକେଲା: ରାଉରକେଲାରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଲକୁଆ ଆହତ । ବିଶ୍ରା ଥାନା ଅକ୍ଷୟଶିଳା ଜଳପ୍ରପାତ ଅଞ୍ଚଳରେ ହୋଇଛି ଏହି ଏନ୍‌କାଉଣ୍ଟର । ଆହତ ଅପରାଧୀକୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା…

୨୪ ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା…

ପୋଲିସକୁ ବଡ଼ ସଫଳତା; ୧୦ ହଜାର ୩୦୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

ଭୁବନେଶ୍ୱର: ଆଜି କନ୍ଧମାଳ ଏବଂ ଗଜପତି ଜିଲ୍ଲା ପୋଲିସ ୫ ଟି ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୩୦୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଛି। ସୂଚନା ଅନୁଯାୟୀ, ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ…

ବରଗଡ଼-ନୂଆପଡ଼ା ରୋଡ୍ ରେଳ ଲାଇନ ଭାୟା ପଦମପୁର ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି

ଭୁବନେଶ୍ୱର: ବରଗଡ଼ ରୋଡ୍-ନୂଆପଡ଼ା ରୋଡ୍ ନୂତନ ରେଳପଥ ଭାୟା ପଦମପୁର ପ୍ରସ୍ତାବିତ ରେଳପଥର ନିର୍ମାଣ କାର୍ଯ୍ୟ ପାଇଁ ପ୍ରସ୍ତୁତିରେ ପୂର୍ବତଟ ରେଳପଥ ଦ୍ରୁତ ଅଗ୍ରଗତି କରୁଛି । ଏହା ଏକ ରଣନୈତିକ ଭାବରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯାହାର ଲକ୍ଷ୍ୟ ହେଉଛି ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି…

ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ-ଜାଗୃତି, ଦେଖନ୍ତୁ ଫଟୋ…

ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଲା। ସାମ୍ନାକୁ ଆସିଲା ସେମାନଙ୍କ ବିବାହର ଫଟୋ। ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା…

ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ରେକର୍ଡ ସଂଖ୍ୟକ ବୃଦ୍ଧି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଓଡ଼ିଶା ବନ ବିଭାଗ ଦ୍ୱାରା କରାଯାଇଥିବା ବାର୍ଷିକ ପକ୍ଷୀ ଗଣନାରେ ଏହା ଜଣାପଡିଛି । ଜାନୁଆରୀ ୨୦୨୪-୨୫ର ପ୍ରଥମ ୨ ସପ୍ତାହ ମଧ୍ୟରେ ହୋଇଥିବା ପକ୍ଷୀ ଗଣନା ଅନୁସାରେ ବର୍ତ୍ତମାନେ ରାଜ୍ୟର ବନ୍ୟ ଅଞ୍ଚଳ ଏବଂ…

ରାଜ୍ୟର ୫ ହଜାରରୁ ଅଧିକ ଗାଁରେ ନାହିଁ ସବୁଦିନିଆ ରାସ୍ତା: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୫ ହଜାରରୁ ଉର୍ଦ୍ଧ୍ବ ଗାଁକୁ ରାସ୍ତା ନାହିଁ । ଏନେଇ ଆଜି ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀଙ୍କ…

ନିର୍ବାଚନ ପ୍ରକ୍ରିୟା ହେବ ଆହୁରି ମଜବୁତ; ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଇସିଆଇ

ଭୁବନେଶ୍ୱର: ରାଜନୈତିକ ଦଳକୁ ପରାମର୍ଶ ମାଗିଲେ ଭାରତୀୟ ନିର୍ବାଚନ କମିଶନ । ସମସ୍ତ ଜାତୀୟ ଏବଂ ରାଜ୍ୟସ୍ତରୀୟ ରାଜନୈତିକ ଦଳଠାରୁ ଏପ୍ରିଲ ୩୦ ସୁଦ୍ଧା ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଇଆରଓ), ଜିଲ୍ଲା ନିର୍ବାଚନ ଅଧିକାରୀ (ଡିଇଓ) କିମ୍ବା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସ୍ତରରେ ସମାଧାନ…

ଇଂଲିଶ କୋର ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ

ମୟୂରଭଞ୍ଜ: ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା । ପଢିକି ଯାଇଥିଲେ ଇଂଲିଶ କୋର୍ ହେଲେ ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର । ଯାହା ଫଳରେ ୩୨ ଜଣ ଛାତ୍ରଛାତ୍ରୀ ଆଶ୍ଚର୍ଯ୍ୟ ହୋଇଯାଇ କିଛି ଉପାୟ ନପାଇ କାନ୍ଦି କାନ୍ଦି ଘରକୁ ଫେରିଛନ୍ତି । ଏହିଭଳି ଘଟଣା ସାମ୍ନାକୁ…

ପଖାଳ ଦିବସ ସେଲିବ୍ରେସନ ପାଇଁ ୨୨ ଦେଶକୁ ଓଡ଼ିଶା ସରକାରଙ୍କ ନିବେଦନ

ଭୁବନେଶ୍ୱର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳକୁ ଅଧିକ ଲୋକପ୍ରିୟ କରିବା ପାଇଁ ଓଡ଼ିଶା ସରକାର ଅତି କମରେ ୨୨ଟି ଦେଶର ଓଡ଼ିଆ ସଂଗଠନଗୁଡ଼ିକୁ ନିବେଦନ କରିଛନ୍ତି। ସବୁବର୍ଷ ମାର୍ଚ୍ଚ ୨୦ରେ ପଖାଳ ଦିବସ ପାଳନ କରାଯାଇଥାଏ। ବିଭିନ୍ନ ଦେଶରେ ରହୁଥିବା ଓଡ଼ିଶା ଲୋକଙ୍କ ସଂଗଠନକୁ 'ଓଡିଶା ପରିବାର'…