Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇଂଲିଶ କୋର ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ

ମୟୂରଭଞ୍ଜ: ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା । ପଢିକି ଯାଇଥିଲେ ଇଂଲିଶ କୋର୍ ହେଲେ ପରୀକ୍ଷାରେ ମିଳିଲା ଇଂଲିଶ ଇଲେକ୍ଟିଭ୍ ପ୍ରଶ୍ନପତ୍ର । ଯାହା ଫଳରେ ୩୨ ଜଣ ଛାତ୍ରଛାତ୍ରୀ ଆଶ୍ଚର୍ଯ୍ୟ ହୋଇଯାଇ କିଛି ଉପାୟ ନପାଇ କାନ୍ଦି କାନ୍ଦି ଘରକୁ ଫେରିଛନ୍ତି । ଏହିଭଳି ଘଟଣା ସାମ୍ନାକୁ…

ପଖାଳ ଦିବସ ସେଲିବ୍ରେସନ ପାଇଁ ୨୨ ଦେଶକୁ ଓଡ଼ିଶା ସରକାରଙ୍କ ନିବେଦନ

ଭୁବନେଶ୍ୱର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳକୁ ଅଧିକ ଲୋକପ୍ରିୟ କରିବା ପାଇଁ ଓଡ଼ିଶା ସରକାର ଅତି କମରେ ୨୨ଟି ଦେଶର ଓଡ଼ିଆ ସଂଗଠନଗୁଡ଼ିକୁ ନିବେଦନ କରିଛନ୍ତି। ସବୁବର୍ଷ ମାର୍ଚ୍ଚ ୨୦ରେ ପଖାଳ ଦିବସ ପାଳନ କରାଯାଇଥାଏ। ବିଭିନ୍ନ ଦେଶରେ ରହୁଥିବା ଓଡ଼ିଶା ଲୋକଙ୍କ ସଂଗଠନକୁ 'ଓଡିଶା ପରିବାର'…

ଗୃହରୁ ସସପେଣ୍ଡ ହେଲେ ତାରା ବାହିନୀପତି

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ…

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ…

ଡିଏମକେ ବୈଠକ, ଯୋଗଦେବେ ନବୀନ

ନୂଆଦିଲ୍ଲୀ: ସରଗରମ ହେବାରେ ଲାଗିଛି ଲୋକସଭା ସିଟର ପରିସୀମନ ପ୍ରସଙ୍ଗ । ଦକ୍ଷିଣରୁ ଆରମ୍ଭ ହୋଇଥିବା ସ୍ବର ସପକ୍ଷରେ ସମର୍ଥନ ଯୋଗାଡ଼ ପାଇଁ ବିଭିନ୍ନ ଅଣଏନଡିଏ ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ଡିଏମକେ ନେତା । ପରିସୀମନ ପ୍ରକ୍ରିୟାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧକୁ ଜୋରଦାର କରିବାକୁ…

ଏହି ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା ନେଇ ସେମାନଙ୍କ ବିରୁଦ୍ଧରେ…

ସାବାଡ୍ ହେଉଛନ୍ତି ବାଲି ମାଫିଆ, ଚାଲିଛି ଘନ ଘନ ରେଡ୍

ଭୁବନେଶ୍ବର: ସାବାଡ୍ ହେଉଛନ୍ତି ବାଲି ମାଫିଆ । ରାଜ୍ୟରେ ଚୋରା ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ବିରୋଧରେ ଏବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଚାଲିଛି ଘନ ଘନ ରେଡ୍ । ରାଜ୍ୟ ତମାମ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ,…

‘ବନ୍ଦେ ଉତ୍କଳ ନୁହେଁ…ଗାଅ…ବନ୍ଦେ ଓଡିଶା ଜନନୀ’

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି । କହିଛନ୍ତି, ମୁଁ ବିଭାଜନ ନେଇ କୌଣସି କଥା କହିନାହିଁ । ମୁଁ…

ଗହୀରମଥାରେ ଅଲିଭ ରିଡଲେଙ୍କ ଗଣ ବସା, ରେକର୍ଡ ସଂଖ୍ୟକ ଅଣ୍ଡାଦାନ

ପଟ୍ଟାମୁଣ୍ଡାଇ: ଗହୀରମଥାରେ କଇଁଛଙ୍କ ରେକର୍ଡ ସଂଖ୍ୟକ ଅଣ୍ଡାଦାନ । ୬ ଲକ୍ଷ ୬୦ ହଜାର ଅଲିଭ ରିଡଲେ କଇଁଛ ଅଣ୍ଡାଦାନ କରିଛନ୍ତି । ଏବର୍ଷ ମାର୍ଚ୍ଚ ୫ରୁ ୧୦ ତାରିଖ ଯାଏ ୬.୬ ଲକ୍ଷ କଇଁଛ ଅଣ୍ଡାଦାନ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ।…